Search Results for ସିଦ୍ଧାନ୍ତ ଦର୍ପଣ

ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର

ଲେଖା: କୁଳମଣି ଷଡ଼ଙ୍ଗୀ ~ ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ~ ମାତ୍ର ଯଶୋଦେହେ ତୁମ୍ଭେ ଆୟୁଷ୍ମାନ ! ସାମନ୍ତ ଚନ୍ଦ୍ରଶେଖରଙ୍କ ମହାଯାତ୍ରାର କିଛି ମହାର୍ଘ ମୁହୂର୍ତ୍ତ ! ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର (ପଠାଣି ସାମନ୍ତ) ଉନବିଂଶ ଶତାବ୍ଦୀର ଜଣେ ଶ୍ରେଷ୍ଠ ଜ୍ୟୋତିର୍ବିଜ୍ଞାନୀ ଥିଲେ। ତତ୍କାଳୀନ ଗଡଜାତ ଖଣ୍ଡପଡାର ରାଜବଂଶରେ 1835 ମସିହା…

ସାମନ୍ତ ଚନ୍ଦ୍ରଶେଖର

ଲେଖା: ତେଜସ୍ବ ତ୍ରିପାଠୀ ~ ସାମନ୍ତ ଚନ୍ଦ୍ରଶେଖର ~ ଯେଉଁ ଧିର ଧୀମନ୍ତ ମଣ୍ଡଳୀଙ୍କୁ ଧାରଣ କରି ଏ ଧରିତ୍ରୀ ଧନ୍ୟ ହୋଇଛି, ସେମାନଙ୍କ ମଧ୍ୟରେ ସିଦ୍ଧାନ୍ତ ଦର୍ପଣ ସ୍ରଷ୍ଟା ସାମନ୍ତ ଚନ୍ଦ୍ରଶେଖର ଅନ୍ୟତମ l ପିତା ଶ୍ୟାମବନ୍ଧୁ ସିଂହ ଓ ମାତା ବିଷ୍ଣୁମାଳୀ ଦେବୀଙ୍କ ଅଷ୍ଟମ ଗର୍ଭ ସନ୍ତାନ ଥିଲେ ସେ l ୧୮୩୫…

ଯୁଗେ ଯୁଗେ ଓଡ଼ିଶା

ସୌରଭିତ ସୃଷ୍ଟି: ଡ. ହରେକୃଷ୍ଣ ମହତାବ  ~ ଯୁଗେ ଯୁଗେ ଓଡ଼ିଶା ~ ପ୍ରତିବର୍ଷ ବୈଶାଖ ମାସ ଆରମ୍ଭରେ ପଞ୍ଜିକାର ଯେତେବେଳେ ଏହି ଦେଶର କୌଣସି ଗଜପତି ଗୌଡ଼େଶ୍ଵର କର୍ଣ୍ଣାଟୋତ୍କଳେବର୍ଗେଶ୍ଵର ବୀରାଧିବୀରବର ପ୍ରତାପୀ ରାଜାଙ୍କ ନାମରେ ପ୍ରଚଳିତ ସମ୍ବତ୍ସରର ଶୁଭାଶୁଭ ଫଳ ଶୁଣାଏ, ସେତେବେଳେ ଓଡ଼ିଶାର ଅସଂଖ୍ୟ ଅଧିବାସୀଙ୍କ ମନରେ ସେଇ ହଜି ଯାଇଥିବା ଦିନଗୁଡ଼ିକର…

ଉତ୍କଳ ଦିବସ

ଲେଖା: ଫ୍ରାନସିସ ଶତପଥୀ ଆମ ସମୟର ଉଦୀୟମାନ ଯୁବକବି ଫ୍ରାନସିସ ଶତପଥୀଙ୍କ ସୃଷ୍ଟିରେ ଉତ୍କଳ ଜନନୀଙ୍କ ଜୟଗାନ ‘ଉତ୍କଳ ଦିବସ’ କବିତା . . ~ ଉତ୍କଳ ଦିବସ ~ ଓଡ଼ିଆ ମୋ ଭାଷା ନୁହେଁ,        ସିଏ ମୋ ସଂସ୍କାର; ଓଡ଼ିଶା ମୋ ରାଜ୍ୟ ନୁହେଁ,        ମୋ’…

ପଠାଣି ସାମନ୍ତ

ଲେଖା: ଦେଵ ତ୍ରିପାଠୀ “ଉତ୍କଳମାତାର ଯୋଗ୍ୟତମ ସୂତ,  ତୁମ୍ଭ ଯୋଗୁଁ ଆମ୍ଭେ ସର୍ବେ ହେଲୁ ପୂତ, ସିଦ୍ଧାନ୍ତ ଦର୍ପଣ ହେବ ନାହିଁ ଲୟ,  ନର ଦେହେଥିବ ଯାବତ ହୃଦୟ।’’ କବିବର ରାଧାନାଥ ତାଙ୍କର ପ୍ରତିଭା ଓ କୃତିର ପ୍ରଶଂସାରେ ଶତମୁଖ ହୋଇ ଏପରି କବିତା ଲେଖିଛନ୍ତି ସେ ଥିଲେ ମହାନ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାମହୋପାଧ୍ୟାୟ…

ନୀଳମଣି ବିଦ୍ୟାରତ୍ନ

ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .

କେଦାରନାଥ ମହାପାତ୍ର

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ଗଦ୍ୟଶିଳ୍ପୀ ଫକୀରମୋହନ

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…