Search Results for ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ

ବନ୍ଦେ ଉତ୍କଳ ଜନନୀ

ଉପସ୍ଥାପନା: ଅମୃତେଶ ଖଟୁଆ ~ ବନ୍ଦେ ଉତ୍କଳ ଜନନୀ ~ ଔପଚାରିକ ରୂପେ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଛି କାନ୍ତକବିଙ୍କ “ବନ୍ଦେ ଉତ୍କଳ ଜନନୀ”। ସମଗ୍ର ଓଡିଶା ଓ ବିଭିନ୍ନ ସ୍ଥାନରେ ୩୧ ମଇ, ୨୦୨୦ ରେ ଏହାର ଏକତ୍ର ଗାନ ପରେ ଏହାର ଗାରିମା ନଭଶ୍ଚୁମ୍ଭୀ ହୋଇଛି । ଯେପରି ବ୍ରିଟିଶ ଶାସନକ୍ରମେ ଅତ୍ୟାଚାରରେ…

ଉତ୍କଳ ଦୀପିକା

ଲେଖା: ନିରଞ୍ଜନ ସାହୁ ‘ଉତ୍କଳ ଦୀପିକା’ ଏବେ ସୁଦ୍ଧା ଆବିଷ୍କୃତ ହୋଇଥିବା ପତ୍ରପତ୍ରିକା ମଧ୍ୟରେ ପ୍ରଥମ ସାପ୍ତାହିକ ସଂବାଦପତ୍ର । ଊନବିଂଶ ଶତାବ୍ଦୀର ଦ୍ଵିତୀୟ ଭାଗ ପ୍ରାରମ୍ଭ ବେଳକୁ ଓଡ଼ିଶା ଭୂମିରେ ଦେଖା ଦେଇଥିଲା ସାମାଜିକ, ସାଂସ୍କୃତିକ ବିପର୍ଯ୍ୟୟର ଧୂମକେତୁ । ସେହି ସମୟକୁ ପ୍ରାକୃତିକ ବିପର୍ଯ୍ୟୟ ନଅଙ୍କ ଦୁର୍ଭିକ୍ଷ ଏବଂ ତା ସହ ଓଡ଼ିଆ…

ଉତ୍କଳ ସମ୍ମିଳନୀ

ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧି ମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ । ସମସ୍ତ ଆୟୋଜନ…

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…

ଶ୍ରୀବତ୍ସ ପଣ୍ଡା

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ ‌। ଏଥି ସକାଶେ…

ପ୍ରଫୁଲ୍ଲ ଦାସ

~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…

ଓଡ଼ିଆ ପତ୍ରପତ୍ରିକା

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ପତ୍ରପତ୍ରିକା ଜଗତର ପୁନଃ ଉଜ୍ଜୀବିତ ହେବା ସମୟର କଥା ! ଏ ନୂତନ ଆନ୍ଦୋଳନରେ ଯୋଗ ଦେଇଥିଲେ କେତେ କେତେ ନବ୍ୟ ସଭ୍ୟ ଯୁବକ ! ~ ବିଜ୍ଞାନ ଦର୍ପଣ ~ କଟକର କିଛି ବିଜ୍ଞାନ ପଢ଼ୁଆ ଧୀମାନ୍ ତରୁଣଙ୍କ ଉଦ୍ୟମରେ ଶିଶୁ କିଶୋର ତଥା ବିଜ୍ଞାନ ପାଠ ଆଶାୟୀ…

ଜଳନ୍ଧର ଦେବ

~ ଜଳନ୍ଧର ଦେବ ~ ଲେଖା: ଅମୃତେଶ ଖଟୁଆ ଅକୁତୋଭୟ ସାରସ୍ଵତ ଚର୍ଚ୍ଚା, ସଂସ୍କାରଚେତନା, ବୈଜ୍ଞାନିକ ପୁରୋଦୃଷ୍ଟି ସମ୍ମିଳିତ ନିଜର ପ୍ରଜ୍ଞାଦୀପ୍ତ ଜୀବନର ଏକ ସ୍ଵତଃପ୍ରବୃତ୍ତ ଅନୁଷ୍ଠାନ ଜଳନ୍ଧର ଦେବ ସମଗ୍ର ଓଡିଆ ଜାତି ପାଇଁ ଚିରସ୍ମରଣୀୟ ।  ବାମଣ୍ଡା ଓଡିଆ ସାରସ୍ଵତ କ୍ଷେତ୍ରରେ ଏକ ପ୍ରୀତିପଦ ଉଚ୍ଚାରଣ। #ବୁଧ_ହଂସ_କେଳି_ସର ବାମଣ୍ଡା ଆଧୁନିକ ଓଡିଆ ସାହିତ୍ଯ…

ସ୍ଵାମୀ ବିଚିତ୍ରାନନ୍ଦ ଦାସ

ଲେଖା: ନିରଞ୍ଜନ ସାହୁ ଗୋଟିଏ ବୃନ୍ତରେ ଦୁଇଟି ସୁଗନ୍ଧଯୁକ୍ତ ପୁଷ୍ପ । ସ୍ଵାମୀ ବିଚିତ୍ରାନନ୍ଦ ଦାସ ଏବଂ ଭୁବନାନନ୍ଦ ଦାସ। ଜମଜ। ପୁରୀ ଜିଲ୍ଲାର କୁରୁଞ୍ଜିପୁର ଶାସନ। ସେଦିନ ଥିଲା ୧୮୮୫ ମସିହାର ମେ ମାସ ୧୪ ତାରିଖ। ଓଡ଼ିଶା ପାଇଁ ଏକ ବିଶେଷ ଦିବସ। ଧରାବତରଣ କରିଥିଲେ ଆମ ଓଡ଼ିଶାର ଦୁଇଟି ଶିଶୁ, ରାମଚନ୍ଦ୍ର…

ଆମେ ଓଡ଼ିଆ

ସୌରଭିତ ସୃଷ୍ଟି: ନୃସିଂହ ଚରଣ ସାହୁ ଛାତ୍ରାବସ୍ଥାରୁ ସେ ଓଡ଼ିଆ ସାହିତ୍ୟ, ସଂସ୍କୃତି ଅନୁରାଗୀ । ଜନ୍ମମାଟି ପାଇଁ କିଛି କରିବାର ଆକାଙକ୍ଷା ପ୍ରବଳ । ଐଶ୍ୱରୀୟ ଆଶୀର୍ବାଦ ତାଙ୍କୁ ଆଉଟିକେ ବାଟ କଢ଼େଇ ଆଣିଲା । ହାଇସ୍କୁଲ ଛାତ୍ର ଥିବାବେଳେ ସାନିଧ୍ୟ ଲାଭ କଲେ ଅଦ୍ୱିତୀୟ ଗାନ୍ଧୀବାଦୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କର । ପରିଚିତ…