Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ଭବିଷ୍ୟବାଣୀ କ୍ଷେତ୍ରରେ ନଷ୍ଟ୍ରାଡମସଙ୍କ ସ୍ଥାନ ବହୁ ଉଚ୍ଚରେ, ତାଙ୍କର ବାଣୀ ମାନ ବହୁସଂଖ୍ୟାରେ ସତ୍ୟ ପ୍ରମାଣିତ ହେବାର ପ୍ରବାଦ ଅଛି । ସେହିପରି ଆମ ରାଜ୍ୟରେ କଥାକଥାରେ ଦୃଷ୍ଟାନ୍ତ ଦିଆଯାଏ ମାଳିକାର । ସେହି ମାଳିକାର ସ୍ରଷ୍ଟା ଭାବେ ଦେବାଂଶୀ ସନ୍ଥ, ସିଦ୍ଧପୁରୁଷ ଅଚ୍ୟୁତାନନ୍ଦଙ୍କ ନାମ ସୁବିଦିତ । ଓଡ଼ିଆ ସାହିତ୍ୟ…

~ ହୋଲି ~ ଲେଖା: ରୁପେଶ୍ୱର କୁମ୍ଭାର ପ୍ରାଚୀନ କାଳରୁ ଭାରତରେ ହୋଲି ପର୍ବ ସବୁବର୍ଗର ଲୋକୋମନେ ପାଳନ କରିଆସୁଛନ୍ତି । ଏହି ପର୍ବରେ ଅନେକ ପ୍ରକାରର ରଙ୍ଗକୁ ନେଇ ଜାତି, ଧର୍ମ, ସବୁ ଭୁଲି ଆମେ ସମସ୍ତେ ଏହି ପର୍ବକୁ ପାଳନ କରିଥାଉ, ସମସ୍ତ ଶତ୍ରୁତାକୁ ଭୁଲି ଭାଇଚାରର ସମ୍ପର୍କ ଆମେ ସୃଷ୍ଟି କରିଥାଉ…

~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…

ଲେଖା: ଶ୍ରୀକାନ୍ତ ସିଂହ ~ ବ୍ରହ୍ମାବଣ ~ ବ୍ରହ୍ମାଙ୍କ ଉପାସନା ସ୍ଥଳୀ “ବ୍ରହ୍ମାବଣ” l କୁହାଯାଏ ପବିତ୍ର ଚିତ୍ରୋତ୍ପଳା ନଦୀ କୂଳରେ ଏକଦା ବ୍ରହ୍ମା ଏଠାରେ ତପସ୍ୟା କରୁଥିଲେ l ଏଣୁ ସ୍ଥାନଟିର ନାଁ ବ୍ରହ୍ମାବଣ l ପଞ୍ଚସଖାମାନେ ମଧ୍ୟ ଏଠାରେ କିଛି କାଳ ଅବସ୍ଥାନ କରିଥିବା କଥା ସ୍ଥାନୀୟ ଲୋକେ କୁହନ୍ତି l ଏଠାରୁ…
ଲେଖା: ଅମ୍ବିକା ପଟ୍ଟନାୟକ ~ ଅକାରଣେ ନିନ୍ଦିତ ଗଜପତି ପ୍ରତାପରୁଦ୍ର ଦେବ ~ 1479ର କଥା l ପରମହଂସନାଥ ମହାଦେବଙ୍କ ଦର୍ଶନ ନିମିତ୍ତ ଓଡ଼ିଶା ଗଜପତି ପୁରୁଷୋତ୍ତମ ଦେବ ଆସନ୍ନ ପ୍ରସବା ପଦ୍ମାବତୀ ପାଟ ମହାଦେଈଙ୍କ ସହ ଯାଉଛନ୍ତି l ମନ୍ଦିର ନିକଟରେ ପାଟମହାଦେଈଙ୍କ ପ୍ରସବ ବେଦନା l ପୁତ୍ରବଧୂତୁଲ୍ୟା ପାଟମହାଦେଈଙ୍କ ଉଲଗ୍ନ ଶରୀର ଦେଖିବେ…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…
ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ଵିସ୍ମୃତ ଓଡ଼ିଆ ଶିଶୁପତ୍ରିକା ଜହ୍ନମାମୁଁ ~ ଆଜି ଜହ୍ନମାମୁଁ କହିଲେ ସମସ୍ତଙ୍କର ମନେ ପଡି଼ଯାଏ ଚକ୍ରପାଣି ଓ ବି. ନାଗିରେଡ୍ଡିଙ୍କ କ୍ଲାସିକ ଭାରତୀୟ ମାସିକ ପତ୍ରିକା । ଏହି ଜହ୍ନମାମୁଁ ପତ୍ରିକାକୁ ଅଶି ନବେ ଦଶକର କିଶୋର ବାଳକ ଭଲ ଭାବରେ ଜାଣିଛନ୍ତି । ଭାରତୀୟ…

ଲେଖା: ନିରଞ୍ଜନ ସାହୁ ~ ବିଶ୍ଵପ୍ରସିଦ୍ଧ ମହିମା ଗାଦି ଓ ଯୋରନ୍ଦା ମେଳା ~ ମଳୟ ଶିଖରୀ ଶିରୀ ଚୋରି କରି ବସିଲାଣି ମନ୍ଦ ସମୀର ସୁମନାକୁ ବାସ ଚୋରାଇ ନେବଟି ବୋଲି କହିଲାଣି ଭ୍ରମର । କେଶର କେଶରେ ହେଲାଣି ମଞ୍ଜୁଳ କେଶରେ ମଣ୍ଡନ କରିବା ଭଳିରେ ଫୁଟିଲାଣି କେତେ ବଞ୍ଜୁଳ । (ଲାବଣ୍ୟବତୀ/କବିସମ୍ରାଟ/ବସନ୍ତ…

ଉପସ୍ଥାପନା: ତ୍ରିଲୋଚନ ସ୍ୱାଇଁ ~ ବାରଙ୍ଗ ଗୋସାଇଁ ~ ଓଡ଼ିଶା ସିଦ୍ଧ ସାଧୁସନ୍ଥଙ୍କର ଭୂଇଁ – ଅନାଦି କାଳରୁ ଶ୍ରୀଜଗନ୍ନାଥ ଓଡ଼ିଶା ଓ #ଜଗତର_ଦେବତା ରୂପେ ପୂଜା ପାଇ ଆସୁଛନ୍ତି । ତାଙ୍କୁ ଆଶ୍ରୟ କରି ବିଭିନ୍ନ ସମୟରେ ବହୁ ସିଦ୍ଧ ସାଧକ ଓ ଭକ୍ତ ତାଙ୍କର ମହିମା ଗାନ କରି ଯାଇଛନ୍ତି । ସେମାନଙ୍କର…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ “ଶୂନ୍ୟ ‘୦’ ସଂଖ୍ୟା” ~ ଆଜଟେକ୍ସ, ଇନକା ଓ ଇଜିପ୍ଟର ପ୍ରାଚୀନ ମାନଵ ସଭ୍ୟତାରେ ମଧ୍ୟ ଶୂନ୍ୟ ଆକାରର ଵିଭିନ୍ନ ଚିହ୍ନ ଆଵିଷ୍କାର ହୋଇଥିଲା । ପ୍ରାଚୀନ ଇଜିପ୍ଟରେ nfr (?) ବୋଲି ଏକ ଚିହ୍ନ ଵ୍ୟଵହାର ହେଉଥିଲା । ପ୍ରାଚୀନ ଇଜିପ୍ଟରେ ଏହାକୁ Nefertiti,…