Search Results for: ଅତିବଡ଼ି ଜଗନ୍ନାଥ ଦାସ

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ ଓ ତତ୍କାଳୀନ ଉତ୍କଳର ରାଜନୀତିକ ଦୃଶ୍ୟପଟ (ଭାଗ ୨)

ଲେଖା: ଇଂ ବିଜୟ କେତନ ସାହୁ   ଓଡ଼ିଆ ଜାତିର ପ୍ରାଣ-ଦେବତା ଶ୍ରୀଜଗନ୍ନାଥ। ଏ ଜାତି ତାଙ୍କୁ ପ୍ରାଣଭରି ଭଲପାଏ। ଯେଉଁଠି ଓଡ଼ିଆ ସେଇଠି ଜଗନ୍ନାଥ, ଯେଉଁଠି […]

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ ଓ ତତ୍କାଳୀନ ଉତ୍କଳର ରାଜନୀତିକ ଦୃଶ୍ୟପଟ (ଭାଗ ୧)

ଲେଖା: ଇଂ ବିଜୟ କେତନ ସାହୁ ଗଜପତି ପ୍ରତାପରୁଦ୍ରଦେବଙ୍କ ରାଜୁତି କାଳରୁହିଁ କଳିଙ୍ଗ ସାମ୍ରାଜ୍ୟର ପତନ ଆରମ୍ଭ ହୋଇଯାଇଥିଲା। ପ୍ରତାପରୁଦ୍ରଦେବଙ୍କ ଶାସନ ଅବଧି ତାଙ୍କ ପିତାମହ କପିଳେନ୍ଦ୍ରଦେବ

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଠିପାତ (ଭାଗ ୭)

ସୁଜଳା, ସୁଫଳା, ଶଶ୍ୟ-ଶ୍ୟାମଳା ସମନ୍ବିତ ସୁବର୍ଣ୍ଣ ଓଡିଶା ସାମ୍ରାଜ୍ୟ କ୍ରମଶଃ ଦରିଦ୍ରତା ଓ ପରାଧୀନତାର ଶୀକାର ହେବାକୁ ଯାଉଥିଲା। ଅର୍ଥନୈତିକ ସଙ୍କଟର ଫଳସ୍ୱରୂପ ଉକ୍ତ ସମୟରେ ଅନେକ ମଠ, ମନ୍ଦିର ଉପଯୁକ୍ତ ପ୍ରୋତ୍ସାହନ ପାଇପାରି ନଥିଲା। ହୁଏତ ପ୍ରୋତ୍ସାହନ ଅଭାବରୁ ଅତିବଡ଼ିଙ୍କ ଭାଗବତର ଏକାଦଶ ସ୍କନ୍ଦ ରଚନା ଅନେକ ବିଳମ୍ବ ହୋଇଥାଇପାରେ . .

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୬)

ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ତତ୍କାଳୀନ ଓଡ଼ିଶାରେ ଏକ ଚହଳ ସୃଷ୍ଟି କରିଥିଲା। ଅପୂର୍ବ ଆଧ୍ୟାତ୍ମିକ ଜାଗରଣ ଓ ନବୀନ ଉନ୍ମାଦନାର ସୂତ୍ରପାତ କରିଥିଲା ଏଇ ଓଡ଼ିଆ ଭାଗବତ। ଦୁର୍ବୋଧ୍ୟ ସଂସ୍କୃତ ଭାଗବତ ପରିବର୍ତ୍ତେ ସାଧାରଣ ଜନସମାଜ ଏହାକୁ ସହଜରେ ଆଦରି ନେଇଥିଲା। ଓଡ଼ିଶାର ପୁରପଲ୍ଲୀରେ ପ୍ରତିଷ୍ଠିତ ହୋଇଥିଲା ଭାଗବତ ଟୁଙ୍ଗୀ . .

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୫)

ଶ୍ରୀଚୈତନ୍ୟଙ୍କୁ କେନ୍ଦ୍ର କରି ଦଳଗତ ଭାବରେ ଭାଗବତ ପାରାୟଣ, ନଗର କୀର୍ତ୍ତନ ଓ କୃଷ୍ଣନାମ ଭଜନ ଓ ମନନ ନିତ୍ୟ ପରିବେଷିତ ହେଉଥିଲା ଜଗନ୍ନାଥ ଦାସଙ୍କ ତତ୍ୱାବଧାନରେ। କୃଷ୍ଣନାମରେ ଭାବ ସମାଧୀସ୍ଥ ହୋଇଯାଉଥିଲେ ଶ୍ରୀଗୌରଙ୍ଗ। ଚେତନାଶୂନ୍ୟ ହୋଇ ଯାଉଥିଲେ ସେ। ଜଗନ୍ନାଥ ତାଙ୍କ କର୍ଣ୍ଣରେ କୃଷ୍ଣନାମ ଉଚ୍ଚାରଣ ପୂର୍ବକ ସ୍ୱଭାବିକ ଅବସ୍ଥାକୁ ଫେରାଇ ଆଣୁଥିଲେ . .

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୪)

ଈଶ୍ୱରପ୍ରାପ୍ତିର ଲକ୍ଷ୍ୟ ଯଦି ଭକ୍ତି ହୁଏ, ଜ୍ଞାନ ହେଉଛି ତାହାର ଉପାୟ। ଭକ୍ତିର ଚରମ ସୋପାନରେ ପହଞ୍ଚିଲେ ଆଉ ଜ୍ଞାନର ଆବଶ୍ୟକ ନଥାଏ। ଭକ୍ତିର ଚରମ ସୋପାନରେ ଜୀବ କେବଳ କୃଷ୍ଣପ୍ରେମ ସୁଖ ସାଗରରେ ଭାସମାନ ଥାଏ . .

ଅନ୍ୟାନ୍ୟ

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୩)

ଓଡ଼ିଆଜାତି ମହାପ୍ରଭୁ ଜଗନ୍ନାଥଙ୍କ ଭିତରେ ଦେଖିଛି ନିରାକାର ବ୍ରହ୍ମଙ୍କୁ, ପୁଣି କେତେବେଳେ ସେ ତାଙ୍କୁ ଦେଖିଛି ସାକାର ପୁରୁଷୋତ୍ତମ, ଗୋପୀଜନ ବଲ୍ଲଭ, ଯଶୋଦା-ନନ୍ଦନ ବେଣୁଧର କୃଷ୍ଣ ରୂପରେ। ଅତିବଡ଼ି ଜଗନ୍ନାଥ ଦାସଙ୍କ ରଚିତ ଭାଗବତର ମହାନାୟକ ହେଉଛନ୍ତି ସେହି ସାକାର ପରଂବ୍ରହ୍ମ ପରମପୁରୁଷ ଅନିନ୍ଦ୍ୟ ସୁନ୍ଦର ଶ୍ୟାମଘନ କୃଷ୍ଣ। “ଜୀବ ସେହି ପରଂବ୍ରହ୍ମ କୃଷ୍ଣଙ୍କ ନିତ୍ୟ ଦାସ”, ଭାଗବତର ପ୍ରତିଟି ପଦାବଳୀରେ ଏହି ଭାବ ପରିସ୍ଫୁଟିତ . .

ନୃତ୍ୟ ସଙ୍ଗୀତ

ପାଲା

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି !        ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା,

Scroll to Top