Physical Address
Sai Samarpanam, Satya Vihar, Bhubaneswar

ଲେଖା: ବନ୍ଧନ ଦଳେଇ ୧୮୮୭ ଖ୍ରୀଷ୍ଟାବ୍ଦ, ଶନିବାର, ଶ୍ରାବଣ ଏକାଦଶୀ ଦିନ, କଟକ ଜିଲ୍ଲା ପାଟକୁରା ଥାନାର ନାଗଣପୁର ଗ୍ରାମରେ ଏକ ସଂମ୍ଭ୍ରାନ୍ତ ପରିବାରରେ ଡ଼ଃ ଆର୍ତ୍ତବଲ୍ଲଭ ମହାନ୍ତିଙ୍କର ଜନ୍ମ। ପିତାଙ୍କ ନାମ ଶ୍ରୀ ବାନାମ୍ବର ମହାନ୍ତି। ସେ ପିତାଙ୍କର ଏକମାତ୍ର ସନ୍ତାନ ଥିଲେ। ମିଶନ ସ୍କୁଲରୁ ୧୯୦୮ସାଲରେ ମାଟ୍ରିକ୍ୟୁଲେସନ୍ ପାସକରିଥିଲେ। ତାହା ପରେ ସେ…

ଲେଖା: ସାସମଲ ମାନସ “ଭକ୍ତାଧୀନ ମହାପ୍ରଭୁ !” ଦନେଇ ବିଦ୍ୟାଧରଙ୍କ ପୁଅ ଗଜପତି ରାମଚନ୍ଦ୍ର ଦେବ(୧) ୧୫୬୮-୧୬୦୦ ଖ୍ରୀଷ୍ଟାବ୍ଦ । ଖୋର୍ଦ୍ଧା ବରୁଣାଇ ପାହାଡ଼ ତଳେ କଟକ କରି ରହିଲେ । ଏଇ ସମୟରେ ସେ କୁଜଙ୍ଗ ଗଡ଼ରୁ ବ୍ରହ୍ମ ଅଣାଇ ଖୋର୍ଦ୍ଧା କଟକେ ବନଯାଗ କରି ସୁମୂରୁତି କରାଇଲେ । ଶ୍ରାବଣ ଶୁକ୍ଳ ନବମୀ…

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ଲେଖା: ନିରଞ୍ଜନ ସାହୁ ଓଡ଼ିଶାର ସାହିତ୍ୟ ସଂସ୍କୃତି ଓ ପରମ୍ପରାର ସଂରକ୍ଷକ ଭାବେ ନିଜକୁ ସମର୍ପିତ କରିଦେଇଥିବା ଓଡ଼ିଆ ମଣିଷ ବିଛନ୍ଦ ଚରଣ ପଟ୍ଟନାୟକ ଏ ଜାତିର ଚିରନମସ୍ୟ । “ଜ୍ଞାନର କି ଆଶ୍ଚର୍ଯ୍ୟ ପ୍ରଭାବ ! ବିଦ୍ୟାର କି ମନୋହର ମୂର୍ତ୍ତି ! ବିଦ୍ୟାହୀନ ମନୁଷ୍ୟ, ମନୁଷ୍ୟ ନୁହେଁ । ବିଦ୍ୟାହୀନର ମନରେ ଗୌରବ…

ଲେଖା: ନିରଞ୍ଜନ ସାହୁ “ପ୍ରଚଣ୍ଡ ମାର୍ତ୍ତଣ୍ଡ ତାପେ ଦଗ୍ଧକ୍ଲିଷ୍ଟ କ୍ଲାନ୍ତି ପଥଶ୍ରାନ୍ତ ପାନ୍ଥେ ଦେଉ ଛାୟା ଅବିଶ୍ରାନ୍ତ ମହତ ହିତ ବ୍ରତର ଏ କି ତୋ ଦୃଷ୍ଟାନ୍ତ ! ଶିଖାଅ ହେବି ତୋ ସମ ସୁବିନୀତ ନମ୍ର ମନ ଅକାତରେ ଭବସେବା ଯାଉଥିବି କରି ମୋ କ୍ଷୁଦ୍ର ଆୟାସେ ବହୁ କ୍ଲେଶ ନେବି ହରି ପ୍ରତିଦାନେ…

ଲେଖା: ନିରଞ୍ଜନ ସାହୁ ସେ ଥିଲେ ଜଣେ ଗୃହୀ ବୈଷ୍ଣବ । ବୈଷ୍ଣବ ଜନୋଚିତ ନମ୍ରତାର ପରିଚାୟକ ମଣିଷ ଗୋଟିଏ । ସେଥିପାଇଁ ନିଜର ବାସସ୍ଥାନ, ପରିବାର ସମ୍ପର୍କରେ ଏକାନ୍ତ ଭାବରେ ନୀରବ । ତେଣୁ ରହସ୍ୟ ଘେର ଭିତରେ ରହିଗଲେ ରହସ୍ୟ ମଞ୍ଜରୀର କବି । ଏମିତିକି ତାଙ୍କର କାଳ ନିରୂପଣ ମଧ୍ୟ ଆଜି…

ଲେଖା: ନିରଞ୍ଜନ ସାହୁ ସେ କବି ! ମଧୁମୟ ସୁର-ଜାହ୍ନବୀ-ଧାରା କେତେବେଳେ ଅନ୍ତରରୁ ନିଃସୃତ ହୋଇ ବିଶ୍ଵକୁ ଦିବ୍ୟ ରସରେ ପରିପୂର୍ଣ୍ଣ କରିଦିଏ ତ କେତେବେଳେ ଆକାଶରୁ ଉତ୍ତପ୍ତ ତାରାପୁଞ୍ଜକୁ ତୋଳି ଆଣି ଈଶ୍ଵରଙ୍କ ଗଳାରେ ଲମ୍ବାଇ ଦେଇ ପାରେ ! ସେ କବି ! କବିତାର କୂହୁକ ବଳରେ ରବି ତଳେ ପ୍ରଳୟ ରଚନା…

ଲେଖା: ନିରଞ୍ଜନ ସାହୁ ~ ମାଦଳାପାଞ୍ଜିର ରଚନାକାଳ ~ ବିଭିନ୍ନ ସମାଲୋଚକଗଣ ସେମାନଙ୍କ ସନ୍ଦର୍ଭ ମାନଙ୍କରେ ପ୍ରମାଣିତ କରି ସାରିଛନ୍ତି ଯେ, ମାଦଳାପାଞ୍ଜି ଏକ ପର୍ଯ୍ୟାୟକ୍ରମିକ ରଚନା । ସେଥିପାଇଁ ଓଡ଼ିଶାରେ ପ୍ରଚଳିତ ବିଭିନ୍ନ ଶବ୍ଦମାନଙ୍କର ବ୍ୟବହାର (ସମୟକ୍ରମେ) ଏଥିରେ ଦେଖିବାକୁ ମିଳିଥାଏ । ତେବେ ଏହା ନିଶ୍ଚିତ ଯେ, ଏହା ଏକ ପ୍ରାଚୀନତମ ଗଦ୍ୟ…