Search Results for ଓଡ଼ିଆ ବର୍ଣ୍ଣମାଳା

ଓଡ଼ିଆ ଲିପି

ଲେଖା: ତେଜସ୍ବ ତ୍ରିପାଠୀ ~ ଓଡ଼ିଆ ଲିପି ~ ଭାଷା ଓ ଲିପି ପରସ୍ପରର ପରିପୂରକ l ମାନବ ସଭ୍ୟତାର ଇତିହାସ ରେ ଲିପି ବା ଅକ୍ଷର ଏକ ମହତ୍ୱ ପୂର୍ଣ୍ଣ ଅବଦାନ l ମନୁଷ୍ୟର ମୁଖ ନିସୃତ ବାଣୀକୁ ଚିର କାଳ ଧରି ଅକ୍ଷୟ ରଖିବା ପାଇଁ ଲିପିର ସୃଷ୍ଟି l ମନୁଷ୍ୟ ସଭ୍ୟତାର…

ଓଡ଼ିଆ ଵର୍ଣ୍ଣମାଳାରେ ଅକ୍ଷର ସଂଖ୍ୟା

ଉପସ୍ଥାପନା: ଶିଶିର ସାହୁ ମନୋଜ ଗୋଟାଏ ମହତ୍ତ୍ୱପୂର୍ଣ୍ଣ ପ୍ରଶ୍ନକୁ ନେଇ ଓଡ଼ିଶାର ବୁଦ୍ଧିଜୀଵୀ ମହଲରେ ବାରମ୍ବାର ଆଲୋଚନା ପର୍ଯ୍ୟାଲୋଚନା ଚାଲୁଥାଏ ।   ତାହା ହେଲା ! “ଓଡ଼ିଆ ଵର୍ଣ୍ଣମାଳାରେ ଅକ୍ଷର ସଂଖ୍ୟା କେତେ ? କେତୋଟି ମାତ୍ରା ଵା କାର ଓ କେତେଗୋଟି ଫଳା ରହିଛି ?” ଏ ଵିଷୟରେ ଏକ ଗବେଷଣାଲବ୍ଧ ତଥ୍ୟ ଏଠାରେ…

ଆମ ଓଡ଼ିଆ ଭାଷା

ଲେଖା: ଅମ୍ବିକା ପଟ୍ଟନାୟକ ଆମ ମାତୃଭାଷା ଓଡ଼ିଆ ଭାରତର ଷଷ୍ଠ ଶାସ୍ତ୍ରୀୟ ଭାଷା l ପାଲି ପ୍ରାକୃତ ସୌରସେନୀ ମାଗଧୀ ଦେଇ ସଂସ୍କୃତ ଭାଷା ଅନୁଗାମିନୀ l ଅଶୋକ ଖାରବେଳଙ୍କ ଶିଳାଲିପି ଠାରୁ ଆରମ୍ଭ କରି ଚର୍ଯାପଦ ସାରଳା ଦାସ, ପଞ୍ଚସଖା, ଦୀନକୃଷ୍ଣ, ଉପେନ୍ଦ୍ର ଭଞ୍ଜ, ରାଧାନାଥଙ୍କ ଠାରୁ ଆଧୁନିକ ଯୁଗ ପର୍ଯ୍ୟନ୍ତ ଦୀର୍ଘଯାତ୍ରା l…

ଗୋଦାବରୀ ଦେବୀ

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହା ମଇ ମାସ ୩୧ ତାରିଖର ରୌଦ୍ରଦଗ୍ଧ ମଧ୍ୟାହ୍ନ । ଯାଜପୁର ବରୀ ଅଞ୍ଚଳର ବାଗଦା ଗ୍ରାମର ଚୌଧୁରୀ ବାମନ ଚରଣ ଦାସଙ୍କ ଚଉପାଢ଼ୀ । ସେତେବେଳର ଲଙ୍ଗଳା ଫକୀର ବାପୁଜୀ ବିଶ୍ରାମ ନେଉଥାନ୍ତି ଚଉପାଢ଼ୀ ଉପରେ । ଟିକେ ଦୂରରେ ଥାଆନ୍ତି ଓଡ଼ିଆ ଜାତିର ଚିର ନମସ୍ୟ ଗୋପବନ୍ଧୁ…

ପଣ୍ଡିତ ଗୋପୀନାଥ ନନ୍ଦଶର୍ମା 

ଲେଖା: ଅମ୍ବିକା ପଟ୍ଟନାୟକ ଅବିସ୍ମରଣୀୟ ବ୍ୟକ୍ତିତ୍ୱ : ପଣ୍ଡିତ ଗୋପୀନାଥ ନନ୍ଦଶର୍ମା ! “ନାମରେ ପ୍ରୟାସ ନାହିଁ, ଅର୍ଥରେ ପିପାସା ନାହିଁ, ନିନ୍ଦାସ୍ତୁତି ପ୍ରତି ଭୃକ୍ଷେପ ନାହିଁ l ଅନନ୍ୟ ଚିତ୍ତରେ କେବଳ ସାହିତ୍ୟ ନିମନ୍ତେ ସାହିତ୍ୟର ଅନୁଶୀଳନ ନନ୍ଦ ମହାଶୟଙ୍କ ବ୍ରତ l ଏହି କବି ମୂଳଗ୍ରନ୍ଥର ଅନୁବାଦ କରିନାହାନ୍ତି କିମ୍ବା ଅବିକଳାନୁକରଣରେ ମଧ୍ୟ…

ମୁକ୍ତ୍ଯାର ରାମଚନ୍ଦ୍ର ଦାସ

~ ମୁକ୍ତ୍ଯାର ରାମଚନ୍ଦ୍ର ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ମାଟିରେ ଯେଉଁ ମହାପୁରୁଷଙ୍କ ଆବିର୍ଭାବ ଘଟିଛି, ସେମାନଙ୍କ କୀର୍ତ୍ତିପୂତ ଜୀବନୀ ଆମ ପାଇଁ ସଦା ପାଥେୟ। ତେବେ ସେହିମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଉତ୍କଳମଣି ଗୋପବନ୍ଧୁଙ୍କ ଅନ୍ୟତମ ଆଦର୍ଶ ତଥା ଦିଗଦ୍ରଷ୍ଟା ମୁକ୍ତ୍ଯାର ରାମଚନ୍ଦ୍ର ଦାସ। “ଈପ୍ସିତଂ ତଦବଜ୍ଞାନାଦ୍ଵିଦ୍ଧି ସାର୍ଗଳମାତ୍ମନଃ। ପ୍ରତିବଦ୍ଧ୍ନାତି ହି…

ଠାର

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ କଵି ସନ୍ତୋଷ ପଟ୍ଟନାୟକ ଓଡ଼ିଶାରେ ଵିଭିନ୍ନ ପ୍ରକାରର ଗୁପ୍ତଭାଷା ରହିଛି । ସାଧାରଣ ଭାଷା ଠାରୁ ଏଗୁଡ଼ିକ ସାମାନ୍ୟ ଦୁର୍ଵୋଧ ଫଳରେ କୋୖଣସି ଗୁପ୍ତ ଵିଷୟ ପରସ୍ପରରେ କଥୋପକଥନ ସମୟରେ ତୃତୀୟ ଵ୍ୟକ୍ତି ହଟାତ୍ ବୁଝିପାରେ ନାହିଁ । ଇଂରାଜୀରେ ଏଭଳି ଭାଷାକୁ Cypher Language…

ମୃତ୍ୟୁଞ୍ଜୟ ରଥ 

~ ମୃତ୍ୟୁଞ୍ଜୟ ରଥ ~ ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ,  ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ…

ଭକ୍ତକବି ମଧୁସୂଦନ ରାଓ

ଲେଖା: ଦେଵ ତ୍ରିପାଠୀ “ଢଳ ଢଳ ସୁନୀଳ ସରସୀ ଜଳଢଳ ଢଳ ଶ୍ୟାମଳ ନଳିନୀ ଦଳ,ଢଳ ଢଳ ଭାସ୍କର ରଶ୍ମି ଉଜ୍ଜ୍ବଳତା’ ମଧ୍ୟେ ଢଳ ଢଳ ତୁହି କମଳ ।” ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା। ସେ ଏକାଧାରରେ…