Physical Address
Sai Samarpanam, Satya Vihar, Bhubaneswar

~ କବିଶେଖର ଚିନ୍ତାମଣି ମହାନ୍ତି ~ ଲେଖା: ଅମୃତେଶ ଖଟୁଆ “ସୌଭାଗ୍ୟର ଏ କି ମହା ଶୁଭଦିନ, ନାଚି ଉଠେ ପ୍ରାଣେ ପୁଲକ ନବୀନ। ଅଲକ୍ଷ୍ୟରେ କୋଟି ଆନନ୍ଦ-ହାବେଳି, ମନ ମଧ୍ୟେ ପଶି ଯାଉଅଛି ଖେଳି।” (ଘୁମୁସର କାବ୍ୟ ) ଦ୍ଵାଦଶ ସର୍ଗ ବିଶିଷ୍ଟ ବର୍ଣ୍ଣନାତ୍ମକ “ଘୁମୁସର କାବ୍ୟ”, କବିଶେଖରଙ୍କ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତି ଥିବା…

ଲେଖା: ବନ୍ଧନ ଦଳେଇ ୧୮୮୭ ଖ୍ରୀଷ୍ଟାବ୍ଦ, ଶନିବାର, ଶ୍ରାବଣ ଏକାଦଶୀ ଦିନ, କଟକ ଜିଲ୍ଲା ପାଟକୁରା ଥାନାର ନାଗଣପୁର ଗ୍ରାମରେ ଏକ ସଂମ୍ଭ୍ରାନ୍ତ ପରିବାରରେ ଡ଼ଃ ଆର୍ତ୍ତବଲ୍ଲଭ ମହାନ୍ତିଙ୍କର ଜନ୍ମ। ପିତାଙ୍କ ନାମ ଶ୍ରୀ ବାନାମ୍ବର ମହାନ୍ତି। ସେ ପିତାଙ୍କର ଏକମାତ୍ର ସନ୍ତାନ ଥିଲେ। ମିଶନ ସ୍କୁଲରୁ ୧୯୦୮ସାଲରେ ମାଟ୍ରିକ୍ୟୁଲେସନ୍ ପାସକରିଥିଲେ। ତାହା ପରେ ସେ…

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ । ଏଥି ସକାଶେ…

ଲେଖା: ଅମ୍ବିକା ପଟ୍ଟନାୟକ ~ ପ୍ରତିଭା ବିନୋଦ କୃପାମୟ ଦେବ ଗଜପତି ~ ବୃହତ ଖେମଣ୍ଡି ପତି ଦେବ କୃପାମୟ ସତେ ସତେ ନୃପ ତୁମେ ଅଟ କୃପାମୟ l ଦାନ ଧର୍ମ ଦେଶୋନ୍ନତି ସାହିତ୍ୟ ସେବାରେ ନିଯୁକ୍ତ ସତତ ତୁମେ ସାଧୁ ବ୍ୟବହାରରେ l କବି ପଣ୍ଡିତଙ୍କ ତୁମେ ମହତ ଆଶ୍ରୟ ଏ…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

ଲେଖା: କୁଳମଣି ଷଡ଼ଙ୍ଗୀ ~ ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ~ ମାତ୍ର ଯଶୋଦେହେ ତୁମ୍ଭେ ଆୟୁଷ୍ମାନ ! ସାମନ୍ତ ଚନ୍ଦ୍ରଶେଖରଙ୍କ ମହାଯାତ୍ରାର କିଛି ମହାର୍ଘ ମୁହୂର୍ତ୍ତ ! ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର (ପଠାଣି ସାମନ୍ତ) ଉନବିଂଶ ଶତାବ୍ଦୀର ଜଣେ ଶ୍ରେଷ୍ଠ ଜ୍ୟୋତିର୍ବିଜ୍ଞାନୀ ଥିଲେ। ତତ୍କାଳୀନ ଗଡଜାତ ଖଣ୍ଡପଡାର ରାଜବଂଶରେ 1835 ମସିହା…

ଲେଖା: ନିରଞ୍ଜନ ସାହୁ ~ ଭଞ୍ଜ ପରିକ୍ରମା: ବହୁ ମତ, ସହସ୍ର ସମ୍ମତ, ସାମାନ୍ୟ ବିଦ୍ୱେଷ ~ “ପୁରା କବିନାଂ ଗଣନା ପ୍ରସଙ୍ଗେ, କନିଷ୍ଠିକାଧିଷ୍ଠିତ କାଳିଦାସଃ, ଅଦ୍ୟପି ତତ୍ତୁଲ୍ୟ କବେର ଭାବାତ୍, ଅନାମିକା ସାର୍ଥବତୀ ବଭୁବ ।” କୌଣସି କାବ୍ୟମର୍ମଜ୍ଞ ସମାଲୋଚକ ସଂସ୍କୃତ କବିମାନଙ୍କର ମୂଲ୍ୟାଙ୍କନ ପ୍ରସଙ୍ଗରେ ଆଲୋଚନା କରିବାକୁ ଯାଇ କାଳିଦାସଙ୍କୁ ଶ୍ରେଷ୍ଠ କବି…

ଲେଖା: ଦେଵ ତ୍ରିପାଠୀ ଉତ୍କଳ ଗଜପତିଙ୍କ ଶାସନାଧୀନ ଅଞ୍ଚଳ ହେଲେ ହେଁ #କନିକା ଥିଲା ସ୍ବତନ୍ତ୍ର ଗୁରୁତ୍ବର ଅଧିକାରୀ ! ଉତ୍କଳର ସାମରିକ ଇତିହାସରେ କନିକାର ଶହେ ଆହୁଲା ବିଶିଷ୍ଟ ରଣତରି ଯେ କିଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଥିଲା, ତାହା ବ୍ରିଟିଶ ଐତିହାସିକ #ହାମିଲଟନଙ୍କ ପ୍ରଶଂସମୁଖରିତ ବିବରଣୀରୁ ଜଣାପଡ଼େ ! କନିକା ମାଟିର ବୀରତ୍ବର…

ଲେଖା: ଦେଵ ତ୍ରିପାଠୀ ୧୮୬୬ ମସିହା । କଟକ । ନଅଙ୍କ ଦୁର୍ଭିକ୍ଷ ପରବର୍ତ୍ତୀ କାଳ । ଓଡ଼ିଆ ଲୋକଙ୍କ ପାଇଁ ବଙ୍ଗଦେଶ କିମ୍ବା ଅନ୍ୟାନ୍ୟ ଅଞ୍ଚଳରୁ ଆବଶ୍ୟକୀୟ ପଦାର୍ଥ ଆଣିବା କିମ୍ବା ପଠାଇବା ପାଇଁ ନିର୍ଭର କରିବାକୁ ପଡ଼ୁଥିଲା ଜଳପଥ ଉପରେ । ଓଡ଼ିଶାରେ ଏକ ଅନୁକୂଳ ସାମୁଦ୍ରିକ ବନ୍ଦରର ଆବଶ୍ୟକତା ଅନୁଭବ କରି…