Physical Address
Sai Samarpanam, Satya Vihar, Bhubaneswar

~ ଜଳେଶ୍ବର ମନ୍ଦିର ~ ଲେଖା: ଅମୃତେଶ ଖଟୁଆ ସେହି #ସ୍ଵର୍ଣ୍ଣାଦ୍ରି_କ୍ଷେତ୍ର ! ଯାହାକୁ ‘ସାରଳା ମହାଭାରତ’ରେ ବର୍ଣ୍ଣନା କରାଯାଏ ଯେ କୀର୍ତ୍ତି ଓ ବାସଙ୍କ ଦ୍ଵାରା କୁବେରଙ୍କ ସୁବର୍ଣ୍ଣ ଭଣ୍ଡାରକୁ ଏଠାରେ ଠୁଳ କରି ଦେଇଥିଲେ । ଯେଉଁଠି ଦିନେ #ଗନ୍ଧବତୀ ନଦୀ ଧରେ ସ୍ଫୁଟ ସ୍ଥଳପଦ୍ମ ! ଆନତ ଦେଉଳମାନଙ୍କ ବେଢାଙ୍କ ସ୍ମିତହାସ୍ୟ…

~ ଲକ୍ଷେଶ୍ଵର ମନ୍ଦିର ଓ କୁଆଖାଇ ~ ଲେଖା: ଅମୃତେଶ ଖଟୁଆ ନିଃସର୍ଗର ଦେଶ ଉତ୍କଳ । ଅସ୍ମିତାର ଆଗ୍ନେୟ ତେଜପୁଞ୍ଜରେ ଏହାର ଦଗ୍ଧକନକ ସଦୃଶ ପ୍ରାକୃତିକ ନିଚ୍ଛକତା ଓ ସୁଷମାସମୃଦ୍ଧି ସମଗ୍ର ଭାରତବର୍ଷରେ ଅନବଦ୍ୟ ସୌନ୍ଦର୍ଯ୍ୟର ବିଜ୍ଞାପକ ଅଟେ । ଏହାର ମୃତ୍ତିକାର ମୂର୍ତ୍ତିମନ୍ତ ପରିଗ୍ରହ ଭାବସମୁଦ୍ରର ରସସମ୍ବେଦୀ ତଟିନୀମାନଙ୍କ ଦ୍ବାରା ପରିପାଳିତ । ଏହାର…

~ ପ୍ରାଚୀ ଅଧିତ୍ୟକାରେ ଶିଶିରାବସର: ନିଆଳି ମାଧବ ~ ଲେଖା: ଅମୃତେଶ ଖଟୁଆ ସେଦିନ ପ୍ରଥମାଷ୍ଟମୀ । ମଗୁଶିର ବାର ପାହାନ୍ତି କାଳ ଆଗତ । ଶୀତାଭ ଋତୁର ଶ୍ୟାମାୟିତ ସ୍ପର୍ଶ ତଳେ ଖରାର କୋପ ଅନୁଭବଯୋଗ୍ୟ ମନେ ହୁଏନାହିଁ । ସେ ଯେ କାକର ଭିଜା ହରିତ ପଲ୍ଲବଦୋଳରେ ଆପଣା ବିଚ୍ଛୁରିତ ଶୋଭାକୁ ଲୋଟାଇ…