Search Results for ପ୍ୟାରୀମୋହନ ଆଚାର୍ଯ୍ୟ

ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ଅମ୍ବିକା ପଟ୍ଟନାୟକ ~ ପ୍ୟାରୀମୋହନ ଆଚାର୍ଯ୍ୟ ~ “ରଥେ, ଯେଉଁ କାର୍ଯ୍ୟରେ ପ୍ରବୃତ୍ତ ହୋଇଅଛ, ସେଥିରେ ସାବଧାନ ପୂର୍ବକ କାର୍ଯ୍ୟ କରିବ l ସାକ୍ଷୀମାନେ ଯେମନ୍ତ ଯଥାର୍ଥ ବର୍ଣ୍ଣନା କରନ୍ତି, ସେଥିପ୍ରତି ଚେଷ୍ଟାର ତ୍ରୁଟି କରିବ ନାହିଁ l ସାକ୍ଷୀମାନେ ସତ କହିବେ କି ନାହିଁ ବଡ଼ ସନ୍ଦେହର ବିଷୟ l କମିଶନର ସାହେବଯେ…

ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ନିରଞ୍ଜନ ସାହୁ (ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ ସ୍ଵରୋତ୍ତଳନ କରୁଥିବା ଜଣେ ଯୁବକକୁ ପ୍ରଲୋଭନ ଦେଖାଇ ସେଦିନର ଇଂରେଜ ସରକାର ଡେପୁଟି ମାଜିଷ୍ଟ୍ରେଟ ଚାକିରୀ ପାଇଁ ମନୋନୀତ କରିଥିଲେ । ସେହି ଯୁବକର ଉତ୍ତର ଥିଲା, “ମୋତେ ଯଦି ବଡ଼ଲାଟ୍ କରାଯାଏ, ତାକୁ ମଧ୍ୟ ଗ୍ରହଣ କରିବାକୁ ମୁଁ ପ୍ରସ୍ତୁତ ନୁହେଁ ।” ଏହା ଥିଲା…

ପ୍ୟାରୀମୋହନ ଏକାଡେମୀ

ଲେଖା: ଦେଵ ତ୍ରିପାଠୀ “ଉଠ, ଉଠ, ଉଠ ! ପରିହରି ମୋହ ନିଦ୍ରା ଆସ କରି ରଣ ଉତ୍କଳ ତିମିର ସଙ୍ଗେ ହୋଇ ସ୍ଥିର ମନ ।” ଏ ଥିଲା ଏକ ବଜ୍ରନିର୍ଘୋଷ ଜଣେ ୧୯- ବର୍ଷୀୟ ତରୁଣର ! ଅନ୍ୟାୟ ବିରୁଦ୍ଧରେ! ଅସତ୍ୟ ବିରୁଦ୍ଧରେ ! ଅତ୍ୟାଚାରୀ ବ୍ରିଟିଶ ସରକାର ବିରୁଦ୍ଧରେ ! ଭ୍ରଷ୍ଟାଚାରୀ…

ଐତିହାସିକ ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ଦେଵ ତ୍ରିପାଠୀ ଉତ୍କଳକୁ ସେ ଆପଣାର ମାତୃଭୂମି ଜ୍ଞାନ କରି ପୂଜା କରୁଥିଲେ, ପ୍ରାଣଠୁ ବଳି ଭଲ ପାଉଥିଲେ । ଉତ୍କଳରେ ଇତିହାସର ଅଭାବ ଦେଖି ସେ ବହୁଗ୍ରନ୍ଥ, ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ । ଓଡ଼ିଶା ପ୍ରତି ତାଙ୍କର…

ମାଦଳାପାଞ୍ଜି

ଲେଖା: ନିରଞ୍ଜନ ସାହୁ ~ ମାଦଳାପାଞ୍ଜିର ରଚନାକାଳ ~      ବିଭିନ୍ନ ସମାଲୋଚକଗଣ ସେମାନଙ୍କ ସନ୍ଦର୍ଭ ମାନଙ୍କରେ ପ୍ରମାଣିତ କରି ସାରିଛନ୍ତି ଯେ, ମାଦଳାପାଞ୍ଜି ଏକ ପର୍ଯ୍ୟାୟକ୍ରମିକ ରଚନା । ସେଥିପାଇଁ ଓଡ଼ିଶାରେ ପ୍ରଚଳିତ ବିଭିନ୍ନ ଶବ୍ଦମାନଙ୍କର ବ୍ୟବହାର (ସମୟକ୍ରମେ) ଏଥିରେ ଦେଖିବାକୁ ମିଳିଥାଏ । ତେବେ ଏହା ନିଶ୍ଚିତ ଯେ, ଏହା ଏକ ପ୍ରାଚୀନତମ ଗଦ୍ୟ…

ପଣ୍ଡିତ ଗୋବିନ୍ଦ ରଥ

ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକପ୍ରକାଶକ ଖାଣ୍ଟି ଓଡ଼ିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ ବ୍ରିଟିଶ ଶାସନର ଏକ ଘଟଣା। ଅଖଣ୍ଡ କ୍ଷମତାର ଅଧିକାରୀ କମିଶନର ମାନେ। ଥରେ କଟକର କମିଶନର କାର୍ଯ୍ୟକ୍ରମ ରଖିଥିଲେ ବାଙ୍କୀ ବାଟେ ଖୋର୍ଦ୍ଧା ଯିବା ପାଇଁ। କଟକରୁ ବାଙ୍କୀ…

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ମୃତ୍ୟୁଞ୍ଜୟ ରଥ 

~ ମୃତ୍ୟୁଞ୍ଜୟ ରଥ ~ ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ,  ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ…

କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା

~ ଉତ୍କଳରେ କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା ~ ଉପସ୍ଥାପନା: ନୟାଗଡ଼ ଇତିହାସ ଓଡ଼ିଶା ଇତିହାସ ଲେଖକ ପଣ୍ଡିତ କୃପାସିନ୍ଧୁ ମିଶ୍ରଙ୍କ ଲିଖିତ ଉତ୍କଳ ଇତିହାସ ପୃଷ୍ଠା ୪୩ର ଲେଖାନୁସାରେ ଯଯାତି କେଶରୀ (୧) (ଖ୍ରୀ:-୫୫୨-୫୯୮) ପିତା ଜନ୍ମେଜୟଙ୍କ ଭଳି ଯଯାତି ମଧ୍ୟ ପବିତ୍ର ବୈତରଣୀ ନଦୀ କୂଳରେ ଏକ ଯଜ୍ଞ କରାଇବା ପାଈଁ…

ପଣ୍ଡିତ କୃପାସିନ୍ଧୁ ମିଶ୍ର

ଲେଖା: ନିରଞ୍ଜନ ସାହୁ ~ ଐତିହାସିକ ପଣ୍ଡିତ କୃପାସିନ୍ଧୁ ମିଶ୍ର ~ ଇତିହାସ ଏକ ନିରବଚ୍ଛିନ୍ନ ଘଟଣା ପ୍ରବାହର ବର୍ଣ୍ଣନା । ଜାତି ପରେ ଜାତି, ବଂଶ ପରେ ବଂଶ ଓ ବ୍ୟକ୍ତି ପରେ ବ୍ୟକ୍ତିର କ୍ରମନ୍ଵୟତା ଓ ଘଟଣାର ଆବୃତ୍ତି, ପୁନରାବୃତ୍ତି ମଧ୍ୟରେ ସତ୍ୟ ଓ ପ୍ରାମାଣିକତା ହିଁ ଇତିହାସ । ଯୁଗ କ୍ରମରେ,…