Physical Address
Sai Samarpanam, Satya Vihar, Bhubaneswar

ବଡ଼ବାପା ଓଡ଼ିଆ ଜାତିର କୁଳବୃଦ୍ଧ, ବାପା ବ୍ରିଟିଶ ସରକାରଙ୍କ ଅଧୀନରେ ଡେପୁଟି କଲେକ୍ଟର, ଓଡ଼ିଆ ଭାଷାରେ ଗୋଟିଏ ଆଦ୍ୟ ଉପନ୍ୟାସ 'ଭୀମାଭୂୟାଁ' ର ଲେଖକ। ଅଜା ନନ୍ଦକିଶୋର ଦାସ ଓଡ଼ିଶାର ପ୍ରଥମ ସିଭିଲିଆନ୍। ମାମୁଁ ରାଜକିଶୋର ଦାସ ଡେପୁଟି କଲେକ୍ଟର, ମା ବସନ୍ତ କୁମାରୀ ଦେବୀ ସୁସାହିତ୍ୟିକା । ଶ୍ଵଶୁର ଗୋକୁଳାନନ୍ଦ ଚୌଧୁରୀ ପୁରୁଷ ପୁରୁଷର ନାଁ ଥିବା ଜମିଦାର, କଟକ ଜିଲ୍ଲା ବୋର୍ଡର ଚେୟାରମାନ୍ ତଥା ଜାତିସ୍ମର ମଧୁସୂଦନ ଦାସଙ୍କ ସହକର୍ମୀ । ଏହି ଅଲିଅଳ ଝିଅଟି ଓଡି଼ଶା ମାଟିରେ ଆତ୍ମତ୍ୟାଗ, ସେବା, ପରୋପକାର, ସଦ ବିଚାର, ସ୍ଵାଧୀନତା ସଂଗ୍ରାମ, ମହତ ମଣିଷର ଜୀବନ୍ତ ପ୍ରତିମୂର୍ତ୍ତି ଦେଶପୂଜ୍ୟା ରମାଦେବୀ ଚୌଧୁରୀ, ମା' ରମାଦେବୀ . .

~ କବି ଅନନ୍ତ ପଟ୍ଟନାୟକ ~ ଲେଖା: ଅମୃତେଶ ଖଟୁଆ “ମୁଁ ଏଇ ଜନ୍ମିଲି ଆରେ, ଉତ୍ସବରେ ବନ୍ଧୁକ କ୍ରୀଡାରେ, ନବତମ ଯାତ୍ରୀ ମୁହିଁ, ବାପା ମୋର ଭାଇ ମୋର, ଏ ନିଅ ମଥା ମୋର ଆଜି।” ** ** ** ** ** ** ଆସିଛି ମୁଁ ଆସିଛି, ଯାଚଜ୍ଞାର ଅର୍ଜିସ୍ତୂପ ଠେଲି ମୁଁ…

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…

ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ…

~ ରେବା ରାୟ ~ ଲେଖା: ଅମୃତେଶ ଖଟୁଆ ୧୮୬୬ ମସିହାର କରାଳ ଦୁର୍ଭିକ୍ଷ ପରେ ଓଡିଶାରେ ଆରମ୍ଭ ହୁଏ ଆଧୁନିକ ଶିକ୍ଷାର ଦ୍ରୁତ ପ୍ରସାର ଏବଂ ସକ୍ରିୟ ଶିକ୍ଷିତ ମୁଷ୍ଟିମେୟମାନେ ଏକ ପ୍ରକାରର ସାମାଜିକ ଓ ସାଂସ୍କୃତିକ ନବୋନ୍ମଷର ଅଭ୍ୟୁଦୟ କରାଇଲେ। ବ୍ରାହ୍ମଧର୍ମର ପ୍ରସାର, ୧୮୯୦ ମସିହା ବେଳକୁ ‘ଉତ୍କଳ ଦୀପିକା‘, ‘ସମ୍ବାଦବାହିକା’, ‘ସମ୍ବଲପୁର…