Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ “ଢଳ ଢଳ ସୁନୀଳ ସରସୀ ଜଳଢଳ ଢଳ ଶ୍ୟାମଳ ନଳିନୀ ଦଳ,ଢଳ ଢଳ ଭାସ୍କର ରଶ୍ମି ଉଜ୍ଜ୍ବଳତା’ ମଧ୍ୟେ ଢଳ ଢଳ ତୁହି କମଳ ।” ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା। ସେ ଏକାଧାରରେ…

ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ ଲେଖୁଛେ କିମ୍ବା ନିଜକୁ ଓଡ଼ିଆ ବୋଲି କହି ଗର୍ବିତ ଅନୁଭବ କରୁଛେ, ତାହା ପଛରେ ଅନେକ ମହାନ ଓ ମହତ ପୁରୁଷ ମାନଙ୍କର ନିସ୍ଵାର୍ଥପର ସେବା ମନୋବୃତ୍ତି ଓ ବଳିଦାନ ଲୁଚି ରହିଛି . . ! ସେହି ଭଳି ନିସ୍ଵାର୍ଥପର…

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

~ ମୋହନଦାସ ରତିକାନ୍ତ ରାଓ ~ ଲେଖା: ଅମୃତେଶ ଖଟୁଆ ଅଜସ୍ର କଳା, ସାହିତ୍ୟ, ସଂସ୍କୃତି, ଭାସ୍କର୍ଯ୍ୟ ସହ ଅନନ୍ତ ଐତିହ୍ୟର ପଟ୍ଟଭୂମି ଉପରେ ଅବତିଷ୍ଠିଥିବା ଓଡ଼ିଆ ସଂସ୍କୃତି ମହାଭାରତୀୟତାର ଏକ ଅଭିନ୍ନ ପ୍ରବାହିତ ସ୍ରୋତ। ଐତିହ୍ୟଦୀପ୍ତ ଓଡ଼ିଆ ମାଟିରେ ଯେଉଁ ଯୋଗଜନ୍ମା ମନୀଷୀମାନଙ୍କ ଆବିର୍ଭାବ, ତାହା ଏ ଜାତିର ତ୍ରିଦିବଲୋକକୁ ଋଦ୍ଧିମନ୍ତ କରିଆସିଛି। ହେଲେ…

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ…

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଭକ୍ତକବି ମଧୁସୂଦନ ରାଓଙ୍କ ଅମଳିନ ସୃଷ୍ଟି ଏଇ କବିତା ‘ଅଖିଳ ବ୍ରହ୍ମାଣ୍ଡପତି ମୋ ଜୀବନ ସ୍ୱାମୀ’ । ଏଠାରେ ଉଲ୍ଲେଖନୀୟ ଯେ, କଟକ ସହରର କାଜୀବଜାର ଠାରେ ଅବସ୍ଥିତ ଭକ୍ତମଧୁ ବିଦ୍ୟାପୀଠଅନୁଷ୍ଠାନଟି ଭକ୍ତକବି ମଧୁସୂଦନଙ୍କ ଦ୍ୱାରା ନିର୍ମିତ ଓ ସେଇ ମହାନୁଭବଙ୍କ ନାମାନୁସାରେ ହିଁ ଆଜି ପର୍ଯ୍ୟନ୍ତ ଏଠାରେ…

ଲେଖା: ନିରଞ୍ଜନ ସାହୁ ଜାତୀୟ ଚରିତ୍ର ଗଠନରେ ଶିକ୍ଷା ହିଁ ଏକ ସୁଦୃଢ଼ ଭିତ୍ତି, ଏହା ସର୍ବଥା ସ୍ଵୀକାର୍ଯ୍ୟ । ଜାତୀୟ ଚରିତ୍ର ବ୍ୟତୀତ ଜାତୀୟ ଜୀବନ ଶୁଦ୍ଧ, ପୂତ, କ୍ରିୟାଶୀଳ ଓ ଶକ୍ତିଶାଳୀ ହୋଇ ନପାରେ । ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଲୋକଙ୍କୁ ଶିକ୍ଷିତ, ସଂଗଠିତ, ଐକବଦ୍ଧ କରିପାରିଲେ ଜାତୀୟ ଶିକ୍ଷାର ବିକାଶ…

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଜନ୍ମଭୂମିର ଜୟଗାନ, ଭକ୍ତକବିଙ୍କର ଏଇ କାଳଜୟୀ କବିତାରେ . . ~ ଜୟଗାନ ~ ୧) ଜୟ ଦେବୀ ! ଜନ୍ମଭୂମି କୀର୍ତ୍ତି-କୀରୀଟଧାରିଣୀ । ବନ୍ଦେ ଦେବୀ ! ଆଶାମୟୀ ନିଗୂଢ଼ ଶକ୍ତିଶାଳିନୀ । (୨) ଯୁଗ ଯୁଗାନ୍ତ ମୋହ-ଅନ୍ତେ ଯାଗ ମା ବୀର୍ଯ୍ୟଶାଳିନୀ ବିଭୁ ପ୍ରସାଦେ ଜ୍ୟୋତିର୍ମୟୀ …

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଉତ୍କଳ ଜନନୀଙ୍କର ଗାରିମା ଗାୟନ ଏଇ କାଳଜୟୀ କବିତା ‘ଉତ୍କଳ ସଙ୍ଗୀତ’ରେ . . ~ ଉତ୍କଳ ସଙ୍ଗୀତ ~ ୧ ବାରେ ଡାକ ହେ ଉତ୍କଳ ସୁତେ ମା ଉତ୍କଳଭୂମି ଜନନୀ ପାନ କର ମା-ନାମ-ଅମୃତେ ଗାଅ ମା ମା ରଜନୀ୨ ବାରେ ଚିନ୍ତ ପ୍ରେମ ଭକ୍ତିଭରେ …

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଭକ୍ତକବିଙ୍କର ଏକ ଅନନ୍ୟ ସୃଷ୍ଟି ଉତ୍କଳ ଆହ୍ୱାନ ! ~ ଉତ୍କଳ ଆହ୍ୱାନ ~ ଉଠ ହେ ଉତ୍କଳବାସୀ, ଦୂରେ ଫିଙ୍ଗି ଦୁଃଖରାଶୀ, ଛେଦି ଜଡତାର ନାଗପାଶ, ସକଳ ଦୁରିତଜିଣା ବିଶ୍ଵରାଣୀ ବାଣୀ-ବୀଣା ବାଜେ ପୂରି ଉତ୍କଳ ଆକାଶେ ହେ ନରନାରୀ ! ଅଶୋକ ଅଭୟ ସେ ସଂଗୀତ,…