Search Results for ସାରଳା ମହାଭାରତ

ଶୁଦ୍ରମୁନି ସାରଳା ଦାସ

ଲେଖା: ଅମ୍ବିକା ପଟ୍ଟନାୟକ ~ ମାଟିର ମହାକବି ଆଦିକବି ଶୁଦ୍ରମୁନି ସାରଳା ଦାସ ~ ୧. ଦୁର୍ଗତିନାଶିନୀ ମା’ ଦୁର୍ଗା ମହିଷାସୁର ସହ ଯୁଦ୍ଧରେ ବ୍ୟାପ୍ରୁତା l ଭୟଙ୍କର ସମର ଚାଲିଛି l ଦେବୀଙ୍କ ସମସ୍ତ କଳ କୌଶଳ ବ୍ୟର୍ଥ l ମହିଷାସୁର ତଥାପି ଅପରାଜିତ l ଦେବୀ ଦୁର୍ଗା ଉପାୟ ଚିନ୍ତା କରୁଛନ୍ତି l…

ଆଦିକବି ସାରଳା ଦାସ

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .

କହଇ ଦାସ ଜଗନ୍ନାଥ

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

କ୍ଷୀରିପିଠା

ଲେଖା: ଶିଶିର ମନୋଜ ସାହୁ “କେଵଳ କ୍ଷୀରି ଓ ପିଠା ନୁହେଁ; ଆମ ଲୁପ୍ତ ପରମ୍ପରାର ଅନ୍ୟନାମ କ୍ଷୀରିପିଠା ! କ୍ଷିରୀ ଓ ପିଠା ଏହି ଦୁଇଟି ଖାଦ୍ୟ ଦରଵ ଓଡ଼ିଆ ଜାତିର ଅତି ପ୍ରିୟ । ଏମିତି କେହି ଓଡ଼ିଆ ନଥିଵ ଯିଏ କ୍ଷିରୀ ଆଉ ପିଠା ଖାଇଵାକୁ ଅମଙ୍ଗ କରିଵ । ସେଥିପାଇଁ…

ପଣ୍ଡିତ ଗୋପୀନାଥ ନନ୍ଦଶର୍ମା 

ଲେଖା: ଅମ୍ବିକା ପଟ୍ଟନାୟକ ଅବିସ୍ମରଣୀୟ ବ୍ୟକ୍ତିତ୍ୱ : ପଣ୍ଡିତ ଗୋପୀନାଥ ନନ୍ଦଶର୍ମା ! “ନାମରେ ପ୍ରୟାସ ନାହିଁ, ଅର୍ଥରେ ପିପାସା ନାହିଁ, ନିନ୍ଦାସ୍ତୁତି ପ୍ରତି ଭୃକ୍ଷେପ ନାହିଁ l ଅନନ୍ୟ ଚିତ୍ତରେ କେବଳ ସାହିତ୍ୟ ନିମନ୍ତେ ସାହିତ୍ୟର ଅନୁଶୀଳନ ନନ୍ଦ ମହାଶୟଙ୍କ ବ୍ରତ l ଏହି କବି ମୂଳଗ୍ରନ୍ଥର ଅନୁବାଦ କରିନାହାନ୍ତି କିମ୍ବା ଅବିକଳାନୁକରଣରେ ମଧ୍ୟ…

ନବଗୁଞ୍ଜର ମୂରତି ସିଏ

~ ନବଗୁଞ୍ଜର: ଓଡିଆ ସଂସ୍କୃତିର ସ୍ଵାତନ୍ତ୍ର୍ୟ ~ ସୌରଭିତ ସୃଷ୍ଟି: ରାଧାମୋହନ ଗଡ଼ନାୟକ ୧୯୮୭ ମସିହାର ସଂସ୍କରଣ ରୂପେ ପ୍ରକାଶିତ କବି #ରାଧାମୋହନ #ଗଡ଼ନାୟକଙ୍କ “ନବଗୁଞ୍ଜର ମୂରତି ସିଏ” ହେଉଛି ତାଙ୍କର “ନବଗୁଞ୍ଜର ମୂରତି” ସଙ୍କଳନର ଚାରିଗୋଟି କବିତାରୁ ଅନ୍ୟତମ। ଏଥିରେ ପ୍ରସିଦ୍ଧ ‘ନବଗୁଞ୍ଜର’ ରୂପର ବର୍ଣ୍ଣନା ଅତ୍ୟନ୍ତ ସାବଲୀଳ ଛଟାରେ ରଚିତ। ~ ନବଗୁଞ୍ଜର…

ଓଡ଼ିଆ ଭାଷାର ଜନକ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କିଛି ଲୋକ ସାରଳା ଦାସଙ୍କୁ ଓଡ଼ିଆ ଭାଷାର ଜନକ କହି ବୁଲୁଛନ୍ତି ! ମାତ୍ର ଏହା ଠିକ୍ ନୁହେଁ ! ପ୍ରାକୃତିକ ଭାଷାକୁ ପ୍ରାକୃତ କୁହାଯାଏ ସେଥିପାଇଁ ଜଗନ୍ନାଥ ଦାସ ଆଦି ଅନେକ କବି ଓଡ଼ିଆ ଭାଷାକୁ ପ୍ରାକୃତ ବିବେଚିତ କରିଛନ୍ତି ! କୃତ୍ରିମ ଭାଷାଗୁଡ଼ିକୁ ଜଣେ…

ମଣିମା

ଲେଖା: ଶିଶିର ସାହୁ ମନୋଜ ଶ୍ରୀଜଗନ୍ନାଥଙ୍କୁ ସମ୍ବୋଧନ କଲାଵେଳେ ମଣିମା ଶବ୍ଦର ପ୍ରୟୋଗ ହୋଇଥାଏ । ଏହି ମଣିମା ଶବ୍ଦର ମୂଳକୁ ନେଇ ଅନେକ ମତ ରହିଛି । ଯଥା: ଆରଵୀ ମୂଳରୁ: ଆରଵୀରେ ମୁନିମା ଶବ୍ଦରୁ ମୁନିବ ଶବ୍ଦ ଆସିଅଛି । ଏହି ଶବ୍ଦରୁ ଶ୍ରୀଜଗନ୍ନାଥଙ୍କୁ ସମ୍ବୋଧିତ ମଣିମା ଶବ୍ଦ ସୃଷ୍ଟି ହୋଇଥାଇପାରେ ।…

ଵନିଵା

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆଭାଷା ଵିଷୟରେ ଅଜ୍ଞ ଲୋକେ ଵନେଇଵା ଶବ୍ଦକୁ ଏକ ହିନ୍ଦୀରୁ ଆନିତ ଶବ୍ଦ ମନେ କରନ୍ତି ଯେହେତୁ ତାଙ୍କ ଅଞ୍ଚଳରେ ବନେଇବା, ଵନିଵା ଆଦି ଶବ୍ଦ ବଦଳରେ କରିବା, ତିଆରି କରିଵା ଓ ଗଢ଼ିଵା ଆଦି ଶବ୍ଦ ଚଳେ କିନ୍ତୁ ଚର୍ଯ୍ୟାଗୀତି ଓ ସାରଳା ମହାଭାରତରେ ଏ ଶବ୍ଦର ପ୍ରାଚୀନ…

ଖିରିସାଣି

ଲେଖା: ଶିଶିର ସାହୁ ମନୋଜ ଯୁଗ ସହ ତାଳ ଦେଇ ସମାଜ ଓ ସଭ୍ଯତାରେ ପରିଵର୍ତ୍ତନ ଦେଖାଯାଏ । ସମାଜ ସହ ବଦଳେ ଉକ୍ତ ସମାଜରେ ପ୍ରଚଳିତ ଭାଷା ଓ ତହିଁର ଶବ୍ଦ ତଥା ତାହାର ଵ୍ଯଵହାର । ଆଜକୁ ପ୍ରାୟ ୧୦୦ ଵର୍ଷ ତଳେ ଭାରତରେ ଘୋଡ଼ା ମାନଙ୍କର ବହୁତ ଆଵଶ୍ଯକତା ଥିଲା, କିନ୍ତୁ…