Physical Address
Sai Samarpanam, Satya Vihar, Bhubaneswar

~ ସାରଦା ପ୍ରସନ୍ନ ନାୟକ ~ ଲେଖା: ଅମୃତେଶ ଖଟୁଆ “ସଞ୍ଜ ସକାଳେ ତୁମ ଛବି ଖୋଜେ ନୀରଭିଜା ନୟନରେ, ଜଗତର ନାଥ ଆହେ ଜଗନ୍ନାଥ ଆକୁଳ ଅନ୍ତରେ ଖୋଜେ . .” “ମନେ ଭରି ଅଭିମାନ ଯାଏ ଛାଡି ବୃନ୍ଦାବନ ରୁଷିଛି ରାଇ ପରାଣ ଝୁରେ ପାଷାଣ . .” “ଆଉ ଚାନ୍ଦ ଲାଗି…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀରାମନାଥ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ…

ଲେଖା: ଅମ୍ବରୀଶ ମଙ୍ଗରାଜ ~ ସ୍ମୃତିରେ ତଅପୋଇ ~ ସେଦିନ ରବିବାର ଛୁଟି, ତେଣୁ ଜାଣିଶୁଣି ଭାଇ ଓ ମୁଁ ଖଟରେ ପଡି ରହିଥିଲୁ ହେଲେ ବୋଉ ପାଟିକରି ଉଠେଇବାକୁ ଲାଗିଲା – ବାଡ଼ିରେ ଆଉ ଗୋଟେ ଫୁଲ ନାହିଁ ଘର ଦିଅଁ ପୂଜା ହେବେ କେମିତି ?? ତମେ ଦିଟା ବିଲ ବିକି…

ଲେଖା: ଅଶୋକା ନାୟକ ~ ଆମ ପରମ୍ପରା ଖଡ଼ିଛୁଆଁ ~ ଗଣେଶ ପୂଜା ଆସିଗଲେ ଛୋଟ ଛୋଟ ପିଲାଙ୍କର ବିଦ୍ୟାରମ୍ଭ କଥା ବି ବାପା ମା’ମାନେ ଚିନ୍ତା କରନ୍ତି। ବହୁ ବର୍ଷ ଆଗରୁ ବିଦ୍ୟାରମ୍ଭ ପାଇଁ ନିର୍ଦ୍ଦିଷ୍ଟ ଦିନ ଧାର୍ଯ୍ୟ କରା ହେଉଥିଲା। ଶିଶୁକୁ ଚାରି ବର୍ଷ, ଚାରି ମାସ ଓ ଚାରି ଦିନରେ ବିଦ୍ୟାରମ୍ଭ…

~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…

~ କଳିଙ୍ଗ ସ୍ଥାପତ୍ୟରେ ଶ୍ରୀଗଣେଶ ~ ଲେଖା: ଶ୍ରୀକାନ୍ତ ସିଂହ ‘ଯୋଗେଣ ଯୋଗେଶ୍ଵର ସଦାନନ୍ଦର ତନୟେ, ମନ ଚଇତନ ୟେକତ୍ଵ କଲୁ ଅଜପା ଯୋଗ ଲୟେ । ବିସ୍ତାର ଉଦରେ ଯାହାର ଗ୍ୟାନ ସଚ୍ଚା, ପୃଥୁଳ ଶରୀର ନାଥ ଅଭୟେ କାଳ ବଞ୍ଚା । ଶିଖିପୃଚ୍ଛ ମଉଳି ବତିଶ ଗୁଣେ କଳା, ଭର ହରଷ ନାଥ…

ଲେଖା: ଶ୍ରୀକାନ୍ତ ସିଂହ ~ ତ୍ରିବେଣୀଶ୍ୱର ମହାଦେବ ମନ୍ଦିର ~ ସମୟର ଆବର୍ତ୍ତରେ ଅନେକ ଇତିହାସ ଅଜଣା, ଅଶୁଣା ଓ ଅଚିହ୍ନା ହୋଇ ରହିଯାଇଥାଏ; ସାଧାରଣ ଲୋକଙ୍କ ଅଗୋଚରରେ ଏକାନ୍ତ ଭାବେ ଅପରିଚିତ ହୋଇ ପଡ଼ିରହିଥାଏ l ସେହିପରି ଏକ ଅଜଣା, ଅପରିଚିତ ଅବା ସ୍ୱଳ୍ପ ପରିଚିତ ପ୍ରାଚୀନ ଇତିହାସ ହେଉଛି ତ୍ରିବେଣୀଶ୍ୱର ମହାଦେବ…

ଲେଖା: ବନ୍ଧନ ଦଳେଇ ~ କବି ରାଧାମୋହନ ଗଡ଼ନାୟକ ~ ଆଧୁନିକ ଓଡିଆ କବିତାର ଅନ୍ୟତମ ଦିଗଦର୍ଶକ କବି ରାଧାମୋହନ ଗଡ଼ନାୟକ । ସେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ଅନୁଗୋଳ ନିକଟବର୍ତ୍ତୀ କଲଣ୍ଡାପାଳ ଗ୍ରାମରେ ୧୯୧୧ ଖ୍ରୀଷ୍ଟାବ୍ଦ ଅଗଷ୍ଟ ୨୫ ତାରିଖରେ ଭୂମିଷ୍ଠ ହୋଇଥିଲେ। ଛାତ୍ରାବସ୍ଥାରୁ ସେ କବିତା ଲେଖିବା ଆରମ୍ଭ କରିଥିଲେ ଏବଂ…

ଲେଖା: ଆୟୁଷ୍ମାନ ଆର୍ଯ୍ୟ ~ ପ୍ରେମଭକ୍ତିର ଅନନ୍ୟ ପୀଠ କୁଞ୍ଜକାନ୍ତ ~ ସହର ମଧ୍ୟକୁ ପ୍ରବେଶ କରୁକରୁ ପାଣିଓହଳl ପାହାଡ଼ର ନୈସର୍ଗିକ ସୁଷମା ମନକୁ ଆଲ୍ଲାଦିତ କରିଥାଏ l ଏକ ଛୋଟ ପାହାଡ଼ ଉପରେ ଏକ ସୁନ୍ଦର ମନ୍ଦିର ପରିଦୃଷ୍ଟ ହୋଇଥାଏ l ମନ୍ଦିରର ମୁଖ୍ୟ ଦ୍ଵାରକୁ ଦେଖିଲେ ଏକ ରାଜପ୍ରସାଦର ଭ୍ରମ ମନରେ ଉଦ୍ରେକ…

~ ଓଡିଆ ବୀର ଚନ୍ଦନ ହଜୁରୀ ବା ଚାଖି ଖୁଣ୍ଟିଆ ~ ଲେଖା: ଅମୃତେଶ ଖଟୁଆ ଭାରତୀୟ ସ୍ଵତନ୍ତ୍ରତା ସେନାନୀମାନଙ୍କ ମଧ୍ୟରେ ଯେଉଁ ଉଦାତ୍ତ ଲୋକଶକ୍ତିର ଉଦୟଲଗ୍ନ ଘଟିଥାଏ, ତହିଁ ମଧ୍ୟରେ ଫିରିଙ୍ଗି ସମଷ୍ଟିକୁ ପ୍ରତିହତ କରିବା ପାଇଁ ଯେଉଁ ସ୍ଵାଧୀନଧର୍ମା ମାନେ ଆଗେଇ ଆସିଥିଲେ, ସେମାନଙ୍କ ମଧ୍ୟରେ ଉତ୍କଳୀୟ ମାନଙ୍କ ଭୂମିକା ମଧ୍ୟ ଗୁରୁସ୍ଥାନୀୟ…