admin

admin

ଦ୍ୱିତୀୟ ଶ୍ରୀକ୍ଷେତ୍ର ଓ ଶିମିଳିପାଳର ସମ୍ପର୍କ

ଲେଖା: ଋଷିରାଜ ପଟ୍ଟନାୟକ ଆମ ଭଞ୍ଜଭୂମଣ୍ଡଳ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳର ଜୈବବିବିଧତା ସମଗ୍ର ବିଶ୍ୱର ପ୍ରକୃତିପ୍ରେମୀ ତଥା  ପର୍ଯ୍ୟଟକଙ୍କୁ ସବୁ ସମୟରେ ଆକୃଷ୍ଟ କରିଆସିଛି । ଶିମିଳିପାଳରେ ଥିବା ଅନେକ ଛୋଟ ପାହାଡ଼, ଉପତ୍ୟକା, ଅଧିତ୍ୟକା ଘଞ୍ଚ ଅରଣ୍ୟାନୀ ପରିବେଷ୍ଟିତ । ଜାତୀୟ ସର୍ବେକ୍ଷଣ ସଂସ୍ଥା, ଡେରାଡୁନ ପକ୍ଷରୁ ପ୍ରକାଶିତ ‘ଷ୍ଟେଟ୍‌ ଅଫ୍‌ ଫରେଷ୍ଟ ରିପୋର୍ଟ’ରେ…

ସ୍ଵାଧୀନୋତ୍ତର ଓଡ଼ିଶାରେ ଓଡ଼ିଆ ଚଳଚିତ୍ର ଓ ଏହାର ସୁବର୍ଣ୍ଣଯୁଗ

ଲେଖା: ଦେଵ ତ୍ରିପାଠୀ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାର୍ଘ ସ୍ବାଦ ଅନୁଭବ କରିବାର ସୁଯୋଗ ପାଇଥିବା ସମୟରେ କବି କାମପାଳ ମିଶ୍ର, ମୋହନ ସୁନ୍ଦର ଦେବ ଗୋସ୍ୱାମୀ, ପ୍ରିୟନାଥ ଗାଙ୍ଗୁଲି, ହରିଚରଣ ମହାନ୍ତି, ଚଣ୍ଡୀଚରଣ ସାହା ଉଗେରଙ୍କ ସାଧନାର ଫଳସ୍ବରୂପ ସୃଷ୍ଟି ହୋଇଥିଲା ଓଡ଼ିଆ କଥାଚିତ୍ର ସୀତାବିବାହ । ତେବେ ଏତେ ନିଷ୍ଠା ଓ…

କପିଳମୁନି ପୀଠ

ଲେଖା: ଦେଵ ତ୍ରିପାଠୀ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ବ୍ଲକ ଅନ୍ତର୍ଗତ ଐତିହାସିକ ଜ୍ୟୋତିପୁରଗଡ ନିକଟସ୍ଥ ନନ୍ଦପୁର ଗ୍ରାମରେ ବୈତରଣୀ କୂଳରେ ରହିଛି ବହୁ ପ୍ରାଚୀନ କପିଳମୁନି ପୀଠ । ଏହି ପବିତ୍ର ପୀଠରେ କୋଣାର୍କ ସୂର୍ଯ୍ୟମନ୍ଦିରର ସମସାମୟିକ କପିଳମୁନିଙ୍କ ମନ୍ଦିରସମୂହ ବିଦ୍ୟମାନ । ଦଶ ଏକରର ସୁଦୀର୍ଘ ବର୍ତ୍ତୁଳକା‌ର ସେଇ କପିଳେଶ୍ୱର ଚଟାଣ ଉପରେ ବିଦ୍ୟମାନ…

ଅପୂର୍ବ ପ୍ରାକୃତିକ ନୈସର୍ଗିକ ଶୋଭାର ଭଣ୍ଡାର ଭିତରକନିକା (Bhitarkanika)

ଲେଖା: ଦେଵ ତ୍ରିପାଠୀ ଶୀତ ଆସିଲେ ଆମେ କେବେ କେବେ ଯୋଜନା କରୁ ଚିଲିକା ବୁଲିବା ପାଇଁ ! ପ୍ରକୃତିର ସେଇ ସନ୍ତାନସନ୍ତତିମାନେ ମଧ୍ୟ ଯୋଜନା କରନ୍ତି ଚିଲିକା ବୁଲିବା ପାଇଁ, କେହି ଅବା ଇଚ୍ଛନ୍ତି ଓଡ଼ିଶା ଭୂଇଁର ଆଉ ଏକ ଅପୂର୍ବ ପ୍ରାକୃତିକ ନୈସର୍ଗିକ ଶୋଭାର ଭଣ୍ଡାର ତଥା ଗୌରବମୟ ଐତିହ୍ୟର ଭଣ୍ଡାର ଭିତରକନିକାକୁ…