admin

admin

କବିକୁଳ କଞ୍ଜ ଉପଇନ୍ଦ୍ର ଭଞ୍ଜ

ଉପେନ୍ଦ୍ର ଭଞ୍ଜଙ୍କ ସବୁ କ୍ଲିଷ୍ଟତା ଓ ଦୁର୍ବୋଧ୍ୟତା ସତ୍ତ୍ୱେ, ତାହାର ଅନ୍ତର୍ନିହିତ ସାଙ୍ଗୀତିକତା ଓଡ଼ିଆଙ୍କ ହୃଦୟରେ ଓ ଓଡ଼ିଶାର ପୁରପଲ୍ଲୀରେ ଜନସାଧାରଣଙ୍କୁ ଆଦୃତ କରି ରଖିଅଛି। ତାଙ୍କର ପ୍ରଭାବ ଦୀର୍ଘ ଦୁଇ ଶତାବ୍ଦୀ ଧରି କ୍ଲାନ୍ତହୀନ ଭାବେ ଆଗକୁ ଆଗକୁ ଚାଲିଛି। ସେଇଥିପାଇଁ ସେ ଯଶଦେହୀ, କବିସମ୍ରାଟ . .

ଓଡ଼ିଆପୁଅ ଜୟଦେବ

ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆପୁଅ ଜୟଦେବ ~ “ଲଳିତଲବଙ୍ଗଲତା ପରିଶୀଳନ କୋମଳ ମଳୟ ସମୀରେ ମଧୁକରନିକର କର‍ଂବିତ କୋକିଳ କୂଜିତ କୁଞ୍ଜକୁଟୀରେ, ବିହରତି ହରିରିହ ସରସ ବସନ୍ତେ, ନୃତ୍ୟତି ଯୁବତୀଜନେନ ସମଂ ସଖି ବିରହିଜନସ୍ୟ ଦୁରନ୍ତେ।” ଲଳିତ ଶବ୍ଦ ପ୍ରୟୋଗ ଓ ପଦବିନ୍ୟାସରେ ବିଶ୍ୱବାସୀଙ୍କୁ ଚକିତ କରିପାରିଥିବା ମହାନ୍ ସଂସ୍କୃତ କବି, ‘ଗୀତଗୋବିନ୍ଦ‘ର ରଚୟିତା…

ବଡ଼ଓଷା

ଲେଖା: ବିଶ୍ୱରଞ୍ଜନ ମହାପାତ୍ର ~ ବଡ଼ଓଷା ଓ ଗଜମଣ୍ତା ଭୋଗ ~ କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ଓ ଚତୁର୍ଦଶୀରେ ବଡ଼ଓଷା ଅତି ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷା ପାଳନ ଅବସରରେ ମହାଦେବଙ୍କ ଠାରେ ସ୍ୱତନ୍ତ୍ର ଭୋଗ ଲାଗିହୁଏ । ଏହାକୁ ‘ଗଜପିଠା’ କୁହାଯାଏ । ଗଜପିଠା ଦେଖିବାକୁ ପୂରା ଧଳା ଧବଳ…

ରାଧାପ୍ରେମ ଲୀଳା

ଲେଖା: ସନ୍ତୋଷ ପଟ୍ଟନାୟକ ଆବାହମାନ କାଳରୁ ସାମାଜିକ ଜୀବରେ ଲୋକନୃତ୍ୟ, ଲୋକସଙ୍ଗୀତ ଓ ଲୋକବାଦ୍ୟ ସର୍ବଦା ବିଶେଷ ଭୂମିକା ନେଇଆସିଛି । ବିଶେଷକରି ଦୈନନ୍ଦିନ ଜୀବନର ବ୍ୟସ୍ତତା ମଧ୍ୟରେ  କିଛି ଆନନ୍ଦ ଓ କିଛି ସାମାଜିକ ତୃଷ୍ଟି ନିମନ୍ତେ ସନ୍ଧ୍ୟାରେ ଗ୍ରାମ ଦାଣ୍ଡରେ, କୋଠଘରେ କିମ୍ବା ଭାଗବତ ଟୁଙ୍ଗୀରେ ଦାସକାଠୀ, ସଖିନାଟ, ଘୁଡ଼ୁକି, ପାଲା ଓ…

ପଞ୍ଚୁକ

ଲେଖା: ସନ୍ତୋଷ ପଟ୍ଟନାୟକ ~ପଞ୍ଚୁକ ~ କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚୁକ ପାଞ୍ଚଦିନରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନ…

Bamanda

ଲେଖା: ଋଷିରାଜ ପଟ୍ଟନାୟକ ବାମଣ୍ଡା ରାଜ୍ୟ ଥିଲା ଓଡ଼ିଶାର ଏକ ଆଦର୍ଶ ଗଡ଼ଜାତ ରାଜ୍ୟ । ଶୁଣାଯାଏ, ଉତ୍କଳର ଗଜପତି କପିଳେନ୍ଦ୍ର ଦେବଙ୍କ ପୁତ୍ର ସୁଭକ୍ତ ଏଠାରେ ରାଜୁତି କରୁଥିଲେ । ଫଳରେ ବାମଣ୍ଡାର ରାଜବଂଶ ନିଜକୁ ଗଙ୍ଗବଂଶୀ ବୋଲି କହିଥାଆନ୍ତି । କିନ୍ତୁ ପ୍ରଶ୍ନ ସୃଷ୍ଟି ହୁଏ ଗଜପତି କପିଳେନ୍ଦ୍ର ଦେବ ଯଦି ସୂର୍ଯ୍ୟବଂଶୀ…

କୁନ୍ତଳା କୁମାରୀ ସାବତ

  ଲେଖା: ଦେଵ ତ୍ରିପାଠୀ ~ ଉତ୍କଳଭାରତୀ ଭାରତ କବିନେତ୍ରୀ ଡାକ୍ତର କୁନ୍ତଳା କୁମାରୀ ସାବତ ~ କ୍ଷୁଦ୍ର ମୁହିଁ ଦୀନ ମୁହିଁ ରେଣୁକଣା ଜଗତେ ଚାହିଁଲେ ବିଶାଳ ବିଶ୍ବ ଆସୁଛି କି ପରତେ, କ୍ଷୁଦ୍ର ହେଲେ ସୁଦ୍ଧା ମୁହିଁ, ଅକାରଣେ ଜନ୍ମିନାହିଁ, ଅନନ୍ତ ବିନାଶମୋର ଲେଖା ନାହିଁ କପାଳେ ଏକ ରାତି ପାଇଁ ଫୁଟି…

ପଦ୍ମବେଶ ମଣିମା

ଲେଖା: ମିହିର ପଟ୍ଟନାୟକ ପଦ୍ମଫୁଲ ଆଉ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପର୍କ ଖୁବ ନିବିଡ। କେବଳ ସେଇଥି ପାଇଁ ମହାପ୍ରଭୁଙ୍କ ବିଭିନ୍ନ ଅଙ୍ଗକୁ ପଦ୍ମ ସହ ତୁଳନା କରାଯାଏ । ଫୁଲମାନଙ୍କ ଭିତରେ କମଳ ବା ପଦ୍ମ ଶ୍ରେଷ୍ଠ ହୋଇଥିବାରୁ ପ୍ରଭୁଙ୍କୁ ବର୍ଷକୁ ଗୋଟିଏ ଥର ପଦ୍ମବେଶରେ ସଜ୍ଜିତ କରାଯାଏ। ସେଇ ରାତିରେ କାଳିଆ ଠାକୁରଙ୍କ ନିତ୍ୟ…

ଲକ୍ଷ୍ମୀନାରାୟଣ ବେଶ

ଲେଖା: ଶ୍ରୀଜଗନ୍ନାଥଙ୍କ ଜନୈକ ଚରଣାଶ୍ରିତ ~ ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ ~ କାର୍ତ୍ତିକ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥଙ୍କର ଅନ୍ୟ ସବୁ ବେଶ ପରି ଏହି ବେଶ ମଧ୍ୟ ଖୁବ ସୁନ୍ଦର। ଶ୍ରୀଜଗନ୍ନାଥ ଧର୍ମ ଓ ବିଭିନ୍ନ ସଂପ୍ରଦାୟର ଦେବତା ଭାବରେ ପରିଗଣିତ ହେଲେ…

ଦେବୋତ୍ଥାପନ ଏକାଦଶୀ 

ଲେଖା: ମିହିର ପଟ୍ଟନାୟକ କାର୍ତ୍ତିକ ମାସର ବଡ଼ ଏକାଦଶୀ ହିଁ ଦେବୋତ୍ଥାପନ ଏକାଦଶୀ । ୪ ମାସ ଧରି ଶୟନ କରିଥିବା ଠାକୁରେ ଏ ଦିନ ସାଷ୍ଟାଙ୍ଗ ହୁଅନ୍ତି। ନିଦ୍ରା ଭଙ୍ଗହୁଏ ଠାକୁରଙ୍କର। ଏହି ଦିନଠାରୁ ଅଶୁଦ୍ଧ କାଳର ସାମାପ୍ତି ଘଟିଥାଏ। ଆରମ୍ଭ ହୋଇଥାଏ ଶୁଦ୍ଧକାଳ। ୪ମାସ ଧରି ବନ୍ଦ ରହିଥିବା ସମସ୍ତ ମାଙ୍ଗଳିକ କାର୍ଯ୍ୟ…