admin

admin

ଚିତାଲାଗି ଅମାବାସ୍ୟା

ଲେଖା: ଦେଵ ତ୍ରିପାଠୀ ~ ଚିତାଲାଗି ଅମାବାସ୍ୟା ~ କାଇଁ କେଉଁ ଯୁଗରୁ ମନୁଷ୍ୟ ବିରାଟ, ଭୟଙ୍କର, କ୍ଷତିକାରୀ ଓ ଉପକାରୀ ପଦାର୍ଥ ଅବା ଜୀବଜନ୍ତୁଙ୍କର ପୂଜା କରିଆସୁଛି । ଗୋରୁଗାଈ, ହାତୀ, ସାପ, ମାଛଶୁଖୁଆ, ବିଲେଇ, ଗେଣ୍ଡା ସଭିଙ୍କୁ ପୂଜା କରି ଶିଖିଛି । ଆଜି ଏସବୁକୁ ଆଧୁନିକ ଜନସମାଜ ସିନା ହସି ଉଡ଼ାଇଦିଏ,…

ଦେବଦାସୀ

ଲେଖା: ବନ୍ଧନ ଦଳାଇ ପ୍ରାଚୀନ ପୁରାଣ ଶାସ୍ତ୍ରାଦିରେ ଉଲ୍ଲେଖ ଅଛି ଯେ, ସମଗ୍ର ପୃଥିବୀରେ ଶ୍ରୀପୁରୁଷୋତ୍ତମ ସଦୃଶ ପୂଣ୍ୟ କ୍ଷେତ୍ର ବିରଳ। ଉତ୍କଳ ଭୂଖଣ୍ଡର ରାଷ୍ଟ୍ର ଦେବତା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅବସ୍ଥିତି ଯୋଗୁଁ ଏହି କ୍ଷେତ୍ର ଏକ ଆଧ୍ୟାତ୍ମିକ ତୀର୍ଥସ୍ଥଳୀ ଭାବେ ବିଶ୍ୱବ୍ରହ୍ମାଣ୍ଡରେ ସୁପରିଚିତ। ଏପରିକି ଦାରୁବ୍ରହ୍ମସ୍ୱରୁପୀ ଶ୍ରୀଜଗନ୍ନାଥଙ୍କ ଲୀଳାସ୍ଥଳୀ ଶ୍ରୀପୁରୁଷୋତ୍ତମ କ୍ଷେତ୍ର ସର୍ବଜନାଦୃତ ହୋଇ ଅତ୍ୟନ୍ତ…

ଚନ୍ଦନ ଯାତ୍ରା

ଲେଖା: ଅରବିନ୍ଦ ମହାନ୍ତି ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ର ସହିତେ ଏକାମ୍ରକ୍ଷେତ୍ର, କନକପୁରର ଦେବୀ ଶାରଳାଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନଯାତ୍ରା ପାଳନ କରାଯାଏ । ଏହା ହେଉଛି ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଶ୍ରୀକ୍ଷେତ୍ରେ ଚନ୍ଦନ ଯାତ୍ରା ଏହା ଅକ୍ଷୟ…

ଗୀତଗୋବିନ୍ଦ

ଲେଖା: ନିରଞ୍ଜନ ସାହୁ ହେ ମାଧବ ! ରାଗାତ୍ମିକା ଭକ୍ତିର ଏହି ବାରଟି ସର୍ଗ ଭଗବତ୍ ଲୀଳା ମାଧ୍ୟମରେ ଗୀତଗୋବିନ୍ଦ ମହାକାବ୍ୟରେ ପ୍ରକାଶିତ। ତାହାହିଁ ତମର ନିଜ କଥା । ପ୍ରାଚୀ ଉପତ୍ୟକାର ଦ୍ଵାଦଶ ମାଧବ ବୋଧେ ଏହି ଦ୍ଵାଦଶ ସର୍ଗର ଭିତ୍ତି ! ହ୍ଲାଦିନୀ ଅଂଶ ସମ୍ଭୁତା ଶ୍ରୀରାଧା ଓ ମାଧବଙ୍କ ଲୀଳା ସ୍ଵଛ…

ଗୀତଗୋବିନ୍ଦ

ସେହି ଯୁବକ ବ୍ରାହ୍ମଣ ଜୟଦେବଙ୍କ ଭିତରେ ତମେ କ'ଣ ଦେଖିଥିଲ ନିଜକୁ ! ସେଇଥିପାଇଁ ହେ ବିଦ୍ଗଧ ମାଧବ, ଆପଣେଇ ନେଇଥିଲ କି ପଦ୍ମାବତୀଙ୍କୁ ? ରାଧାରାଣୀ ପଦ୍ମାବତୀ ରୂପେ ଏବଂ ଶ୍ରୀକୃଷ୍ଣ ଜୟଦେବ ରୂପରେ ସତରେ ତେବେ କ'ଣ ଧରାବତରଣ ହୋଇଥିଲେ ନିଜର ଲୀଳା ପ୍ରଚାର ସହ ଅନୁପମ ଶ୍ରୀଗୀତଗୋବିନ୍ଦ ରଚନା କରିବାକୁ ?

ଗୀତଗୋବିନ୍ଦ

ଲେଖା: ନିରଞ୍ଜନ ସାହୁ “କି ହେଲାରେ, କହିତ ନୁହଇ ଭାରତୀରେ କାଲି ଯା ଦୂରରୁ ଦେଖି, କଳନା କଲା ମୋ ଆଖି, କଳା ଇନ୍ଦ୍ରୀବର ଆରତି ରେ “ କାହ୍ନୁରେ . .  ଏ ଗୀତ ସିନା ରାଧିକାଙ୍କ ଉକ୍ତି ଥିଲା ଲଳିତାଙ୍କ ପ୍ରତି କବିସୂର୍ଯ୍ୟଙ୍କ ଲେଖନୀରେ, ହେଲେ ମତେ ଲାଗୁଚି ଏ ଯେମିତି ସଭିଙ୍କ…

ପୌଷ ପୁତ୍ରଦା ଏକାଦଶୀ

ଲେଖା: ବିଶ୍ୱରଞ୍ଜନ ମହାପାତ୍ର ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି ।  ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ…

ନବାଙ୍କବେଶ

ଲେଖା: ବିଶ୍ୱରଞ୍ଜନ ମହାପାତ୍ର ~ ଶ୍ରୀଜିଉଙ୍କର ନବାଙ୍କବେଶ ~ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୁଏ । ଉକ୍ତ ଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଲାଗି କରାଯାଇଥାଏ ।  ଉକ୍ତ ଦିନ…