admin

admin

ଶାଳଗ୍ରାମ

ଲେଖା: ଶ୍ରୀଜଗନ୍ନାଥଙ୍କ ଜନୈକ ଚରଣାଶ୍ରିତ ଶାଳଗ୍ରାମ ପୂଜା କଲେ ଶତଜନ୍ମର ପାପ କ୍ଷୟ ହୋଇଥାଏ ।  ଆମ ହିନ୍ଦୁ ଧର୍ମର ପ୍ରତ୍ୟକ୍ଷ ଦେବତା ହେଉଛନ୍ତି ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱର; କିନ୍ତୁ ବ୍ରହ୍ମାଙ୍କୁ ଶଙ୍ଖ ସ୍ୱରୂପ, ବିଷ୍ଣୁଙ୍କୁ ଶାଳଗ୍ରାମ ସ୍ୱରୂପ ଓ ଶିବଙ୍କୁ ଲିଙ୍ଗ ସ୍ୱରୂପରେ ପୂଜା କରାଯାଏ; ଶାଳଗ୍ରାମ ହେଉଛନ୍ତି ଦୁର୍ଲଭ; ଏହା ଖୁବ…

ଅଲାରନାଥ 

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଓ ପ୍ରତୀକ ପଟ୍ଟନାୟକ ~ ଅଲାରନାଥ ଦେବଙ୍କ ନାମକରଣ ~ ପ୍ରଶ୍ନ ଉଠେଅଲାରନାଥ ନାମକରଣ କିପରି କାହିଁକି ଓ କଣ ଏହାର ଅର୍ଥ ? ଇତି ମଧ୍ୟରେ ଆମେ ମାନେ କିମ୍ବଦନ୍ତୀକୁ ବିଶ୍ୱାସ କରି ଭ୍ରମରେ ପଡି ନାହୁଁ ତ ? ଅନେକଙ୍କ ମତରେ ଅଲବିନ୍ଦାଚାର୍ଯ୍ୟ ବା ଅଲବାରଙ୍କ…

ନରେନ୍ଦ୍ର ପୁଷ୍କରିଣୀ

ଲେଖା: ହରି କୀଙ୍କର ଜଗୁ “ନରେନ୍ଦ୍ର ସରକୁ କରିଣ ମନ ଚାପ ଖେଳନ୍ତି ମଦନମୋହନ”  ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ କାଳରୁ ନରେନ୍ଦ୍ର ପୁଷ୍କରିଣୀ ସୃଷ୍ଟି ହୋଇନଥିଲା । ଜନଶୃତି ଅନୁଯାୟୀ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଚନ୍ଦନଯାତ୍ରା ଉତ୍ସବରେ ଜରକବର ଗ୍ରାମ ନିକଟସ୍ଥ ବିଶାଳ ପୁଷ୍କରିଣୀରେ ସମ୍ପନ୍ନ ହେଉଥିଲା। ସେହି ପୁଷ୍କରିଣୀ ଉତ୍ତର ପଶ୍ଚିମ ସୀମାରେ ଚନ୍ଦନପୁର…

ଗଜପତି

ଲେଖା: ଶ୍ରୀଜଗନ୍ନାଥଙ୍କ ଜନୈକ ଚରଣାଶ୍ରିତ ଆମ ଗଜପତି ଠାକୁର ରାଜାଙ୍କର ଦୈନନ୍ଦିନୀ ପାଇଁ ପ୍ରଚଳିତ ଥିଲା ସ୍ଵତନ୍ତ୍ର ଶବ୍ଦ । ଆଜିକାଲି ରଜା-ପ୍ରଜାଙ୍କ ମଧ୍ୟରେ ସେମନ୍ତ କିଛି ଭେଦ ରହିଯାଇନାହିଁ କିନ୍ତୁ ଆଗକାଳରେ ଏମନ୍ତ ନଥିଲା । ଆଗେ ସନାତନୀମାନେ ରାଜାଙ୍କୁ ଦେଵତାସମ ମାନ୍ୟ କରୁଥିଲେ ଏଵଂ ଏଥିପାଇଁ ସାଧାରଣଜନଙ୍କ ପ୍ରତି ଯେଉଁ ଯେଉଁ ଶବ୍ଦ…

ବାଳଭୋଗ

ଲେଖା: ଶ୍ରୀପୁରୁଷୋତ୍ତମ କାର୍ତ୍ତିକ ମାସରେ ଶ୍ରୀଜୀଉମାନଙ୍କ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ରାଧାଦାମୋଦର ବେଶ ହୋଇଥାଏ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ବା ବାଳଭୋଗ ନାମରେ ପରିଚିତ। ସକାଳଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା, ଖଇ, ନଡିଆ, ଖୁଦି, ଚାଉଳିଆ, ସେଓ, କମଳା,…

ମାରଦା

ଲେଖା: ସନ୍ତୋଷ ପଟ୍ଟନାୟକ ~ ମାରଦା ମନ୍ଦିରର ଅନନ୍ୟ ଗାଥା ~ ଜଗନ୍ନାଥଙ୍କ କରୁଣାରୁ ଏ ସୃଷ୍ଟି ଜୀବନ ପାଇଛି । ଗତିଶୀଳ ଅଛି ପୁଣି ଆଗାମୀ ବଂଶଧରମାନଙ୍କ ପାଇଁ ଆଗକୁ ବି ବଞ୍ଚିରହିବ। ଏ ଅନନ୍ତ ବ୍ରହ୍ମାଣ୍ଡର କେହି ଜଣେ ନିଶ୍ଚିତ ନିୟାମକ ଅଛନ୍ତି ଏଥିରେ ଦ୍ୱିରୁକ୍ତି ନାହିଁ। ଦେଖନ୍ତୁ ଅନୁଭବ କରନ୍ତୁ କେତେ…

ଭକ୍ତ ବଳରାମ ଦାସ 

ଲେଖା: ଷ୍ଟାଲିନ୍ କୁମାର ରାଉତ ସେ କାଳର କଥା । ଆଜକୁ ପ୍ରାୟ ୪୦୦ ବର୍ଷ ପୂର୍ବେ ଓଡ଼ିଶାରେ ଗଜପତି ପ୍ରତାପରୁଦ୍ରଦେବ ଶାସନ କରୁଥିଲେ । ତାଙ୍କର ଜଣେ ମନ୍ତ୍ରୀ ଥିଲେ ସୋମନାଥ । ଏହି ମନ୍ତ୍ରୀଙ୍କର ପୁଅ ଥିଲେ ପଞ୍ଚସଖାଙ୍କ ମଧ୍ୟରୁ ଅନନ୍ୟ ସଖା ମହାପୁରୁଷ ତଥା ଜଗନ୍ନାଥଙ୍କର ଅଭିମାନି ଭକ୍ତ ବଳରାମ ଦାସ…

ଓଡ଼ିଆପର୍ବ ମାଣବସା

ଲେଖା: ମିହିର ପଟ୍ଟନାୟକ ଓଡ଼ିଆ ଘରର ସବୁ ପର୍ବପର୍ବାଣୀ ଜଗନ୍ନାଥଙ୍କ ସହ ଯୋଡି ହୋଇରହିଛି। ଯାହା ଘରେ ଘରେ ପର୍ବ ହୋଇ ପାଳନ ହୁଏ ସେଇଟା ଟିକେ ନିଆରା ଢଙ୍ଗରେ ନୀତି ହୋଇ ମହାପ୍ରଭୁଙ୍କ ପାଖରେ ଲାଗି ହୁଏ। କିନ୍ତୁ ମାଣବସା ଗୋଟିଏ ଏମିତି ପର୍ବ ଯାହା ଶ୍ରୀମନ୍ଦିର ନୀତି ସହ କୌଣସି ସମ୍ପର୍କ ରଖେନାହିଁ।…

ଦିଗପହଣ୍ଡି 

ଉପସ୍ଥାପନା: ଦେଵ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ‘ଗଙ୍ଗବଂଶାନୁଚରିତମ୍’ (୧୭୫୦)ର ‘ଦିକ୍ ପହଣି’, ମାଲବିଙ୍କ (୧୮୮୭) ‘ଦିଗପୁଦି’, ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ଠାରୁ ଦୀନନାଥ ପାଠୀଙ୍କ ‘ଦିଗପହଣ୍ଡିର ଡ୍ରଇଂମାଷ୍ଟ୍ରେ’ (୧୯୯୦) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରୁଛି…

ବାଟଓଷା

ଲେଖା: ଅରବିନ୍ଦ ମହାନ୍ତି ବାଟଓଷା ବା ଦାଣ୍ଡପହଁରା ଓଷା ପୌଷମାସ କୃଷ୍ଣ ଦ୍ୱିତୀୟା ତିଥିରେ ପାଳନ କରାଯାଏ । ଏହି ଓଷା ଯମରାଜାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଏ । ପ୍ରତ୍ୟେକ ମାଆମାନେ ନିଜ ପୁତ୍ରମାନେ ଦୀର୍ଘାୟୁ ହେବା ନିମନ୍ତେ ରାତିରେ ଉପବାସ ରହି ବଜ୍ରମୂଳି ଗଛରେ ଦାଣ୍ଡ ପହଁରି ନିଜ ନିଜର ପୁତ୍ରମାନଙ୍କୁ ଝାଡ଼ିଥାନ୍ତି ।…