admin

admin

ଶ୍ରୀଜଗନ୍ନାଥାଷ୍ଟକମ୍

ସୌରଭିତ ସୃଷ୍ଟି: ବିଛନ୍ଦ ଚରଣ ପଟ୍ଟନାୟକ ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ବିଶ୍ଵର ବିସ୍ମୟ। ସେ ସୂକ୍ଷ୍ମ ନା ସ୍ଥୂଳ, ସାକାର ନା ନିରାକାର, ସଗୁଣ ନା ନିର୍ଗୁଣ, ବେଦାନ୍ତର୍ଗତ ନା ବେଦ ରହିତ ଏ ସବୁର ସମାଧାନ ଏପର୍ଯ୍ୟନ୍ତ ହୋଇପାରିନାହିଁ। ଅଲୌକିକ ବିଗ୍ରହ, ଅପରୂପ ପରିପ୍ରକାଶ ପାଖରେ ଯୁଗ ଯୁଗ ଧରି ମୁନିଋଷି, ଭକ୍ତ, ସାଧକ, ଭାବୁକ,…

ମାଣିଆବନ୍ଧ ଶାଢ଼ୀ

ଲେଖା: ଦେଵ ତ୍ରିପାଠୀ ~ ମାଣିଆବନ୍ଧ ଶାଢ଼ୀ ~ ଇଏ କେଉଁ କାଳର କଥା ! ଏକଦା ନିର୍ବାଣ ପ୍ରାପ୍ତିପରେ ଭଗବାନ ବୁଦ୍ଧଙ୍କୁ ମଧୁପିଷ୍ଟକ ଆହାର ଯୋଗାଇଥିଲେ ବଲ୍ଲିକ ଓ ତପସ୍ୱୀ ନାମକ ଉତ୍କଳୀୟ ବଣିକଦ୍ଵୟ ! ସେମାନେ ଥିଲେ ପ୍ରଭୁଙ୍କ ପ୍ରଥମ ଶିଷ୍ୟ । ସାଧବ ବଣିକଙ୍କର ସେ କାଳରେ ମୁଖ୍ୟ ବିପଣନ ଥିଲା…

ଯଶୋବନ୍ତ ଦାସ

ଲେଖା: ଅରବିନ୍ଦ ମହାନ୍ତି ଉତ୍କଳୀୟ ପ୍ରଣିପତ୍ୟ ସନ୍ଥ ମହାପୁରୁଷ ଯଶୋବନ୍ତ ଦାସ ! ୧୫ଶହ ଶତାବ୍ଦୀରେ ଗଜପତି ପ୍ରତାପରୁଦ୍ର ଦେବଙ୍କ ଶାସନ କାଳରେ, ଉତ୍କଳୀୟ ବୈଷ୍ଣବ ପ୍ରଚାରକ ପଞ୍ଚସଖା ଥିଲେ । ସେଥିମଧ୍ୟରୁ ଯଶୋବନ୍ତ ଦାସ ଅନ୍ୟତମ । ମହାପରୁଷ ଯଶୋବନ୍ତ ଜଗତସିଂହପୁରର ଅଢଙ୍ଗଗଡ଼ରେ ଏକ କ୍ଷତ୍ରିୟ କୂଳରେ ଜନ୍ମ ଗ୍ରହଣ କରିଥିଲେ। ପିତାଙ୍କ ନାମ…

Astha Sambhu Temple

ଲେଖା: ଅରବିନ୍ଦ ମହାନ୍ତି   Astha Sambhu Temple ! ଦିନେ କୋଟିଲିଙ୍ଗର କ୍ଷେତ୍ର ବୋଲାଉଥିବା ଭୁବନେଶ୍ୱର, ସମୟର ଗତିରେ ଏହାର ବହୁ ମନ୍ଦିର ଓ ବିଗ୍ରହ ଲୁପ୍ତ ଓ ଲୁଣ୍ଠିତ ହୋଇ ପଡ଼ିଥିଲେ। ଏଥି ମଧ୍ୟରୁ ଅଷ୍ଟଶମ୍ଭୁ ମନ୍ଦିର ଅନ୍ୟତମ। ପବିତ୍ର ବିନ୍ଦୁସାଗରର ଉତ୍ତର ଦିଗରେ ଓ ଗୋଦାବରୀ ତୀର୍ଥ ଏବଂ ଉତ୍ତରେଶ୍ବରଙ୍କ ନିକଟରେ…

ଯମଦ୍ଵିତୀୟା ଯାତ୍ରା

ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁ ଶ୍ରୀତ୍ରିଭୁବନେଶ୍ଵର ମହାପ୍ରଭୁଙ୍କ ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଯମଦ୍ଵିତୀୟା ଯାତ୍ରା ଅନ୍ୟତମ ଅଟେ। କାର୍ତ୍ତିକ ଶୁକ୍ଳପକ୍ଷ ଦ୍ଵିତୀୟା ତିଥିରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁ ଏହି ଦିନ ପ୍ରଭୁ ଯମେଶ୍ବର ଓ ଭଉଣୀ କାମାକ୍ଷୀଙ୍କୁ ଭେଟ ବିଜେ ହୋଇଥାନ୍ତି। ~ ଶ୍ରୀଯମେଶ୍ବର ଦେଉଳ ~ ଜମ୍ବେଶ୍ୱର ପାଟଣା ସାହିରେ ଶ୍ରୀଯମେଶ୍ବରଙ୍କ…

ମହାବିଷୁବ ସଂକ୍ରାନ୍ତି

ଲେଖା: ଅରବିନ୍ଦ ମହାନ୍ତି ବର୍ଷର ପ୍ରଥମ ମାସ ବୈଶାଖ। ଏହା ଗ୍ରୀଷ୍ମ ଋତୁର ପ୍ରାରମ୍ଭ ମାସ ଅଟେ। ଚୈତ୍ର ପୂର୍ଣ୍ଣିମା ପରଠାରୁ ଏହା ଆରମ୍ଭ ହୋଇଥାଏ ଓ ଶେଷ ହୁଏ ଚନ୍ଦନ ପୂର୍ଣ୍ଣିମା ବା ବୈଶାଖ ପୂର୍ଣ୍ଣିମାରେ। ସନାତନ ଧର୍ମରେ ପ୍ରଚଳିତ ଚାରି ଗୋଟି ପବିତ୍ର ମାସ (ଆଷାଢ, କାର୍ତ୍ତିକ, ମାଘ, ବୈଶାଖ) ମଧ୍ୟରୁ ମଧ୍ୟ…

ବିନୋଦ କାନୁନଗୋ

ଲେଖା: ନିରଞ୍ଜନ ସାହୁ ବିନୋଦ କାନୁନଗୋ ! ୧୯୫୨ ମସିହାରେ ଗୋଟିଏ ଟଙ୍କା ହାତରେ ଧରି, ନିର୍ବାଚନୀ ବୈତରଣୀ ପାର ନ ‌ହୋଇ ପାରି, ମାତ୍ର ଦଶମ ଶ୍ରେଣୀ ଶିକ୍ଷାଗତ ଯୋଗ୍ୟତା ଥାଇ ଜଣେ ସ୍ଵପ୍ନ ଦେଖିପାରନ୍ତି ଓଡ଼ିଆ ଭାଷାରେ ଜ୍ଞାନକୋଷ ପରି କୋଣାର୍କ ତିଆରି କରିବା ପାଇଁ ! କେତେ ମନୋବଳ ଦୃଢ଼ ହୋଇପାରେ…

ନୀଳାଦ୍ରିବିଜେ

ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…

ଦାସିଆ ବାଉରୀ

ଲେଖା: ଦେବୀ ପ୍ରସାଦ ଦାସ ଆସ ବୁଲିଯିବା ଦାସିଆ ବାଉରୀ ପୀଠ । ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମ ଗ୍ରହଣ…

ବାହୁଡ଼ା ଯାତ୍ରା

ଲେଖା: ବନ୍ଧନ ଦଳେଇ ~ ବାହୁଡ଼ା ଯାତ୍ରା ଓ ସୁନାବେଶ ~ ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ମହାପ୍ରଭୁ ରଥରେ ଗୁଣ୍ଡିଚାଘରୁ ବଡ଼ଦେଉଳକୁ ଫେରିବେ, ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ଯାତ୍ରା ଅବା #ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି – “ନବମ୍ୟା ବାସୟେଦ୍ଦେବାନ୍…