Physical Address
Sai Samarpanam, Satya Vihar, Bhubaneswar

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଦକ୍ଷିଣକାଳୀ ମନ୍ଦିର ଓ ଦୁର୍ଗାମାଧବ ମନ୍ଦିର ~ ଗ୍ରାମ ବୀରଗୋବିନ୍ଦପୁର ଶାସନ, ସତ୍ୟବାଦୀ, ଜିଲ୍ଲା ପୁରୀ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ…

ଲେଖା: ତେଜସ୍ୱ ତ୍ରିପାଠୀ ~ ବାହୁନୁଛି ଦୁର୍ଗ ବାରବାଟୀ ~ ବାରବାଟୀ ଷ୍ଟାଡିୟମର ଆଗରେ ଥିବା ଖୋଲା ପଡ଼ିଆରେ ଥରେ ବୁଲୁଥିଲା ମନ୍ଦମଳୟର ସ୍ପର୍ଶରେ ମନ ଆନ୍ଦୋଳିତ ହେଉଥାଏ l ହଠାତ ଶୁଣାଗଲା ପବନରେ ଏକ ଅସ୍ପଷ୍ଟ କାନ୍ଦଣାର ସ୍ୱର l ସତେ ଅବା ଗୁମୁରି ଗୁମୁରି କିଏ କାନ୍ଦୁଚି l ମାତ୍ର କିଏ ସେ…

ଲେଖା: ଶ୍ରୀକାନ୍ତ ସିଂହ ~ ପଞ୍ଚୁପାଣ୍ଡଵ ମନ୍ଦିର ~ ବାଣୀକ୍ଷେତ୍ର ଜଗତସିଂହପୁର ଜିଲ୍ଲାର ଏକ ଅଖ୍ୟାତ ପଲ୍ଲୀରେ ଲୁଚି ରହିଥିବା ଏକ ଅନାଲୋଚିତ ଅଧ୍ୟାୟ ହେଉଛି “ପଞ୍ଚୁପାଣ୍ଡଵ ମନ୍ଦିର” l ଶତାବ୍ଦୀ ପୁରାତନ ଏହି ଶୈବପୀଠ ବିଷୟରେ ବିଶେଷ କୌଣସି ଆଲୋଚନା କେଉଁଠାରେ ଦେଖିବାକୁ ମିଳେନା l ଦିନଥିଲା ସେ କାଳରେ, ଜଗତସିଂହପୁର ଜିଲ୍ଲା ବାଲିକୁଦା…

ଲେଖା: ଅମ୍ବିକା ପଟ୍ଟନାୟକ ~ ବିଲୁପ୍ତଐତିହ୍ୟ: ଶିଶୁପାଳଗଡ଼ ~ “ତକୀ ଖାଁର ଲସ୍କର ମାନେ ଶିଶୁପାଳଗଡ଼ ସୀମା ମାଡିବାକୁ ପ୍ରଥମେ ଭରସୁ ନ ଥିଲେ l ଅତୀତରେ ବହୁ ଦନ୍ତା ଦନ୍ତା ଫୌଜଦାର ଶିଶୁପାଳଗଡ଼ର ପାଇକମାନଙ୍କ ମାଡ଼ରେ ମୁହଁ ମାଡ଼ି ପଡ଼ିଛନ୍ତି l କଳାପାହାଡ଼ ସୁଦ୍ଧା ଶିଶୁପାଳଗଡ଼ ଯୋଗୁଁ ଲିଙ୍ଗରାଜ ମନ୍ଦିରରେ ଟିପ ଦେଇ ପାରି…

By: Bijaya Ketan Sahu ~ Holy Odishan tradition behind “Rasagola” ~ Odisha celebrats Rasagola Divas (Rasgulla Day) on occasion of “Niladri Bijay” Mahostav (grand celebration for Lord Jagannath‘s back to his glorious temple). Rasagola is an Odia sweetmeat product as…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଶାସ୍ତ୍ରରେ କଥିତ ଷୋଡ଼ଶ ମାତା ଏଵଂ ଓଡ଼ିଆ ଜନସମାଜରେ ତହିଁର ପ୍ରତିଫଳନ ~ ଷୋଡଶ ପ୍ରକାର ମାତାଙ୍କ କଥା ବ୍ରହ୍ମଵୈଵର୍ତ୍ତ ପୁରାଣର ଗଣପତିଖଣ୍ଡରେ କାର୍ତ୍ତିକେୟ ସଂଵାଦସ୍ଥ ୧୫ତମ ଅଧ୍ଯାୟରେ ଲେଖାଅଛି: “ସ୍ତନଦାତ୍ରୀ ଗର୍ଭଧାତ୍ରୀ ଭକ୍ଷଦାତ୍ରୀ ଗୁରୁପ୍ରିୟା । ଅଭୀଷ୍ଟଦେଵପତ୍ନୀ ଚ ପିତୁଃ ପତ୍ନୀ ଚ କନ୍ଯକା…

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ପରମହଂସନାଥ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ ଭରା ଏଇ ଉତ୍କଳ…

ଲେଖା: ଶିଶିର ମନୋଜ ସାହୁ ~ ରାଣୀଗୁମ୍ପା ଶିଳାଲେଖର ଚିତ୍ର ଓ ଖାରବେଳଙ୍କ ଜୀଵନୀ ~ ରାଣୀଗୁମ୍ଫା ଉପର ମହଲାରେ ଖୋଦିତ ଚିତ୍ରାଵଳୀ (ଫଳକ ନମ୍ବର ୨)କୁ ଅନୁଧ୍ୟାନ କରି ବରପାଲି ନିଵାସୀ ପ୍ରଖ୍ୟାତ ଐତିହାସିକ ସ୍ଵର୍ଗୀୟ ନଵୀନ କୁମାର ସାହୁ ଏ ସମ୍ବନ୍ଧରେ ନିମ୍ନୋକ୍ତ ଵର୍ଣ୍ଣନା ପ୍ରଦାନ କରିଥିଲେ । “ଥରେ ସିଂହପଥର ରାଜା…

ଲେଖା: ଅମ୍ବିକା ପଟ୍ଟନାୟକ ~ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ~ ଶ୍ରୀଜଗନ୍ନାଥ ଆମ ଅସ୍ମିତାର ପ୍ରତୀକ l ତାଙ୍କ ମନ୍ଦିର ଶ୍ରୀମନ୍ଦିର, ଦାଣ୍ଡ ବଡ଼ଦାଣ୍ଡ, ପ୍ରସାଦ ମହାପ୍ରସାଦ, ବାନା ପତିତପାବନ l ଧର୍ମଶାସ୍ତ୍ର, କିମ୍ବଦନ୍ତୀ ଅନୁସାରେ ଇନ୍ଦ୍ରଦ୍ୟୁମ୍ନ ଆଦ୍ୟ ମନ୍ଦିର ନିର୍ମାତା ଥିଲେ ହେଁ ବର୍ତ୍ତମାନ ଆମେ ଯେଉଁ ଶ୍ରୀବତ୍ସ ଖଣ୍ଡାଶାଳ ପ୍ରାସାଦ ଶ୍ରୀମନ୍ଦିର ଦେଖୁଛୁ…