Physical Address
Sai Samarpanam, Satya Vihar, Bhubaneswar

ଲେଖା: ଅରବିନ୍ଦ ମହାନ୍ତି ପ୍ରଥମ ମାତୃକା ବ୍ରହ୍ମାଣୀ ଦେବୀ ଦୁର୍ଗାଙ୍କୁ ମହିଷାସୁର ସହ ଯୁଦ୍ଧେ ସାହାଯ୍ୟ କରିବା ପାଈଁ ବିଭିନ୍ନ ଦେବତାଙ୍କ ଅଙ୍ଗରୁ ତାଙ୍କ ଶକ୍ତି ସ୍ୱରୁପା ଦେବୀ ମାନେ ପ୍ରକଟିତ ହୋଇଥିଲେ। ସେଥି ମଧ୍ୟରୁ ବ୍ରହ୍ମାଣୀ ହେଲେ ଅନ୍ୟତମା। ବ୍ରହ୍ମାଙ୍କ ଶକ୍ତି ସ୍ୱରୁପା ହେଲେ ଦେବୀ ବ୍ରହ୍ମାଣୀ। ଦେବୀଙ୍କୁ ବ୍ରହ୍ମାଶକ୍ତି ସାବିତ୍ରୀ ରୁପେ ମଧ୍ୟ…

ଲେଖା: ଦେବ ତ୍ରିପାଠୀ “ଘୃଣା, ବିଦ୍ୱେଷ, ଈର୍ଷା ଦେଇ ମୋତେ ସେଇ ଋଣ ପରିଶୋଧ କରିବାକୁ ପଡିଲା ଇନିସପେକ୍ଟର . . !” ବହୁଚର୍ଚ୍ଚିତ ଅଶାନ୍ତଗ୍ରହ ନାଟକର ନାୟକ ପିତୃପରିଚୟ ହୀନ ହେମନ୍ତ ଏପରି ଛାତିଥରା ସଂଳାପ ଅବା ‘ତିମିରତୀର୍ଥ’ରେ କୁମାର ସାହେଵ, ‘ଜନନୀ’ରେ ପାଗଳା ସୁବାସର ପାଗଳାମି ଅବା ‘ଡ଼ାକବଙ୍ଗଳା’ର ବିବେକ ଚରିତ୍ରର ହୃଦୟଛୁଆଁ…

ଲେଖା: ଦେଵ ତ୍ରିପାଠୀ ତୁମ ମାଟି ଦେହ ଗ୍ରାସିଛି ଶ୍ମଶାନ, ମାତ୍ର ଯଶୋଦେହେ ତୁମେ ଆୟୁଷ୍ମାନ ।” କେତେ ବଡ଼ କଥା କହିଛନ୍ତି କବିବର ! ଗଙ୍ଗଶିଉଳି ଫୁଲ । ସଞ୍ଜରେ ଫୁଟେ, ସକାଳକୁ ଝଡ଼ିଯାଏ । କିନ୍ତୁ ରୂପରେ, ରସରେ, ବାସରେ ବିହ୍ଵଳିତ କରେ ସଭିଙ୍କୁ ! ସେ ଫୁଲର କଳ୍ପନାରେ ବି ଅନୁଭୂତ…

ଲେଖା: ଦେଵ ତ୍ରିପାଠୀ ଚଳିତ ଦଶନ୍ଧିରେ ଯଦି କୌଣସି ବୁଦ୍ଧିଜୀବି ମୌଳିକ ତଥା କ୍ଲାସିକ ଓଡ଼ିଆ ଚଳଚ୍ଚିତ୍ରମାନ ଦେଖିବାକୁ ଇଛା କରନ୍ତି ତେବେ ନଜରକୁ ଆସେ “ଶଳାବୁଢା”, “ଆଦିମବିଚାର” ପରି ବହୁ ସମ୍ମାନଜନକ ଆନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର I ଉଭୟ ବ୍ୟବସାୟିକ ଓ ସମାନ୍ତରାଳ ଚଳଚ୍ଚିତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ମହାନ ଯଶସ୍ୱୀ ନିର୍ଦ୍ଦେଶକ କଳିଙ୍ଗରତ୍ନ ସବ୍ୟସାଚୀ ମହାପାତ୍ରଙ୍କ…

ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆ ବୀରାଙ୍ଗନା ରାଣୀ ଶୁକଦେଇ ~ “ହେ ଉତ୍କଳ ! କହିପାରୁ ନାହିଁ, ରାଣୀ ଦୁର୍ଗାବତୀ, ଭୀମସିଂ ଗୃହିଣୀ ପଦ୍ମିନୀ, ଝାନ୍ସୀ ରାଣୀ ଲକ୍ଷ୍ମୀବାଇ ପ୍ରଭୃତି ବୀରାଙ୍ଗନା ମାନଙ୍କର ଅଦ୍ଭୁତ ଚରିତ ତୁମ୍ଭ ମାନସରେ ଅଦ୍ଭୁତ ସାହସ ପ୍ରଦାନ କରେ ଏବଂ ମନରେ ସ୍ଥିର କରି ନିଶ୍ଚୟ ନାରୀ ଜାତିର…

ଲେଖା: ନିରଞ୍ଜନ ସାହୁ ଅନନ୍ୟ ପ୍ରତିଭାର ଅଧିକାରୀ ସେ ମଣିଷ। ଦୂରପାହାଡ଼, ଜହ୍ନରାତିର ରୂପେଲି କିରଣ, ପୋଖରୀ ଭିତରେ ଚନ୍ଦ୍ରର ପ୍ରତିଛବି, ସବୁଜବନାନୀ, ଅଗଣିତ ତାରାଫୁଲ, ମଣିଷର ଅନ୍ତର୍ବେଦନା, ଦାର୍ଶନିକତତ୍ତ୍ଵ, ଅବିକଳ ପ୍ରତିଛବି, ପ୍ରାକୃତିକ ଶୋଭା, କଳ୍ପନାପଟରେ କେତେ କଥାର ଜୀବନ୍ତ ଚିତ୍ରର ଚିତ୍ରକର ଶିଳ୍ପୀ ବିମ୍ବାଧର ବର୍ମା, ଯାହାଙ୍କ ଚିତ୍ର ମଉନ ନୁହେଁ ବରଂ କଥା କହେ।…

ଲେଖା: ଦେଵ ତ୍ରିପାଠୀ ମୟୁର କେଶ ତୋଳି ମୟୁରୀକୁ ପ୍ରଲୁବ୍ଧ କରେ, ସିଂହର କେଶର ତାକୁ ଦିଏ ପୁରୁଷାକାର, ଶୁଆର ହରିତପକ୍ଷ ଠାରୁ ପ୍ରଜାପତିର ବିଚିତ୍ର ରଙ୍ଗୀନ ଡ଼େଣା ଯାଏଁ ବର୍ଣ୍ଣବିଭା ଜଙ୍ଗଲରୁ ଜୀବନ ଆରମ୍ଭିଥିବା ମନୁଷ୍ୟକୁ ଯେପରି ମୁଗ୍ଧ ଓ ଆକର୍ଷିତ କରିଆସିଛି, କୋଇଲିର କୂଜନଠାରୁ ବାଘର ହେଣ୍ଟାଳ ତାକୁ କେବେ ବିଭୋର ତ…

ଲେଖା: ଦେଵ ତ୍ରିପାଠୀ ନିମାପଡାଠାରୁ ପ୍ରାୟ ପନ୍ଦର କି.ମି. ପୂର୍ବକୁ କାକଟପୁର ରାସ୍ତାରେ ଗଲେ ପଡ଼େ ‘ଚଉରାଶି’ ଗ୍ରାମ । ଏହାର ପଶ୍ଚିମ ଦିଗରେ ଲଳିତା ନଦୀ, ଦକ୍ଷିଣରେ ଗିଲେଇଗଡ ଏବଂ ଉତ୍ତର ଓ ପୂର୍ବରେ ପ୍ରାଚୀନଦୀ ପ୍ରବାହିତ । ଏଇ ନଦୀକୂଳରେ ବରାହୀ ଦେଉଳ ସମେତ ଅମରେଶ୍ୱର ମନ୍ଦିର, ପିତାପଡା ମନ୍ଦିର, ରାମେଶ୍ବର ମନ୍ଦିର, ଲଳିତ…

ଲେଖା: ଶିବାଶିଷ ମହାପାତ୍ର ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…

ଉପସ୍ଥାପନା: ନିରଞ୍ଜନ ସାହୁ ସେ ଭୂମି ବୈଷ୍ଣବ କ୍ଷେତ୍ର। ପୂର୍ବ ଭାରତର ବୃନ୍ଦାବନ। ଶତାବ୍ଦୀ ଶତାବ୍ଦୀ ଧରି କଳ୍ପଦୃମ ସଦୃଶ ।ଐତିହାସିକ, ଭୌଗୋଳିକ, ପୌରାଣିକ ଓ ସାଂସ୍କୃତିକ ଦୃଷ୍ଟିକୋଣରୁ ଏହି କ୍ଷେତ୍ର ରମ୍ୟ । ଏହାର ବ୍ୟାପକତା, ବିବିଧ ରୂପତା, ସମନ୍ଵୟତା, ଉଦାର ହୃଦୟତା, ପୌରାଣିକ ଭିତ୍ତି, ଭକ୍ତି ରସାପ୍ଳୁତ ପରିବେଶ ଅବର୍ଣ୍ଣନୀୟ । ଏ…