admin

admin

ଇରମ ଗୁଳିକାଣ୍ଡ

ଲେଖା: ନିରଞ୍ଜନ ସାହୁ ~ ଇରମ ଗୁଳିକାଣ୍ଡ ~ ୧୯୪୨ ମସିହା, ସେପ୍ଟେମ୍ବର ମାସ ୨୮ ତାରିଖ। ଭାରତ ଛାଡ଼ ଆନ୍ଦୋଳନ ସମୟର ଏଇ ଦିନରେ ଘଟିଥିବା ନାରକୀୟ ଇରମ ଗୁଳିକାଣ୍ଡ ‘ନରମେଧ ଯଜ୍ଞ’ରେ ୨୯ ଜଣ ସହିଦ ହେବା ସହ ୫୬ ଜଣ ଆହତ ହୋଇଥିଲେ। ଏହି ଘଟଣା ଥିଲା ହୃଦୟ ବିଦାରକ।  ଅଧୁନା…

ନାଟୁଆ ବାଳକୃଷ୍ଣ ମହାନ୍ତି

ଲେଖା: ଦେଵ ତ୍ରିପାଠୀ “ଆଉ କାନ୍ଦନାରେ ବିଧୂବଦନା, ବିଶ୍ୱାସରେ ବିଷ ଦେଇ ନାହିଁ ମୁଁ ନାରୀଶ, ତୁ ମୋତେ ଦୋଷ ଦେଇ ବନ୍ଦନା” ।। (ଅମର ବିଳାସ) କଟକ ଜିଲ୍ଲାର ଏକ ମଫସଲି ଅଞ୍ଚଳ । ମଞ୍ଚରେ ଅଭିନିତ ହେଉଛି ‘ଅମର ବିଳାସ’ ନାଟକ । ନାଟକର ମହାନାୟକ ଅମରକୁ ହତ୍ୟା କରିବା ପାଇଁ ହତ୍ୟାକାରୀମାନଙ୍କ…

ଉତ୍କଳୀୟ ଭିତ୍ତିଚିତ୍ର

ଲେଖା: ଦେଵ ତ୍ରିପାଠୀ ରାଜନୀତିକ କିମ୍ବା ପ୍ରାକୃତିକ ଓଡ଼ିଶାରୁ ନିଜକୁ ମୁକ୍ତ ରଖି ଉତ୍କଳୀୟ ଭିତ୍ତିଚିତ୍ର ପରମ୍ପରା କଥାଟିକୁ ଚର୍ଚ୍ଚା କଲେ, ମନେହୁଏ ଏହା ମହାଭାରତୀୟ ସ୍ରୋତ ବହନ କରୁଥିବା ନଦୀଟିଏ । ଏହାର ଏକଧାରା ଦକ୍ଷିଣ ଭାରତର କାଞ୍ଜିବରମ୍, ତାଞ୍ଜାଭୁର, ତିରୁମଲ୍ଲାଇ, ତ୍ରିପୁନ୍ତାକମ୍, ଵାରାଙ୍ଗଲ୍, ଆନେଗୁଣ୍ଡି, ତିରୁଭଲ୍ଲୁର୍, ବିଜୟନଗର, ତ୍ରିଚିଲାପଲ୍ଲୀ ଇତ୍ୟାଦି ମନ୍ଦିରର ଭିତ୍ତିଚିତ୍ର…

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ

  ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…

ଶୀଳ ଶୀଳପୁଆ ପୂଜା

ଲେଖା: ମିହିର ପଟ୍ଟନାୟକ ଓଡ଼ିଆ ଘରେ ଅନେକ ପର୍ବରେ ଶୀଳ ଶୀଳପୁଆ ପୂଜା ହେବାର ପରମ୍ପରା ରହିଛି। ବିଶେଷ କରି ଷଠିଓଷା ଓ ବୁଧେଇଓଷା ପାଳନ ବେଳେ ଏହି ଦୁଇ ପାରମ୍ପରିକ ଶୀଳ ଶୀଳପୁଆ ପୂଜା ହୋଇଥାଏ। ଏପରିକି ଶ୍ରୀମନ୍ଦିରରେ ଶ୍ରୀ ଜୀଉମାନଙ୍କ ଜନ୍ମ ଉତ୍ସବ ବେଳେ ଷଷ୍ଠୀମାର୍କଣ୍ଡପୂଜା ମଧ୍ୟ ଅନୁଷ୍ଠିତ ହୋଇଥାଏ। କେବେ ଭାବିଛନ୍ତି…

ଦାସକାଠୀ

ତଥ୍ୟ ସଂଗ୍ରହ ଓ ଉପସ୍ଥାପନା: ଶିଶିର ସାହୁ ଓ ସନ୍ତୋଷ ପଟ୍ଟନାୟକ  ଆବାହମାନ କାଳରୁ ସାମାଜିକ ଜୀବନରେ ଲୋକନୃତ୍ଯ, ଲୋକସଙ୍ଗୀତ ଓ ଲୋକବାଦ୍ୟ ଇତ୍ୟାଦିର ସର୍ବଦା ବିଶେଷ ଭୂମିକା ନେଇଆସିଛି  । ଏ ଦିଗରେ ଗଞ୍ଜାମ ବହୁ ଆଗରେ ରହିଆସିଛି  ।  ଗଞ୍ଜାମ  ଜିଲ୍ଲାର ମୌଳିକ ନୃତ୍ୟାନୁଷ୍ଠାନ ରୂପେ ଦାସକାଠୀ ସୁପରିଚିତ । ଜିଲ୍ଲାର ଅନ୍ୟ …

ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରୀକରଣ

ଲେଖା: ଦେଵ ତ୍ରିପାଠୀ ଉନ୍ନବିଂଶ ଶତାବ୍ଦୀର ମଧ୍ୟଭାଗରୁ ଗଞ୍ଜାମରେ ଓଡ଼ିଆ ମାନଙ୍କ ଜାଗରଣ ତେଜିଉଠିଲା । ମାନ୍ଦ୍ରାଜ ସରକାର ଜନମତର ପ୍ରାବଲ୍ୟକୁ ସହ୍ୟ କରି ନପାରି ୧୮୮୩ ମସିହାରେ ମାନ୍ଦ୍ରାଜ ବିଶ୍ୱବିଦ୍ୟାଳୟରେ ସ୍ଥାନ ଦେଲେ ଓଡ଼ିଆ ଭାଷାକୁ । ୧୮୯୦ ମସିହାରେ ସରକାରୀ ଅଫିସ ଓ କଚେରୀରେ ଓଡ଼ିଆ ଭାଷାର ପ୍ରଚଳନ ପାଇଁ ଆଦେଶ ଦିଆଗଲା…

ପ୍ରଥମ ତ୍ରିରଙ୍ଗା ପତାକା ଉତ୍ତୋଳନ

ଲେଖା: ଦେଵ ତ୍ରିପାଠୀ  ୧୯୪୩ ମସିହା ଡିସେମ୍ବର ୩୦ ତାରିଖରେ ପୋର୍ଟ ବ୍ଲେୟାର୍‍ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତମାଟିରେ ପ୍ରଥମ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। କିନ୍ତୁ, ବାସ୍ତବରେ ଏ ଘଟଣାର ବହୁପୂର୍ବରୁ ପ୍ରଥମ ଥର ପାଇଁ ତ୍ରିରଙ୍ଗା ପତାକା ଉଡ଼ାଇ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା ୧୯୩୦ ମସିହା ଜାନୁଆରୀ ୨୬ ତାରିଖରେ,…

ପ୍ରଥମ ଭାଷାତତ୍ତ୍ୱ

ଲେଖା: ଦେଵ ତ୍ରିପାଠୀ ଆମେ ସାଧାରଣତଃ ଗୋପାଳଚନ୍ଦ୍ର ପ୍ରହରାଜଙ୍କ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷକୁ ଓଡ଼ିଆ ଭାଷାର ସର୍ବପ୍ରଥମ ସମ୍ପୂର୍ଣ୍ଣ ଭାଷାକୋଷ ଭାବରେ ଜାଣୁ । କିନ୍ତୁ, ବାସ୍ତବରେ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ପ୍ରକାଶ ହେବାର ପ୍ରାୟ ୧୫ ବର୍ଷ ପୂର୍ବରୁ ହିଁ ପ୍ରକାଶ ପାଇଥିଲା ଶବ୍ଦ ତତ୍ତ୍ଵବୋଧ ଭାଷାକୋଷ । ଅଧ୍ୟାପକ ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ଦୀର୍ଘ…

ସାର୍ ଜନ୍ ଲରେନ୍ସ

ଲେଖା: ଦେଵ ତ୍ରିପାଠୀ ୧୮୮୭ ସାଲ ମେ ୨୫ ତାରିଖ । କଲିକତା ବନ୍ଦର । ସାର୍ ଜନ୍ ଲରେନ୍ସ (Sir John Lawrence) ନାମକ ଏକ ସୌଖିନ ଜାହାଜ ୧୪୦୦ ଜଣ ଯାତ୍ରୀ ୮୦ ଟନ୍ ପଣ୍ୟଦ୍ରବ୍ୟ ସହିତ ଯାତ୍ରା ଆରମ୍ଭ କଲା ବାଲେଶ୍ବର ଜିଲ୍ଲାର ଚାନ୍ଦବାଲି ବନ୍ଦର ଅଭିମୁଖେ !  ଜାହାଜରେ ଥିଲେ…