admin

admin

ଡ଼ଙ୍ଗାଭସା

ଲେଖା: ଦେଵ ତ୍ରିପାଠୀ କାର୍ତ୍ତିକ ପୂର୍ଣ୍ଣିମା । କଟକରୁ କୋଚିନ୍ ସୁରଟରୁ ମିରଟ ଯେଉଁଠାରେ ବି ଆମେ ଓଡ଼ିଆଏ ଆସ୍ଥାନ ଜମାଇ ସାରିଛେ, ସବୁଠି ଆବାଳ-ବୃଦ୍ଧ-ବନିତା, ରାତି ନ ପାହୁଣୁ ବିଛଣା ଛାଡି, ଆଖପାଖ ନଦୀନାଳ, ଗାଡିଆପୋଖରୀରେ (ଏପରିକି ଚୁଆପାଣିରେ) ବୁଡ ପକାଇ ସୋଲ ତିଆରି ଖେଳଣା ଡଙ୍ଗା (କ୍ଵଚିତ କଦଳୀବାହୁଙ୍ଗା ଡଙ୍ଗା)ରେ ଦୀପ ଜାଳି…

ଭାଇଜିଉଁତିଆ ଓଷା

ଲେଖା: ଦେଵ ତ୍ରିପାଠୀ ଚମ୍ପାବତୀ ନଗରୀର ମହାମନ୍ତ୍ରୀ ବୀରସେନ ଓ କମଳାଙ୍କ ପୁତ୍ର ମଦନସୁନ୍ଦର ଏକଦା ଘୋଡାଚଢି ଫେରୁଥିବା ସମୟେ ତୃଷାତୁର ହୋଇ ଜଳପାନ ଆଶାରେ ରାଜଉଦ୍ୟାନରେ ପହଞ୍ଚିଲେ । ଉଦ୍ୟାନସ୍ଥ ପୋଖରୀ କୂଳରେ ରାଜଜେମା ବସି ଫୁଲଗୁନ୍ଥୁଥିବା ରାଜଜେମା ଅରୁଣାଙ୍କୁ ଦେଖି ମନ୍ତ୍ରୀପୁଅଙ୍କ ମନେ ହେଲା ସତେ ଯେମିତି ମର୍ତ୍ତ୍ୟରେ ଉଇଁଛି ସରଗର ଶଶି…

ରଘୁ ଦିବାକର

ଲେଖା: ଦେଵ ତ୍ରିପାଠୀ ଦିନ ଥିଲା, ରଣପୁର ଆଦି ଗଡ଼ଜାତ ଅଞ୍ଚଳ ଅନ୍ଧାରୀ ମୁଲକ ଭାବେ କୁଖ୍ୟାତ ଥିଲା, ସେଠାକାର ଅଧିବାସୀ ନିଜ ଅଧିକାର ବିଷୟରେ ଥିଲେ ଅନଭିଜ୍ଞ, ତେଣୁ ରାଜା ଏବଂ ତାଙ୍କ ଅମାତ୍ୟମାନଙ୍କ ଦ୍ଵାରା ସେମାନେ ହେଉଥିଲେ ଅତ୍ୟାଚାରିତ । ସେପରି ଏକ ଦୁର୍ବିସହ ସମୟରେ ରଣପୁର ର ପ୍ରପୀଡ଼ିତ ପ୍ରଜାଙ୍କ ତ୍ରାଣକର୍ତ୍ତା…

ଓଡ଼ିଶାର ରାମଲୀଳା

ଲେଖା: ଦେଵ ତ୍ରିପାଠୀ ଓଡିଶାରେ ବୋଦ୍ଧଧର୍ମର ବିଲୟ, ତାନ୍ତ୍ରିକଧର୍ମର ଅଭ୍ୟୁଦୟ ଓ ଭକ୍ତିଧର୍ମର ଆତ୍ମପ୍ରକାଶ ପରେ ‘ଆଧ୍ୟାତ୍ମିକ ମନୋରଞ୍ଜନ’ର ମାଧ୍ୟମ ଭାବରେ ପରିପ୍ରକାଶ ପାଇଥିଲା ସୁଲଳିତ ପଦାବଳୀ ସମ୍ବଳିତ ସାଙ୍ଗୀତିକତାରେ ଉଛ୍ୱସିତ “ଲୀଳା” ଯୁଗର ମହାର୍ଘ ପରମ୍ପରା । ଲୋକନାଟକର ସଶକ୍ତ ଶାଖା ରୂପେ ଏହି ଲୀଳାଯୁଗର ପ୍ରବର୍ତ୍ତକ ଥିଲେ ଭକ୍ତିଯୁଗର ଉଦ୍ଗାତା ଅତିବଡ଼ି ଜଗନ୍ନାଥ…

ଗୁରୁ ବିଶ୍ୱନାଥ ଦାଶ

ଲେଖା: ଦେଵ ତ୍ରିପାଠୀ ଆମ ମାଟିର ସଂସ୍କୃତି, ପରମ୍ପରା, ଲୋକକଳା ଆଦି ବୁଡି ଯାଉଥିବା ଦେଖି ଆମେ ଓଡ଼ିଆଏ ଯେ କେତେ ଛାତି ଫଟାଇ କାନ୍ଦିବାର ଅଭିନୟ କରୁ, ସଂସ୍କୃତିର ଦାହ ସଂସ୍କାର କରୁ କରୁ କୁମ୍ଭୀର ଲୁହ ଝରାଇ ନିଜ ଓଡ଼ିଆମିର ପରିଚୟ ଦେଉ ! ସଂସ୍କୃତି, ଐତିହ୍ୟକୁ ଅଣଦେଖା କରିବାର ଦୋଷଟି ସରକାର…

ମା’ ଚର୍ଚ୍ଚିକା

ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା,  ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…

ତାରାତାରିଣୀ ପୀଠ

ଲେଖା: ଦେଵ ତ୍ରିପାଠୀ ପ୍ରାକୃତିକ ଶୋଭାସମ୍ପଦରେ ପରିପୂର୍ଣ୍ଣ, ସାଂସ୍କୃତିକ ବିଭବରେ ବିମଣ୍ଡିତ ତଥା କଳାସଙ୍ଗୀତ, ସାହିତ୍ୟ, କାରୁକାର୍ଯ୍ୟ ଓ ଧାର୍ମିକ ଚେତନାରେ ଋଦ୍ଧିମନ୍ତ ଆମରି ଗଞ୍ଜାମ ଜିଲ୍ଲା । ଜିଲ୍ଲାର ଗ୍ରାମେ ଗ୍ରାମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଥିଲେ ମଧ୍ୟ ଶୈବ ଓ ଶାକ୍ତମାନେ ଗାଁ ଠାକୁରାଣୀ କିମ୍ବା ଗ୍ରାମଦେବତୀଙ୍କୁ ଆରାଧନା କରିବା ଦେଖାଯାଇଥାଏ ।…

ଗନ୍ଧରାଡ଼ି ଯାଆଁଳା ମନ୍ଦିର

ଲେଖା ବିଶ୍ୱରଞ୍ଜନ ମହାପାତ୍ର ଗନ୍ଧରାଡ଼ି ଯାଆଁଳା ମନ୍ଦିର ଅବା ଚାରିଶମ୍ଭୁ ମନ୍ଦିର ଓଡ଼ିଶାର ବୌଦ୍ଧ ଜିଲ୍ଲାରେ ଅବସ୍ଥିତ ଏକ ପ୍ରସିଦ୍ଧ ଯାଆଁଳା ଶିବ ଓ ବିଷ୍ଣୁ ମନ୍ଦିର । ବଉଦ ସହର ଠାରୁ ୧୬ କି.ମି ଦୂରରେ ଅବସ୍ଥିତ ଜଗତି ଗାଆଁରେ ଏହି ପ୍ରସିଦ୍ଧ ମନ୍ଦିର ଅବସ୍ଥିତ । ସ୍ଥାନୀୟ ଲୋକେ ଯାଆଁଳା ମନ୍ଦିରକୁ ଚାରିଶମ୍ଭୁ…

ଆକାଶବାଣୀ କଟକ

ଲେଖା: ଦେଵ ତ୍ରିପାଠୀ ଆକାଶବାଣୀ ।  ଖବର ପଢୁଛନ୍ତି ଯତୀନ୍ ଦାସ୍ । ଅଶୀ ଦଶକର କଥା । ଗୌରୀଶଙ୍କର ପାର୍କ ପଢିହାରୀ ପାଠାଗାର ଛାତରେ ସ୍ଥାପିତ ମାଇକ୍’ରୁ ଭାସିଆସେ ସାନ୍ଧ୍ୟକାଳୀନ ସମ୍ବାଦ, ଏକ ଗୁରୁଗମ୍ଭୀର ସମ୍ଭ୍ରାନ୍ତ ସ୍ବରରେ . .  “ଆକାଶବାଣୀ କଟକ !  ଖବର ପଢୁଛନ୍ତି ଉପେନ୍ଦ୍ର କୁମାର ପାହାଡ଼ସିଂ . .…

ଫକୀର ଚନ୍ଦ୍ର ପରିଡ଼ା

ଲେଖା: ଦେଵ ତ୍ରିପାଠୀ କଟକ ସହରର କୁମ୍ଭାରସାହିର ପିଲାଟିଏ । ପାଠପଢାରେ ମନ ଲାଗୁ ନଥିଲା ସିନା, ହେଲେ ବିଧାତା ତା’ଠି ଖଞ୍ଜିଥିଲେ ଅପୂର୍ବ ପ୍ରତିଭା !  ଆଠ ବର୍ଷର କୋମଳ ବୟସରେ ସେ କିନ୍ତୁ ମନ ବଳାଇଲା ମୂର୍ତ୍ତି ତିଆରି ପାଇଁ ! ପରିବାରରେ ବାପାଭାଇଙ୍କ ସହ ମିଶି ପାରମ୍ପରିକ ମୂର୍ତ୍ତି ତିଆରି କରି…