admin

admin

ଅକ୍ଷୟ ତୃତୀୟା

ଲେଖା: ଦେଵ ତ୍ରିପାଠୀ ଯେଉଁ ପବିତ୍ର ମାଟିରେ ଜନମି ଲୀଳାଖେଳା କରିବା ପାଇଁ ଭଗବାନ ମଧ୍ୟ ସୈାଭାଗ୍ୟ ମଣନ୍ତି ସେଇ ପବିତ୍ର ମାଟିକୁ ପୂଜା ଆରାଧନା କରି ଓଡ଼ିଆ ଚଷାପୁଅ ପ୍ରସ୍ତୁତ ହୁଏ ଚାଷକାମ ପାଇଁ । ସେଇ ସ୍ବର୍ଗାଦପି ଗରୀୟସୀ ମାଟି ମା’ ଆମକୁ ଯୋଗାଇଥାଏ ଖାଦ୍ୟ, ବାସ ଓ ବସ୍ତ୍ର । ଜନନୀସ୍ବରୂପା…

ଧନୁମୁଆଁ

ଲେଖା: ଦେଵ ତ୍ରିପାଠୀ ପୌଷର ଆକାଶ ଥାଏ ମେଘଶୂନ୍ୟ । ହସଖୁସିରେ ପୁଲକିତ ଚଷାଭାଇର ଧାନ ଅମଳ ଚାଲିଥାଏ । ମେରୀପୂଜା ସମ୍ପାଦିତ ହୁଏ । ଏହି ମହାର୍ଘ ବେଳାରେ ଆସେ ଧନୁସଙ୍କ୍ରାନ୍ତି, ଆଉ ଏହି ପର୍ବର ପୂର୍ବରୁ ଦକ୍ଷିଣ ଓଡ଼ିଶାରେ ମେଲିଯାଏ ଧନୁମୁଆଁର ପସରା । ଅନ୍ୟ ସବୁ ମିଷ୍ଟାନ୍ନ ବିକ୍ରି ଫିକା ପଡିଯାଏ…

ଶଗଡ଼ଚକ

ଲେଖା: ଦେଵ ତ୍ରିପାଠୀ ଚଷାପୁଅର ଚାଷବାସ ସହ ଯୋଡି ହୋଇ ରହିଛି ଶଗଡ଼ । ଓଡ଼ିଆଙ୍କ ଗ୍ରାମ୍ୟ ଜୀବନରେ ପରିବହନକୁ ସୁଗମ କରାଇଥାଏ ଶଗଡ଼ । ଶଗଡଗାଡିର କଥା କହିଲେ ମନକୁ ଆସିଯାଏ ‘ମାଗୁଣିର ଶଗଡ’ ଗଳ୍ପର ମାର୍ମିକ ସ୍ବାଦ କିମ୍ବା ‘ରୂପା ଶଗଡ଼ିରେ ସୁନା କନିଆଁ’ର ଭାବ । ପିଲାବେଳେ ଆମ ଭିତରୁ ଅନେକ…

ବିରଜାକ୍ଷେତ୍ର

ଲେଖା: ଦେଵ ତ୍ରିପାଠୀ “ଗଦାକ୍ଷେତ୍ରଞ୍ଚ ବିରଜାମେକାମ୍ରଂ ଚକ୍ର ସଜ୍ଞକମ୍, କୋଣାର୍କଂ ପଦ୍ମକ୍ଷେତ୍ରଞ୍ଚ ଶଙ୍ଖକ୍ଷେତ୍ରଂ ନୀଳାଚଳମ୍ II” ଭଗବାନ ମହାବିଷ୍ଣୁଙ୍କର ଚତୁର୍ଭୁଜରେ ଶୋଭାପାଏ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ । ‘ବାମଦେବ ସଂହିତା’ ଅନୁଯାୟୀ, ପୁରୁଷୋତ୍ତମ କ୍ଷେତ୍ର ନୀଳାଚଳ ପୁରୀକୁ ଭଗବାନଙ୍କ ଆୟୁଧ ଶଙ୍ଖ ସହ ସଂପୃକ୍ତ କରାଯାଇ ଶଙ୍ଖକ୍ଷେତ୍ର, ଏକାମ୍ରନଗରକୁ ଚକ୍ର ସହ ସଂଯୁକ୍ତ…

ଶ୍ରୀବତ୍ସ ପଣ୍ଡା 

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ସ୍ବାଧୀନତା ଆନ୍ଦୋଳନ, ସାହିତ୍ୟ ସୃଷ୍ଟି, ଗୋରକ୍ଷା, ଧର୍ମସଂସ୍କାର କ୍ଷେତ୍ରରେ ସାହସିକ ପଦକ୍ଷେପ ନେଇ ଇତିହାସ ରଚିଥିଲେ ସେ ! କେବଳ ଓଡ଼ିଶା ନୁହେଁ, ଭାରତଭୂଖଣ୍ଡର ସେ ଥିଲେ…

ଶରତ ପୂଜାରୀ

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ରୋମାଣ୍ଟିକ ଚିରସବୁଜ ସୁପରଷ୍ଟାର ଅଭିନେତା, ନିର୍ଦ୍ଦେଶକ,  ସମାଲୋଚକ, ଲେଖକ, ଅଧ୍ୟାପକ ଓ ସଂଗଠକ ତଥା ସମ୍ମାନନୀୟ ଜୟଦେବ ପୁରସ୍କାର ସମେତ ବହୁ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାରରେ ସମ୍ମାନିତ ଓ ଉଦ୍ଭାସିତ ଅମର ପ୍ରତିଭା ଶରତ ପୂଜାରୀ ! ନୟାଗଡ଼ ଜିଲ୍ଲା ଖଣ୍ଡପଡାରେ ଜନ୍ମିତ ଏହି…

ଅଷ୍ଟମହାବୀରଙ୍କ ପୀଠ

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ନିଜର ସଂସ୍କୃତି ପରମ୍ପରା ତଥା ଐତିହ୍ୟ ପାଇଁ ସାରା ଭାରତ ବର୍ଷରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏହାର କୋଣ ଅନୁକୋଣ ଇତିହାସ ସହ ସଂଶ୍ଳିଷ୍ଟ ରହିଛି । ପଶ୍ଚିମ ଓଡ଼ିଶାର ମାଳଭୂମି, ପାହାଡ଼, ଜଙ୍ଗଲ, ନଦୀ, ଝରଣା, ମନ୍ଦିର ମାନଙ୍କର ଏକ ବିଶେଷ ଆକର୍ଷଣ ରହିଛି…

କୋଟି ଶିବଲିଙ୍ଗର ପାହାଡ଼

ଲେଖା: ଦେଵ ତ୍ରିପାଠୀ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକରୁ ୧୩କି.ମି. ଦୂର କୁଟୁଣଗୁଡାର କୁଟୁଣିପଦର ପାହାଡ଼ ଶିଖରରେ କୌଣସି ପ୍ରକାରର ଖନନ କରିବା ପୂର୍ବରୁ କେହି ବାରମ୍ବାର ଚିନ୍ତା କରିବାକୁ ବାଧ୍ୟହେବ, କାରଣ ଯେ କୌଣସି ସ୍ଥାନରୁ ଶିବଲିଙ୍ଗର ଆବିର୍ଭାବ ହୋଇପାରେ । ଉକ୍ତ ପାହାଡ଼ରେ କୋଟିଏରୁ ଉର୍ଦ୍ଧ୍ବ ଛୋଟବଡ଼ ଶିବଲିଙ୍ଗ ଥିବାର ସମ୍ଭାବନା ଅଛି…

ଦିବ୍ୟନୀତି

ଲେଖା: ଦେଵ ତ୍ରିପାଠୀ ~ ଦିବ୍ୟନୀତି ୧ ~ ~ ମଙ୍ଗଳ ଆରତୀ ~ ସେବକମାନେ ଶ୍ରୀମନ୍ଦିର ମଧ୍ୟରେ ପ୍ରବେଶ କରିବା ପରେ ଦିଅଁ ଶୟନ କରିଥିବା ଖଟଶେଯ ଇତ୍ୟାଦିକୁ ‘ଖଟଶେଯ ମେକାପ’ ସେବକ ଶେଯଘରକୁ ନେଇଯା’ନ୍ତି । ଦିଅଁମାନଙ୍କର ଶଯ୍ୟାତ୍ୟାଗ ପରେ ହୁଏ ମଙ୍ଗଳ ଆଳତି । ମଙ୍ଗଳ ଆଳତିରେ ତିନୋଟି ରୂପାଥାଳିରେ କର୍ପୁର,…

ବ୍ୟୋମକେଶ ତ୍ରିପାଠୀ

~ ବ୍ୟୋମକେଶ ତ୍ରିପାଠୀ ~ ଲେଖା: ଅମୃତେଶ ଖଟୁଆ ଗୋଟିଏ ସାକ୍ଷାତକାରରେ ସେ କହିଥିଲେ, “Theatre is mediation to me. . . I have a long straight nose and I would like to follow the long, straight path.” ଦେହାବସାନ ପୂର୍ବରୁ ଭୁବନେଶ୍ଵରରେ ବିଦଗ୍ଧ ବିଶ୍ଵନାଟକ ପ୍ରଯୋଜନା…