admin

admin

ଦିନନାଥ ପାଠୀ

ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରେ ଦିଗପହଣ୍ଡି । ଢୁମ୍ପା, କଳାସଂସ୍କୃତି, ସାହିତ୍ୟ, ଗଡ଼ଜାତୀୟ ଇତିହାସ ଓ ଐତିହ୍ୟ ସୁରଭିତ ଦିଗପହଣ୍ଡି ମାଟି ମଧ୍ୟ…

ଢିଙ୍କି

ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା ଭିତରେ ପେଷି ହୋଇ ଯାଉଥିବା ମଣିଷ ହରାଇବସୁଛି ନିଜର କର୍ମଦକ୍ଷତା । ଏହି ସମାଜ ଆଧୁନିକତା ଛଳରେ ସହରୀସଭ୍ୟତା ସହ ନିଜକୁ ତଉଲି ଚାଲିବାର ଉଦ୍ୟମ କରିଛି…

ଏ ଜାତି ଗାଲମାଧବ (Part 1)

ଲେଖା: ଦେଵ ତ୍ରିପାଠୀ ଆଜକୁ ୨୦୦ ବର୍ଷ ତଳର କଥା । ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କଥା ! କଥା କିନ୍ତୁ କିମ୍ବଦନ୍ତୀ ନୁହେଁ ! ଏକ ସତ୍ୟତା ଉପରେ ପ୍ରତିଷ୍ଠିତ ଗୋଟିଏ ସମୟର କଥା ! ଏ କଥା ନା କେବେ ସ୍ପର୍ଶ କରିଛି ଗବେଷକର ଅନ୍ୱେଷଣକୁ ନା କେବେ…

ଐର ଖାରବେଳ

ଲେଖା: ନିରଞ୍ଜନ ସାହୁ ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କାହାଣୀ। କାହାଣୀ କିନ୍ତୁ କିମ୍ବଦନ୍ତୀ ନୁହେଁ ! ଏକ ସତ୍ୟତା ଉପରେ ପ୍ରତିଷ୍ଠିତ ଗୋଟିଏ ସମୟର କଥା ! ଐତିହାସିକ ମାନଙ୍କର ବ୍ୟବଚ୍ଛେଦ ଜନିତ ନିଃସୃତ ନୂତନ ତଥ୍ୟ ! କେତେ ବାସ୍ତବ କଥା ସତେ ! ଗୋଟିଏ ପରେ ଗୋଟିଏ ବ୍ୟବଚ୍ଛେଦ,…

ଶିଳାହସ୍ତୀ

ଲେଖା: ଦେବ ତ୍ରିପାଠୀ   ଏକଦା କଳିଙ୍ଗ ଥିଲା ରାଜା-ମହାରାଜାଙ୍କ ଗୌରବମଣ୍ଡିତ ଚାରୁକଳାର ରାଜ୍ୟ । ବିଶାଳ ଓ କୃଷ୍ଣକାୟ ହସ୍ତୀ ପାଇଁ ପ୍ରସିଦ୍ଧ ଏଇ ରାଜ୍ୟରେ ରାଜା ହସ୍ତୀପୃଷ୍ଠରେ ବସି ପାରିଧି କରିବା ଥିଲା ପରମ୍ପରା । କଳିଙ୍ଗର ଅରଣ୍ୟ ଥିଲା ବିଶାଳକାୟ ଦନ୍ତୀ (ମାଈ ଦନ୍ତାହାତୀ) ପାଇଁ ପ୍ରସିଦ୍ଧ । ଉତ୍କଳୀୟ ଧର୍ମ,…

ଖୁଦୁରୁକୁଣୀ

ଲେଖା: ଦେଵ ତ୍ରିପାଠୀ ପ୍ରଥମ ଜମ୍ବୁଦ୍ଵୀପେ ସାର,  ବେଢିଛି ଲବଣ ସାଗର । ତହିଁରେ ରାଜା ତାଳଧ୍ୱଜ, ବହୁତ ଆୟତନ ରାଜ୍ୟ । ବହୁତ ସାଧବ ଅଛନ୍ତି, ବୋଇତ ବାଣିଜ୍ୟ କରନ୍ତି । ତହିଁରେ ଏକ ସାଧବର,  ତନୟବନ୍ତ ନାମ ତା’ର । ଝିଅର ନାମ ତଅପୋଇ, ସବୁହୁଁ ଦୁଲଣା ଅଟଇ । ୰ ଗୋପୀନାଥ…

ଭୁବନେଶ୍ଵରୀ

ଲେଖା: ଅରବିନ୍ଦ ମହାନ୍ତି ଏକାମ୍ରକ୍ଷେତ୍ର ଭୁବନେଶ୍ୱରର ଅଧିଷ୍ଟାତ୍ରୀ ଦେବୀ ଭାବେ ସୁପରିଚିତା ଦେବୀ ଭୁବନେଶ୍ଵରୀ। ଏକାମ୍ରକ୍ଷେତ୍ର ଯେପରି ଗୁପ୍ତ ସେଇଭଳି ଗୁପ୍ତ ରହସ୍ୟା ଯୁକ୍ତ ଦେବୀଙ୍କ ତତ୍ଵ ମଧ୍ୟ। ସେ ମହାପ୍ରଭୁ ତ୍ରିଭୁବନେଶ୍ଵରଙ୍କ ଶକ୍ତି ସ୍ୱରୁପା। ସେଥିଲାଗି ତାଙ୍କ ନାମ ମଧ୍ୟ ତ୍ରିଭୁବନେଶ୍ଵରୀ। ତ୍ରିଭୁବନେଶ୍ଵରୀ ଶବ୍ଦରୁ ପରବର୍ତ୍ତୀ କାଳରେ ଭୁବନେଶ୍ଵରୀ ନାମ ଉଦ୍ଧୃତ ହୋଇଅଛି। ଏକାମ୍ର…

ଅଁଳା ନବମୀ

ଲେଖା: ଡ଼ାଃ କୁମାର ଅରୋଜ୍ୟୋତି   କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି “ଅଁଳା ନବମୀ” ରୂପେ ପାଳିତ ହୁଏ। ଏହି ତିଥିରେ ଦାନ-ପୁଣ୍ୟାଦି କର୍ମ କଲେ ସୌଭାଗ୍ୟ ଅର୍ଜିତ ହୁଏ ବୋଲି ବିଶ୍ୱାସ ରହିଛି। ଏହି “ଅଁଳା ନବମୀ” ତିଥିରେ କରାଯାଇଥିବା ପୁଣ୍ୟାଦି କେବେହେଲେ କ୍ଷୟ ହୁଏନାହିଁ ବା ଅକ୍ଷୟ ରହିଥାଏ, ତେଣୁ ଏହାକୁ…