admin

admin

ପଶ୍ଚିମ ଓଡ଼ିଶାର ଲୋକନୃତ୍ୟ

ଲେଖା: ଶିବାଶିଷ ମହାପାତ୍ର ପଶ୍ଚିମ ଓଡ଼ିଶାର ଲୋକନୃତ୍ୟ,  ସଂସ୍କୃତି, ପରମ୍ପରା ତଥା ଚାଲିଚଳନ ପୂର୍ବ ଓଡ଼ିଶାନୁ ଅଲଗା । ଅଲଗା ଇତାର ଭାଷା ତଥା ନାଚ ତଥା ଗୀତ । ଆଜିବି ଇ ଯାଗା ତଥା ବିଭିନ୍ନ ସମିଆରେ ପାରମ୍ପରିକ ଲୋକଗୀତ ଆଉ ଲୋକନୃତ୍ୟ କେ ନୁରା ଯାଏସି ଲୋକବାଦ୍ୟର ସାଙ୍ଗେ । ଗୋଡ଼୍ ମାନେ…

ବୋଇତବନ୍ଦାଣ

ଲେଖା: ସୁଚେତା ପ୍ରଧାନ ଚନ୍ଦ୍ରାକିତ ରଜନୀ। କୁହୁଡିର ମଳିନ ଆସ୍ତରଣ ତଳେ ରୂପେଲି ଜ୍ୟୋତ୍ସ୍ନା ସୃଷ୍ଟି କରୁଥାଏ ଏକ ଅପରୂପ ମାୟା। ରାତି ପାହିଲେ ମହା କାର୍ତ୍ତିକର ମହା ପୂର୍ଣ୍ଣିମା। ରାତି ପାହିବାକୁ ତର ସହେନି। ଶିଶିର ସ୍ନାତ ପାହାନ୍ତି ପ୍ରହର ପୂର୍ବରୁ ଓଡିଶାର ଘରେ ଘରେ ଚହଳ। ବୋଇତ ବନ୍ଦାଣର ବେଳା। ଭଳିକି ଭଳି…

ନୀଳମଣି ବିଦ୍ୟାରତ୍ନ

ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .

କଟକ କ୍ଲବ୍

ପରାଧୀନ ଭାରତବର୍ଷ । ଶାସନର ଡୋରି ଇଂରେଜମାନଙ୍କ ହାତରେ । ଭାରତୀୟମାନଙ୍କ ଉପରେ ଅତ୍ୟାଚାର କାମରୁ ଟିକିଏ ଫାଙ୍କା ସମୟ ପାଇଲେ କଟକୀ ବ୍ରିଟିଶ ଅଫିସରମାନେ ଏକାଠି ହେଉଥିଲେ ବାରବାଟୀ ଦୁର୍ଗ ପରିସରରେ । ମଉଜମଜଲିସ ପାଇଁ ଚାଳଛପର ଘରେ ଆରମ୍ଭ କଲେ ଏକ କ୍ଲବ୍ । ତେବେ ସେ କ୍ଲବଟି କଳା ଭାରତୀୟମାନଙ୍କ ପାଇଁ ଥିଲା ନିଷିଦ୍ଧାଞ୍ଚଳ !

ଭୁବନେଶ୍ୱର ବେହେରା

ଇତିହାସର ବହୁ ଚର୍ଚ୍ଚିତ ମହାତ୍ମା ଅବା ମହାନାୟକ ମାନଙ୍କୁ ମନେପକାଇବା ବେଳେ ଅନ୍ତରାଳେ ରହିଯାଏ ଭାରତୀୟ ସ୍ବାଧୀନତା ସଂଗ୍ରାମର କେତେ କେତେ ଅକୁହା କାହାଣୀ, ଦୁର୍ଗମ ପାହାଡ଼ ଜଙ୍ଗଲ ଘେରା ଶ୍ଵାପଦସଙ୍କୁଳ ରାସ୍ତାରେ ରାଷ୍ଟ୍ରୀୟ ଜୀବନ ଆଡ଼କୁ ଏହି ଅଳ୍ପଜ୍ଞାତ ମୁକ୍ତିସଂଗ୍ରାମର ସେତୁ ଯୋଡିଥିବା ନାୟକମାନଙ୍କ କାହାଣୀ ଓ ଗାଥା । ଆମେ ଭୁଲିଯାଉ ସେହି ବୀରପୁରୁଷଙ୍କ ଆତ୍ମୋତ୍ସର୍ଗ ଓ ଆହୂତିର ଅଭୁଲା ଆଲେଖ୍ୟ !

ଭକ୍ତକବି ମଧୁସୂଦନ ରାଓ

ଲେଖା: ଦେଵ ତ୍ରିପାଠୀ “ଢଳ ଢଳ ସୁନୀଳ ସରସୀ ଜଳଢଳ ଢଳ ଶ୍ୟାମଳ ନଳିନୀ ଦଳ,ଢଳ ଢଳ ଭାସ୍କର ରଶ୍ମି ଉଜ୍ଜ୍ବଳତା’ ମଧ୍ୟେ ଢଳ ଢଳ ତୁହି କମଳ ।” ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା। ସେ ଏକାଧାରରେ…