admin

admin

ଉମାକାନ୍ତ ମିଶ୍ର

ଲେଖା: ଜଗଦୀଶ ପାଣିଗ୍ରାହୀ ~ ଉମାକାନ୍ତ ମିଶ୍ର ~ “ଘୁମୁସରର ଗୈାରବ” ଖ୍ୟାତନାମା ଅଭିନେତା (ଚଳଚ୍ଚିତ୍ର ନାୟକ) ତଥା ବରିଷ୍ଠ ଓକିଲ ଉମାକାନ୍ତ ମିଶ୍ର । ‌ଚଳଚ୍ଚିତ୍ର ଜଗତରେ ଘୁମୁସରର ପ୍ରଥମ ହିରୋ, ବିଶିଷ୍ଟ ଓକିଲ, ବିଧାୟକ, ସାହିତ୍ୟିକ, ଶିକ୍ଷାପ୍ରେମୀ, ସମାଜସେବୀ, ନାଟ୍ୟକାର, ନିର୍ଦ୍ଦେଶକ ଡ୍ରାମା ତଥା ଚଳଚ୍ଚିତ୍ର ଅଭିନେତା । ଭଞ୍ଜନଗର ନିକଟସ୍ଥ ସାନକୋଦଣ୍ଡା…

କୁମାରେଶ୍ୱର ମହାଦେବ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଡେଲାଙ୍ଗ ବ୍ଲକ ଗ୍ରାମ ଇନ୍ଦିପୁର ଗ୍ରାମର କୁମାରେଶ୍ୱର ମହାଦେବ ମନ୍ଦିର ~ ଇତିହାସ ସହ କିଛିଟା ଅନ୍ତରଙ୍ଗ ହେବା ପାଇଁ, ଇତିହାସର କେତୋଟି ପୃଷ୍ଠା ଲେଉଟାଇ, ଫଗୁଣର ଏକ ଉଷ୍ମ ସକାଳେ “ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା” ଆରମ୍ଭ କଲୁ କଟକ ପ୍ରେସ୍ ଛକ ନିକଟରୁ l ପୂର୍ବରୁ ଯୋଜନା…

ଅନନ୍ତଶାୟୀ ବିଷ୍ଣୁ

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଅନନ୍ତଶୟନ ବିଷ୍ଣୁ ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…

ଭଞ୍ଜ

ଲେଖା: ନିରଞ୍ଜନ ସାହୁ ~ ଭଞ୍ଜ ପରିକ୍ରମା: ବହୁ ମତ, ସହସ୍ର ସମ୍ମତ, ସାମାନ୍ୟ ବିଦ୍ୱେଷ ~ “ପୁରା କବିନାଂ ଗଣନା ପ୍ରସଙ୍ଗେ, କନିଷ୍ଠିକାଧିଷ୍ଠିତ କାଳିଦାସଃ, ଅଦ୍ୟପି ତତ୍ତୁଲ୍ୟ କବେର ଭାବାତ୍, ଅନାମିକା ସାର୍ଥବତୀ ବଭୁବ ।” କୌଣସି କାବ୍ୟମର୍ମଜ୍ଞ ସମାଲୋଚକ ସଂସ୍କୃତ କବିମାନଙ୍କର ମୂଲ୍ୟାଙ୍କନ ପ୍ରସଙ୍ଗରେ ଆଲୋଚନା କରିବାକୁ ଯାଇ କାଳିଦାସଙ୍କୁ ଶ୍ରେଷ୍ଠ କବି…

ମନୋଜ ଦାସ

ଲେଖା: ନିରଞ୍ଜନ ସାହୁ ଓଡ଼ିଆ, ଭାରତୀୟ ତଥା ଆନ୍ତର୍ଜାତୀୟ ସାହିତ୍ୟ କ୍ଷେତ୍ରରେ ସୁପରିଚିତ ସମ୍ଭ୍ରାନ୍ତଶିଳ୍ପୀ ଶ୍ରୀ ମନୋଜ ଦାସ । ମହୋଦୟେଷୁ, ଆଧୁନିକ ଓଡ଼ିଆ, ଭାରତୀୟ ତଥା ଆନ୍ତର୍ଜାତୀକ ସ୍ତରରେ ଆପଣ ଏକ ସୁପରିଚିତ ତଥା ସମ୍ଭ୍ରାନ୍ତ ଶିଳ୍ପୀ। ଯୋଗଜନ୍ମା କଥାଶିଳ୍ପୀ ଫକୀରମୋହନଙ୍କର ଉତ୍ତରଣ ପର୍ବର ଜଣେ ସାର୍ଥକ ଉତ୍ତର ପୁରୁଷ। ମହାନ ଭାରତୀୟ ପରମ୍ପରା, ପୁରୋଦୃଷ୍ଟି…

ମନୋଜ ଦାସ

ଲେଖା: ପ୍ରଳୟ ନାୟକ “ମନୋଜ ଦାସ” ବୋଇଲେ କଣ . . ? ? ଭାରତୀୟ ଉପମହାଦେଶ’ର ଶେଷ ଏକ ସୀମାନ୍ତ’ର ଶଙ୍ଖାରୀ ବୋଲି ଅଖ୍ୟାତ ପଲ୍ଲୀ ରେ ଜନ୍ମହୋଇ ସ୍ଵୀୟ ଧୀ ଓ ଆଧ୍ୟାତ୍ମିକ ଉପଲବ୍ଧି ସହଯୋଗେ ଅନନ୍ୟ ବାଣୀବିଳାସ’ର ସୁମହାନ ରୂପକାର . . ! ! ! ନିଜ ଶବ୍ଦର ଯାଦୁରେ…

ଆମ ଲୋକସାହିତ୍ୟ

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ ‘‘ହାତ ଚାଖଣ୍ଡେ ଖୋଳିବ ଗାତ, ପତର ଖଣ୍ଡିକେ ନ ଦେବ ହାତ, ଚାଖଣ୍ଡେ ମାପି ଭାଙ୍ଗିବ ଭଣ୍ଡା, ତେବେ ସେ ଦେଖିବ କଦଳୀ ପେଣ୍ଡା ।” ଏମିତି ଆମ ଗାଁ ଗହଳିରେ କେତେ ବଚନ ଶୁଣୁ ! କଦଳୀ ଚାଷକୁ ନେଇ ଇଏ ଆମ #ଲୋକଗୀତ…

ଆମ ଲୋକସାହିତ୍ୟ

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ “ଚଇତି ସକାଳ ନିର୍ମଳ ଜଳ, ଜଳେ ହସୁଛନ୍ତି କଇଁ କମଳ । ଦଳ ପିମ୍ପୁଡ଼ି ଡାହୁକ ଗର୍ଜନ, କୁମ୍ଭାଟୁଆ ହୁଁ ହୁଁ କରୁଚି ଶୁଣ । ବିଲ ମାଳେ ଗଲେ ଟିଁ ଟିଁ ଗାଇ, ଜାଲ ନେଇଗଲେ କେଉଟ ରାଇ।” (#ଚଇତିଘୋଡ଼ା_ଗୀତ) ଚଇତିଘୋଡ଼ା ଗୀତ !…

ଆମ ଲୋକସାହିତ୍ୟ

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ ଇଏ ଆମ ଗାଁ ଗହଳିର ଅସିଆ କାଳର ମସିଆ କଥା ! ବେଳବୁଡ଼ି ଆସିଲା ବେଳକୁ ବଳଦ ଆଡ଼େଇ ଶଗଡ଼କୁ ଘରମୁହାଁ କରାଉଥିବ ଚଷାପୁଅ ! ଲହରା ସୁର ତା’ର ଭାସି ଆସୁଥିବ କାଇଁ କେତେ ଦୂରରୁ ! “ଦୂରକୁ ସୁନ୍ଦର ତ ପରବତମାଳ ଗାଆଁକୁ…

ଆମ ଲୋକସାହିତ୍ୟ

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ “ସାଧୁସନ୍ଥ ଜନଙ୍କର ପରମ କାରଣ ଦୁଷ୍ଟ ଜନଙ୍କର ଗର୍ବର ଗଞ୍ଜନ, ସନ୍ଥ ପ୍ରାଣୀଙ୍କର ଆରତ ତରୁଥିବ ରାମ ରାମ ବାଇଲେ କି ଛାଡିଯିବ ପାପ ଏ ଘଟରୁ ମୁକ୍ତ କର ହେ ପ୍ରଭୁ ରାମ ସଦା ତୁଣ୍ଡେ ନେଉ ଅଛି ତୁମ୍ଭରି ହେ ନାମ ।”…