Physical Address
Sai Samarpanam, Satya Vihar, Bhubaneswar

ଲେଖା: ଅମ୍ବରୀଶ ମଙ୍ଗରାଜ ~ ପାଣ୍ଡଵବଖରା ~ ପରୀକ୍ଷା ତାରିଖ ଘୁଂଚି ଘୁଂଚି ଯାଉଥାଏ, କେବଳ ମୋରି କାରଣରୁ ଆମର ଅଲ ବିରୁନି,ମାକ୍ରୋ ପୋଲୋ ସବୁ କୁଆଡେ ଯାଇ ପାରୁନଥିଲେ | ଯେହେତୁ ଅଳ୍ପ ସମୟ ହାତରେ ଥିଲା ମୁଁ ରାଜି ହେଲି ଯିବା ପାଇଁ କିନ୍ତୁ ସର୍ତ ଅଳ୍ପ ଦୂରତା ଭିତରେ ଆମର ଏ…

ଲେଖା: ଦେଵ ତ୍ରିପାଠୀ ଉତ୍କଳ ଗଜପତିଙ୍କ ଶାସନାଧୀନ ଅଞ୍ଚଳ ହେଲେ ହେଁ #କନିକା ଥିଲା ସ୍ବତନ୍ତ୍ର ଗୁରୁତ୍ବର ଅଧିକାରୀ ! ଉତ୍କଳର ସାମରିକ ଇତିହାସରେ କନିକାର ଶହେ ଆହୁଲା ବିଶିଷ୍ଟ ରଣତରି ଯେ କିଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଥିଲା, ତାହା ବ୍ରିଟିଶ ଐତିହାସିକ #ହାମିଲଟନଙ୍କ ପ୍ରଶଂସମୁଖରିତ ବିବରଣୀରୁ ଜଣାପଡ଼େ ! କନିକା ମାଟିର ବୀରତ୍ବର…

ଲେଖା: ଦେଵ ତ୍ରିପାଠୀ ୧୬୦୦ ଖ୍ରୀଷ୍ଟାବ୍ଦ ! ଦୁର୍ଗ-ଜାଲ ଜଡ଼ିତ ଓଡ଼ିଶା ପ୍ରଦେଶ ଭ୍ରମଣରେ ଆସିଥିଲେ ବିଦେଶୀ ପରିବ୍ରାଜକ #ଆବୁଲ_ଫାଜଲ ! ଭୂଖଣ୍ଡର ବିଭିନ୍ନ ସ୍ଥାନରେ ସେ ଦେଖିଥିଲେ ଛୋଟବଡ଼ ଗଡ଼ସବୁ ! ପ୍ରତ୍ୟେକ ଗଡ଼ ଥିଲା ଏକ ଏକ ଗଡ଼ଜାତ ରାଜ୍ୟର ଆଭିଜାତ୍ୟପୂର୍ଣ୍ଣ ରାଜଧାନୀ ! ସୈନ୍ୟସାମନ୍ତ ଅଧ୍ୟୁଷିତ ସେଇ ଗଡ଼ଗୁଡ଼ିକର ଅଧିପତିମାନେ ଥିଲେ…

ଲେଖା: ଦେଵ ତ୍ରିପାଠୀ ~ କନିକା ~ “ତାଳୀବନ-ଶ୍ୟାମ କନିକା, କୁଜଙ୍ଗ ମରିଚ ହରିଶପୁର ଅସ୍ତରଙ୍ଗ । ବରାହ-ପାଳିତ ବାଲିପୂର୍ଣ୍ଣ ଆଳି କ୍ଷତ୍ରିବୃନ୍ଦ ଯାର ମହାବୀର୍ଯ୍ୟଶାଳୀ ।” (#ନନ୍ଦିକେଶ୍ୱରୀ/କବିବର ରାଧାନାଥ) ଇଏ ଏମିତି ଏକ ରାଜ୍ୟ, ଯାହାର ସୁଦୁର ଅତୀତକୁ ରୋମନ୍ଥନ କଲେ ଦୃଶ୍ୟମାନ ହୁଏ ଇତିହାସର ବହୁ ବିସ୍ମୟକର ସ୍ମାରକୀ ! ନାଚି ଯାଏ…

ଲେଖା: ଦେଵ ତ୍ରିପାଠୀ ~ କନିକା ~ ପୂର୍ବ ଆଲୋଚନା ଗୁଡ଼ିକରୁ ଆମେ ଜାଣିଛେ କନିକାର ବୀରଯୋଦ୍ଧାଗଣ ପ୍ରାୟ ଦୁଇଶହ ବର୍ଷ କାଳ ମୁସଲମାନ, ମୋଗଲ, ମରାଠାମାନଙ୍କ ସହ ଓ ଅର୍ଦ୍ଧ ଶତାବ୍ଦୀ କାଳ ବ୍ରିଟିଶ ଶକ୍ତି ବିରୁଦ୍ଧରେ ନିଜର ବିଜୟଯାତ୍ରା ବଜାୟ ରଖିଥିଲେ । କନିକାର ବଳ ଦମ୍ଭ ଅତୁଟ ରହିବାର କେତୋଟି ବଳିଷ୍ଠ…

ଲେଖା: ସୋମେନ୍ଦୁ ଶତପଥୀ ~ ଢେଙ୍କାନାଳର ଆଦ୍ୟଦେବୀ ~ ଆମ ଢେଙ୍କାନାଳର ଆଦ୍ୟଦେବୀ କିଏ ? ନିଶ୍ଚିତ ଭାବରେ ଯିଏ ଏହି ଯାଗାଟିକୁ ପ୍ରଥମେ ସ୍ଥାପନ କରିଥିବ ସେ ଯଦି ନିଜେ କେଉଁ ଦେବାତା ବା ଦେବୀଙ୍କର ମୂର୍ତ୍ତିସ୍ଥାପନ କରିଥିବ ସେ ହିଁ ଢେଙ୍କାନାଳର ଆଦ୍ୟଦେବୀ ବା ଦେବତା ହୋଇଥିବେ। ପିଲାଦିନର କଥା ମନେପଡ଼ିଲା। ବାପା…

By: Arpan Gourav Dash ~ Naga (ନାଗା) ~ The idol of Naga represents the age old Jaga Akhada culture of Puri. According to scholars, Nagas are saint of Shaiva sect who were practicing bodybuilding, wrestling and protecting the Temple from…

ଲେଖା: ସୁଦର୍ଶନ ସାହୁ ~ଆମ ଓଡ଼ିଆ ପରମ୍ପରାରେ କଂସାଥାଳି ~ ଉତ୍କଳୀୟ ପରମ୍ପରାରେ କଂସାଥାଳି ର ବ୍ୟବହାର କାହିଁ କେବେଠୁ ରହିଆସିଛି । ପିଢ଼ା, ପାଣି ଥୋଇବା ପରେ କଂସାଥାଳିରେ ଭାତ ବଢ଼ାଯାଏ #ଓଡ଼ିଆଣୀ ହାତରେ ! ଏହା ଛଡ଼ା ଗ୍ରାମଦେବତୀଙ୍କ ଠାରେ ଉଖୁଡ଼ା ଭୋଗ, ବିଷ୍ଣୁ ମନ୍ଦିରରେ ଶଙ୍ଖୁଡ଼ି (ଖେଚୁଡ଼ି) ଭୋଗ, ଅତିଥି, ଅଭ୍ୟାଗତ,…

ଲେଖା: ଦେଵ ତ୍ରିପାଠୀ ~ କଂସାର କୁଣୁଆ ~ ନଵେ ଦଶକର କୌଣସି ଏକ ସନ୍ଧ୍ୟା । ତତ୍କାଳୀନ ବମ୍ବେ ବିଶ୍ୱବିଦ୍ୟାଳୟର ଅଡିଟୋରିୟମ୍ । ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାର ପୁରସ୍କାର ବିଜେତାଙ୍କ ନାମ ଘୋଷଣା ପୂର୍ବରୁ ଉପସ୍ଥାପକଙ୍କ କଣ୍ଠରୁ ନିଃସୃତ ହେଲା ଭାବଗର୍ଭକ କେଇପଦକଥା ! କଣ୍ଠରେ ଅଦ୍ଭୁତ ଉଚ୍ଛ୍ୱାସ ରଖି ସେ ବଖାଣି ଚାଲିଥିଲେ…

ଲେଖା: ଶ୍ରୀକାନ୍ତ ସିଂହ ~ ରାଜଗିରି ଜଳପ୍ରପାତ ~ ଅପରୂପା ପ୍ରକୃତି କୋଳରେ କିଛି ସମୟ ଅତିବାହିତ କଲେ, ମଣିଷକୁ ଯେଉଁ ସୁଖ, ଶାନ୍ତି ଓ ଖୁସି ମିଳେ ତାହା ଅବର୍ଣ୍ଣନୀୟ, ଅକଳ୍ପନୀୟ l ଆଉ ସେଇସବୁ ସୁଖ ଚୀରଦିନ ପାଇଁ ହୋଇ ଉଠେ ସ୍ମରଣୀୟ l ଯାତ୍ରାକାଳୀନ ସ୍ୱଳ୍ପ ଅବଧିର ସୁଖଦ ମୁହୂର୍ତ୍ତସବୁ ଆମ…