Physical Address
Sai Samarpanam, Satya Vihar, Bhubaneswar
ଘଣ୍ଟପାଟୁଆ ଲେଖା: ଅମୃତେଶ ଖଟୁଆ “ବରଗଛ ଘାଉଁ ଘାଉଁ, ଗାଉଣି ଭାଇକି ପଚାରୁ ଅଛି ଘଟ ଜନମିଲା କାହୁଁ । ଘଟ ଜନମିଲା ଈଶ୍ଵରଙ୍କ ଠାରୁ . . .” ଓଲଟ କଳସରେ ଚିତ୍ରିତ ଦେବୀଙ୍କ ପଞ୍ଚମୁଖୀ ଚଳନ୍ତି ଘଟ ସହ ସେଥିରେ ପବିତ୍ର ନଦୀ ଘାଟରୁ ପାଣି ତୋଳି ସୂର୍ଯ୍ୟ ଦେବତାଙ୍କର ଉପସ୍ଥିତିରେ ରାଉଳ…
~ ‘ଅଲାଗିପାଳି’ ଓ ମାଣବସା ଗୁରୁବାରର ‘ଧାନମାଣିକା’ ମାହାତ୍ମ୍ୟ ~ ଲେଖା: ଅମୃତେଶ ଖଟୁଆ ଉଜ୍ଜ୍ବଳ ସୁବର୍ଣ୍ଣମୟ ସୂର୍ଯ୍ୟାସ୍ତ ସହ ମାର୍ଗଶିର ମାସର ହେମନ୍ତ ଆକାଶ ସୁସଜ୍ଜିତ ହୋଇ ରହିଥାଏ ନବଶସ୍ୟର ଅମଳ ନିମନ୍ତେ । ରବି ଶସ୍ୟର ସବୁଜିମା କ୍ଷେତଗୁଡ଼ିକୁ ନିଆରା ରଙ୍ଗ ତୂଳୀରେ ବର୍ଣ୍ଣିଳ କରିସାରିଛି । ଏଥିରେ ଲକ୍ଷ୍ମୀ ଦେବୀଙ୍କର ସ୍ବର୍ଗୀୟ…
~ ଧାନମାଣିକା ଓଷା, ମାଣବସା ଗୁରୁବାର ~ ଲେଖା: ଅମୃତେଶ ଖଟୁଆ ପ୍ରଶାନ୍ତ ବନରାଜିନୀଳାର ଶ୍ୟାମଳ ପ୍ରକୃତିକୁ ଆଶ୍ରୟ କରି ଆର୍ଯ୍ୟେତର ବନବାସୀ ସମାଜର ଉପକ୍ରମ ସଙ୍ଗେ ପ୍ରାଚୀନ ଆରଣ୍ୟକ ଜନବସତିଠାରୁ ପୁନଶ୍ଚ ପୃଥକ ହୋଇ କ୍ରମେ ଦ୍ରାବିଡ଼ାଦି ଗଣଙ୍କ ଆଗମନରୁ ସାମୂହିକ ଜନସମାଜ ମଧ୍ୟରେ ଅରଣ୍ୟଜୀବୀ ଓ ଆର୍ଯ୍ୟ ପ୍ରଭୃତି ରାଜକୀୟ ବର୍ଗ ଏକତ୍ର…
~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…
~ ଲଙ୍ଗୁଳୀ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ଭାରତର ସର୍ବକାଳୀନ ପ୍ରାଚୀନ ସହରମାନଙ୍କ ମଧ୍ୟରୁ ଅନ୍ୟତମ ହେଉଛି ଆମର ଏଇ କଟକ ନଗର । ମହାନଦୀ କୂଳ କଟକର ଏହି ଅଞ୍ଚଳରେ ମାନବ ସଭ୍ୟତାର ଅଭ୍ୟୁଦୟ କେବେ ହୋଇଥିଲା, ଏହି ପ୍ରଶ୍ନର ଯୁକ୍ତିଯୁକ୍ତ ଓ ଯଥାର୍ଥ ଉତ୍ତର କାହାରି ପାଖରେ ନାହିଁ; ଏ ସମ୍ପର୍କରେ…
ବାଇମୁଣ୍ଡି ଲେଖା: ନିରଞ୍ଜନ ସାହୁ ସୋମବଂଶୀ ରାଜା ଜନ୍ମେଜୟ ଚୌଦ୍ଵାର ପର୍ଯ୍ୟନ୍ତ ଅଧିକାର ପୂର୍ବକ ଆଗ୍ରାହାଟ ଠାରେ ଯଜ୍ଞାନୁଷ୍ଠାନ କରିଥିଲେ। ତାଙ୍କ ପରେ ପ୍ରଥମ ଯଯାତି ଓ ଧର୍ମରଥ ମଧ୍ୟ ଏହି ଅଞ୍ଚଳରେ ଶାସନ କରିଥିଲେ। ଚୌଦ୍ଵାରରେ ସୋମବଂଶୀମାନେ ଚାରିଗୋଟି ଦ୍ଵାର ବିଶିଷ୍ଟ ରାଜଧାନୀ ସ୍ଥାପନ କରିଥିବାରୁ ଏହି ସ୍ଥାନର ନାମ ଚୌଦ୍ଵାର ହୋଇଥିଲା।…
ଗବେଷଣା ଓ ଉପସ୍ଥାପନା: ଡ. ମନୋରମା ଦାଶ ତ୍ରିପତି ଗାୟକରତ୍ନଙ୍କ ସାରସ୍ଵତ ପ୍ରତିଭା: ଏକ ଆଲୋଚନା ସାହିତ୍ୟ, ସଙ୍ଗୀତାଦି କଳା କ୍ଷେତ୍ରରେ ଅତୀତରେ ଏକ ଗୌରବମୟ ଐତିହ୍ୟ ଅର୍ଜନ କରିଥିବା ପବିତ୍ର ବଡ଼ଖେମୁଣ୍ଡି ମାଟିରେ ୧୮୯୧ ମସିହାରେ ପିତା କୈସାର୍ପୁ ଯୋଗେୟା ଦୋରା ଓ ମାତା ମହାଲକ୍ଷ୍ମୀଙ୍କ ଔରସରେ ଜନ୍ମଗ୍ରହଣ କରିଥିଲେ ତ୍ରିପତି ଗାୟକରତ୍ନ ।…
~ ଚିତୋଉ ପିଠା ~ ଲେଖା: ଅମୃତେଶ ଖଟୁଆ ସିନ୍ଦୂରା ଫାଟିବା ସହିତ ଫୁଟି ଉଠିବ ଶୂନ୍ୟ ତରା । ନବ ଊଷସୀର ଦେଦୀପ୍ୟ ଆଲୁଅ ପସରା ଦିଗବିଦିଗ ବିଛୁରି ଯିବ । ସତେ ଅବା ସେ ବିପୁଳ ରଶ୍ମିରାଶିରେ ନୁଆଁଣିଆ ଆକାଶରେ କେତେ ପୁଲକ, କେତେ ଉତ୍ସାହ । ସେହି ଆଲୁଅରେ ଆଲୋକିତ ଆଜି…
~ ଗଜପତି କପିଳେନ୍ଦ୍ର ଦେବ ~ ଲେଖା: ଅମୃତେଶ ଖଟୁଆ ବହୁକାଳ ବିଗତ ଇତିହାସର ସୁବର୍ଣ୍ଣ ପ୍ରହର ଦଣ୍ଡାୟମାନ । ସେପଟେ ଦାକ୍ଷିଣାତ୍ୟରେ ତୁମୁଳ କନ୍ଦଳର ସୂତ୍ରପାତରେ ବିଷଣ୍ଣ ଓଡ଼ିଆ ରାଜ୍ୟର ସୀମା । ସମସ୍ତ ଉନ୍ନତି ଲାଗି ପ୍ରଥମେ ପ୍ରାଚୀନ ସୀମା ରକ୍ଷିତ ହେବା ନିତାନ୍ତ ଆବଶ୍ୟକ ତାଙ୍କ ନିମନ୍ତେ । ଏଥିରେ ସମଗ୍ର…
ଲେଖା: ଅମ୍ବିକା ପଟ୍ଟନାୟକ ∼ କପାଳୀ ମଠ : ଓଡ଼ିଆ ସାମରିକ ଶକ୍ତିର ଅଭ୍ୟୁତ୍ଥାନ ପୀଠ ∼ ଭୁବନେଶ୍ୱରର ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିର ପଶ୍ଚିମ ଦିଗରେ ଅବସ୍ଥିତ ଚିତ୍ରକାରିଣୀ ମନ୍ଦିର ସମୂହ l ଲିଙ୍ଗରାଜ ମନ୍ଦିର କର୍ଜନ ସ୍ତମ୍ଭ ରାସ୍ତା ଦେଇ ପଶ୍ଚିମକୁ ଆଗେଇ ଚାଲିଲେ ଚିତ୍ରକାରିଣୀ ମନ୍ଦିର l ତେବେ ମନ୍ଦିର ଆଗରୁ…