Physical Address
Sai Samarpanam, Satya Vihar, Bhubaneswar

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ମାଣ ଶବ୍ଦ ; ଏକ ଆଲୋଚନା ~ ଓଡ଼ିଶାରେ ଲୋକେ ଵିଶ୍ଵାସ କରନ୍ତି ଯେ #ମାଣ ଶବ୍ଦଟି ସିଂହଭୂମି ଅଞ୍ଚଳର ଶବ୍ଦ ମାଣକି (କୋହ୍ଲ ସମ୍ପ୍ରଦାୟର ଗ୍ରାମମୁଖ୍ୟ ବା ମୁଣ୍ଡା ସର୍ଦ୍ଦାରଙ୍କୁ ମାଣକି କହନ୍ତି) ରୁ ସୃଷ୍ଟି ହୋଇଅଛି । ଅର୍ଥାତ୍ ମାଣକି…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ସିଦ୍ଧେଶ୍ୱର ମହାଦେବ ମନ୍ଦିର ~ ସିଦ୍ଧିକ୍ଷେତ୍ର ଶ୍ରୀ ସିଦ୍ଧେଶ୍ୱର ମହାଦେବ ମନ୍ଦିର, ଯେଉଁଠି ଆଶୁତୋଷ ମହାଦେବ ଭକ୍ତର ସମସ୍ତ ମନବାଞ୍ଛା ପୂର୍ଣ୍ଣ କରନ୍ତି l ସ୍ୱଚ୍ଛ ମନ ଆଉ ପବିତ୍ର ହୃଦୟନେଇ ଯେ କେହି ବି ଏଠାରେ ମହାଦେବଙ୍କୁ ପୂଜା ଆରାଧନା କଲେ ତାକୁ ସିଦ୍ଧିପ୍ରାପ୍ତ ହୁଏ ବୋଲି ଦୃଢ଼…

ଲେଖା: ଅମ୍ବିକା ପଟ୍ଟନାୟକ ~ ଆଶ୍ୱିନ ଅମାବାସ୍ୟା: ମହାଳୟା ଓ ପୋଲରୀ କଥା ~ ମହାଳୟା ନାମରେ କଥିତ ଆଶ୍ୱିନ ଅମାବାସ୍ୟା ପିତୃପକ୍ଷ/ଅପରପକ୍ଷର ଶେଷଦିନ l ଏକ କୃତଜ୍ଞ ସମାଜ ପିତୃପକ୍ଷଙ୍କୁ ଶ୍ରାଦ୍ଧତର୍ପଣ କରେ l ଶ୍ରାଦ୍ଧ ଆଉ କଣ କି, ଶ୍ରଦ୍ଧା ସହ ପୂର୍ବଜ ମାନଙ୍କୁ ସ୍ମରଣ କରିବା ହିଁ ଶ୍ରାଦ୍ଧ l ତେବେ…

ଲେଖା: ଶୁଭରଞ୍ଜନ ପୃଷ୍ଟି ~ କେଦାରେଶ୍ୱର ମନ୍ଦିର ~ ଆମ #ମାଦଳାପାଞ୍ଜି କହେ, ଶାସନର ପ୍ରାରମ୍ଭ କାଳରେ ରାଜା #ଅନଙ୍ଗଭୀମ ଦେବ ଚୌଦ୍ୱାର କଟକ ଠାରେ ଥିବା ପ୍ରସାଦ କିମ୍ବା ନହରରେ ଅବସ୍ଥାନ କରୁଥିଲେ । ତେବେ ପରବର୍ତ୍ତୀ ସମୟରେ ସୁରକ୍ଷା ଦୃଷ୍ଟିରୁ #ବାରଣାସୀ_କଟକ ରେ ନୂତନ ରାଜଧାନୀ ସ୍ଥାପନ କରିଥିଲେ । ମାଦଳାପାଞ୍ଜି ବ୍ୟତିରକେ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ “ଶୂନ୍ୟ ‘୦’ ସଂଖ୍ୟା” ~ ଆଜଟେକ୍ସ, ଇନକା ଓ ଇଜିପ୍ଟର ପ୍ରାଚୀନ ମାନଵ ସଭ୍ୟତାରେ ମଧ୍ୟ ଶୂନ୍ୟ ଆକାରର ଵିଭିନ୍ନ ଚିହ୍ନ ଆଵିଷ୍କାର ହୋଇଥିଲା । ପ୍ରାଚୀନ ଇଜିପ୍ଟରେ nfr (?) ବୋଲି ଏକ ଚିହ୍ନ ଵ୍ୟଵହାର ହେଉଥିଲା । ପ୍ରାଚୀନ ଇଜିପ୍ଟରେ ଏହାକୁ Nefertiti,…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~ ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

ସୌରଭିତ ସୃଷ୍ଟି: କଵିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ~ ତିଗିରିଆ ଗଡ଼ (କୁମ୍ଭାରଚକ) ~ ବାଙ୍କୀରେ ପଢ଼ୁଥିବାବେଳେ ମହାନଦୀ ପାରହୋଇ ଛୁଟିମାନଙ୍କରେ ମୁଁ ବଡ଼ାମ୍ବା ଓ ତିଗିରିଆକୁ ଯାଏଁ । ତିଗିରିଆରେ ବାପାଙ୍କ ମାମୁଁଘର । ବାପାଙ୍କ ମାମୁଁପୁଅ ଭାଇ ରାମକୃଷ୍ଣ ପଟ୍ଟନାୟକେ ଥାଆନ୍ତି #ଦିଆନ । ଚମ୍ପକ ଦ୍ବାଦଶୀ ଯାତ୍ରାଟା ତିଗିରିଆର ପ୍ରଧାନ ଉତ୍ସଵ ।…

ଗବେଷଣା ଓ ଉପସ୍ଥାପନା: ସୁଦର୍ଶନ ସାହୁ (ବିଶିଷ୍ଟ କଳାକୃତି ସଂଗ୍ରାହକ ଓ ଗବେଷକ) ~ଆମ ଓଡ଼ିଆ ପରମ୍ପରାରେ କଂସାଥାଳି ~ ଉତ୍କଳୀୟ ପରମ୍ପରାରେ #କଂସାଥାଳି ର ବ୍ୟବହାର କାହିଁ କେବେଠୁ ରହିଆସିଛି । ପିଢ଼ା, ପାଣି ଥୋଇବା ପରେ କଂସାଥାଳିରେ ଭାତ ବଢ଼ାଯାଏ #ଓଡ଼ିଆଣୀ ହାତରେ ! ଏହା ଛଡ଼ା ଗ୍ରାମଦେବତୀଙ୍କ ଠାରେ ଉଖୁଡ଼ା ଭୋଗ,…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଦିନବନ୍ଧୁ ଓ ଦୀନବନ୍ଧୁ ~ ଓଡ଼ିଆ ସାହିତ୍ୟାକାଶରେ ବିଜୁଳି ଓ ଇନ୍ଦ୍ରଧନୁ କଳିର ସୁତ୍ରପାତ ହୋଇଯାଇଥାଏ । ଗୋଟିଏ ପଟେ ଇନ୍ଦ୍ରଧନୁରେ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସମର୍ଥନରେ ଲେଖା ବାହାରୁଥିଵା ବେଳେ ବିଜୁଳୀ ପକ୍ଷରୁ ଆଧୁନିକ ସାହିତ୍ୟିକ କଵିଵର ରାଧାନାଥ ରାୟଙ୍କ ସମର୍ଥନରେ ଲେଖା ପ୍ରକାଶିତ…

ଲେଖା: ଅଶୋକା ନାୟକ ~ ଚନ୍ଦନପୁରର ଶ୍ରୀ ଶ୍ରୀ କପୋତେଶ୍ଵର ~ କପୋତେଶ୍ଵରଙ୍କ ମନ୍ଦିର, ରଘୁରାଜପୁର ଯିବା ରାସ୍ତାରେ ହିଁ ଡାହାଣ ପଟରେ ପଡେ। ଶଙ୍ଖକ୍ଷେତ୍ରର ସମସ୍ତ ସ୍ଥାନ ଦର୍ଶନ କରିବାର ଇଛା ଆମକୁ ଟାଣି ନେଇଥିଲା, ଚନ୍ଦନପୁରରେ ବିରାଜିତ ଶ୍ରୀ ଶ୍ରୀ କପୋତେଶ୍ଵର ଦେବଙ୍କ ମନ୍ଦିରକୁ। ସ୍ଥାନୀୟ ଲୋକ କୁହନ୍ତି କପ୍ତେଶ୍ଵର। ଗୋଟିଏ ବଡ଼ପୋଖରୀକୁ…