admin

admin

ଶ୍ରୀଧର ସ୍ୱାମୀ

ଲେଖା: ଅମ୍ବିକା ପଟ୍ଟନାୟକ ∼ ଆଚାର୍ଯ୍ୟ ଶ୍ରୀଧର ସ୍ୱାମୀ : ଭାବାର୍ଥ ଦୀପିକା ବାଣୀ ∼ ମୂକଂ କରୋତି ବାଚାଳମ ପଙ୍ଗୁ ଲଙ୍ଘୟତେ ଗିରିଂ ଯତକୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ…. ବହୁ ଉଚ୍ଚାରିତ ଆଦୃତ ଏ ବନ୍ଦନା ପ୍ରାୟ ଆମେ ସମସ୍ତେ ଶୁଣିଥାଉ ଓ ଆବୃତ୍ତି କରିଥାଉ l ତେବେ କେବେ ଏ କୌତୁହଳ…

ଜାତି ଐରାବତ

∼ କବି ଲେଖନୀରେ ଜାତି ଐରାବତ ∼ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜାତି ପାଇଁ ତାଙ୍କର ଅପରିମେୟ ଅବଦାନ ସୂଚୀ । ତଥାପି ତାଙ୍କ କ୍ଷେତ୍ରରେ “ଅବଦାନ” ଏକ କ୍ଷୁଦ୍ର ଅଭିଧା ବୋଲି ପ୍ରତ୍ୟୟ ହୁଏ । #ମଧୁସୂଦନ ଏପରି ଏକ ନାମ ଶୁଣିଲେ ଅବିଭକ୍ତ ଓଡ଼ିଆ ପ୍ରାଣପ୍ରବାହ ମଧ୍ୟରେ ଅମୃତମୟ ସ୍ବାଭିମାନ ସ୍ରୋତ…

ଉତ୍ତରେଶ୍ଵର ମହାଦେବ ମନ୍ଦିର

ଲେଖା: ଅମର ପ୍ରସାଦ ଓ ଶ୍ରୀକାନ୍ତ ସିଂହ ~ ଉତ୍ତରେଶ୍ଵର ମହାଦେବ ମନ୍ଦିର ~ ଦିନ ଥିଲା, ବିରୂପା ତଟରେ ସେ ଭୂଖଣ୍ଡରେ ଦିନେ ଏକ ସମୃଦ୍ଧ ସଭ୍ୟତା ବିକଶିତ ହୋଇ, ଉତ୍କଳର ଶିଳ୍ପ, କଳା, ସ୍ଥାପତ୍ୟ, ସାହିତ୍ୟ, ଧର୍ମକୁ ଯେ ଋଦ୍ଧିମନ୍ତ କରିଥିଲା; ତାହାର ଅସଂଖ୍ୟ ପ୍ରମାଣ ଏବେ ଦୃଶ୍ୟମାନ ସତ ! କିନ୍ତୁ…

କୁମ୍ଭେଶ୍ୱର ମହାଦେବ ମନ୍ଦିର

କୁମ୍ଭେଶ୍ୱର ମହାଦେବ ମନ୍ଦିର ଉପସ୍ଥାପନା: ଅମର ପ୍ରସାଦ ଓ ଶ୍ରୀକାନ୍ତ ସିଂହ  ଆଠଗଡ଼ର ଚିର ହରିତ ପ୍ରକୃତି, ଶାନ୍ତ-ସ୍ନିଗ୍ଧ ବାତାବରଣ ଯେତିକି ଅନନ୍ୟ ତା’ର ସବୁଜିମା ତଥା ମନୋରମ ମନ୍ଦିର ବି ସେତିକି ଅନନ୍ୟ l ସତରେ ମହାଐତିହ୍ୟ କ୍ଷେତ୍ର କଟକ ଉପକଣ୍ଠର ଏ ଯେ ଗୁପ୍ତ ଐତିହ୍ୟ କହିଲେ କମ ହେବ ନାହିଁ ।…

ମାଣବସା ଗୁରୁବାର

~ ମାଣବସା ଗୁରୁବାର ~ ଉପସ୍ଥାପନା: ଅମୃତେଶ ଖଟୁଆ ଲକ୍ଷ୍ମୀ ମାଆ ଦେଖିଲେ ଯାଇ ନଗରୀ-ପ୍ରାନ୍ତରେ ଚଣ୍ଡାଳର କୁଟୀରଟିଏ ଅତୁଳ ଛବି ଧରେ । ଗୋମୟ ଲିପା ଅଗଣାତଳ ଦିଶୁଚି କେଡ଼େ ସୁନିରିମଳ ନୟନ ମନ ନେଉଚି ହରି ପିଠଉ-କମ-ଝୋଟି ଶତେକ ଦଳେ ହୋଇଚି ଲେଖା ପଦ୍ମଫୁଲ ଗୋଟି । (ଛନ୍ଦକବି ରାଧାମୋହନ ଗଡ଼ନାୟକଙ୍କ ‘ଶ୍ରୀୟା…

ପ୍ରଥମାଷ୍ଟମୀ

ଲେଖା: ଅଶୋକା ନାୟକ ପ୍ରଥମାଷ୍ଟମୀ ଦିନ ହଳଦୀପତ୍ରରେ ତିଆରି ଏଣ୍ଡୁରି ପାଇଁ ଅଥାର ହାଣ୍ଡି ବସିଥାଏ । ମାଟିହାଣ୍ଡିରେ ପାଣି, କୁଟା, ବାଉଁଶ କଣି ରଖି ତା ଉପରେ ହଳଦୀପତ୍ରର ଏଣ୍ଡୁରି ରଖି ମାଟି ପଲମ ଘୋଡାଇ କାଠଚୁଲିରେ ବସେ ଅଥାର । ଏବେ ବି ଗାଁରେ ଏ ସବୁ ସାମଗ୍ରୀ ମିଳିଯାଉଥିବାରୁ ଅଥାରହାଣ୍ଡି ହେଉଛି…

ବେଳଥାଉ ଚେତ ବଞ୍ଚୁ ଉତ୍କଳ

ବେଳଥାଉ ଚେତ ବଞ୍ଚୁ ଉତ୍କଳ ଲେଖା: ସନ୍ତୋଷ ପଟ୍ଟନାୟକ   କବି ସନ୍ତୋଷ ପଟ୍ଟନାୟକ I ଆମ ସମୟର ଜଣେ ଉଦୀୟମାନ କବି, ମାଟି ମା’ର ବନ୍ଦନା ଆଉ ତାଙ୍କରି ମନର ବେଦନା ଉତ୍କଳ ମାଟିକୁ ନେଇ ବେଳଥାଉ ଚେତ ବଞ୍ଚୁ ଉତ୍କଳ କବିତାରେ . . ଓଡ଼ିଆର ସ୍ପର୍ଦ୍ଧା ପାଇଁ ନିଖୋଜ ସୁଭାଷ କୁଟ…

ଢିଙ୍କି

ଉପସ୍ଥାପନା: ନିରଞ୍ଜନ ସାହୁ ~ ଢିଙ୍କି ~ ଆଗେ ଏମିତି ଗୋଟିଏ ଗାଁ ନଥିବ ଯେଉଁଠି ସାତ ଆଠଟା ଢିଙ୍କି ଦେଖିବାକୁ ମିଳିବ ନାହିଁ ! ତିନି ଚାରି କୁଟୁମ୍ବର ମଝିରେ ମଝିରେ ଗୋଟିଏ ଢିଙ୍କି ଥିବା ଥୟ, ନହେଲେ ଚାଉଳ ଠୁଁ ଆରମ୍ଭ କରି ଚୂନା ପର୍ଯ୍ୟନ୍ତ ପାଇବେ କିମିତି ? ସଂସାର ଚଳିବ…

ବିଵଶ କାହାଣୀ

ବିଵଶ କାହାଣୀ ଲେଖା: ସନ୍ତୋଷ ପଟ୍ଟନାୟକ କବି ସନ୍ତୋଷ ପଟ୍ଟନାୟକ I ଆମ ସମୟର ଜଣେ ଉଦୀୟମାନ କବି, ମାଟି ମା’ର ବନ୍ଦନା ଆଉ ତାଙ୍କରି ମନର ବେଦନା ଉତ୍କଳ ମାଟିକୁ ନେଇ ବିଵଶ କାହାଣୀ କବିତାରେ . . ବାଜି, ଚାଖି, ଦୋରା ଆଉ ଚକରା, ଧରଣୀ ଜୟୀ ରାଜଗୁରୁ, ପାଟ୍ଟମହାଦେଈ ରାଣୀ, ସ୍ବାଭିମାନୀ…

ଶ୍ରୀବତ୍ସ ପଣ୍ଡା

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ ‌। ଏଥି ସକାଶେ…