Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଡ. ଜୟଶ୍ରୀ ନନ୍ଦ ~ ଏଣ୍ଡୁରି ପିଠା ~ ଆମ ଓଡ଼ିଆ ଘରେ ବାର ମାସେ ତେର ପରବ। ଆମ ଓଡ଼ିଆ ଘରର ଆରାଧ୍ୟ ଦେବତା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଯେମିତି ବିସ୍ତୃତ ଆମ ଓଡ଼ିଆ ଘରର ପରମ୍ପରା ସଂସ୍କୃତି ଠିକ୍ ସେହିପରି ବିସ୍ତୃତ । ପ୍ରତି ଘରେ ଘରେ ଅନେକ ପର୍ବପର୍ବାଣୀ ଆମେ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ କାଇମାଟି, କାଇମାଟିଆ, କାଇପଡ଼ା, କାଇପଦର ଓ ପିଙ୍ଗୁଆ ଗ୍ରାମର ନାମକରଣ ପ୍ରସଙ୍ଗ ~ ଢେଙ୍କାନାଳରୁ କପିଳାସ ଆଡକୁ ଗଲାଵେଳେ ଗୋଟାଏ ସ୍ଥାନ ଆସେ କାଇମାଟି । ଏହି ଅଞ୍ଚଳଟି ଢେଙ୍କାନାଳ କପିଳାସ ସଡ଼କର ପୂର୍ଵ ପଟେ ଅଵସ୍ଥିତ । ଏହି ଅଞ୍ଚଳର ନାମକରଣ ବଡ଼ କୌତୁହଳପ୍ରଦ…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ତୁଳସୀ~ “କହନ୍ତି ପ୍ରଭୁ ଲକ୍ଷ୍ମୀପତି ଏମନ୍ତ ତିନି ବନସ୍ପତି ଅଏଁଳା ତୁଳସୀ ମାଳତୀ ଏ ତିନି ମୋହ ପ୍ରିୟବତୀ ସେ ବୃନ୍ଦାବତୀ ତିନିଗୁଣେ ତ୍ରିପୁରା ଆଜ୍ଞା ପରିମାଣେ। ବିଶେଷ ତୁଳସୀ ପ୍ରଧାନ ସଂସାରେ ମୋହରି ସମାନ । କହନ୍ତି ପ୍ରଭୁ ନାରାୟଣ ମୋ ଠାରୁ ଶ୍ରେଷ୍ଠ ବୋଲି ଜାଣ।…
ଲେଖା: ଅମ୍ବିକା ପଟ୍ଟନାୟକ ~ ପ୍ରତିଭା ବିନୋଦ କୃପାମୟ ଦେବ ଗଜପତି ~ ବୃହତ ଖେମଣ୍ଡି ପତି ଦେବ କୃପାମୟ ସତେ ସତେ ନୃପ ତୁମେ ଅଟ କୃପାମୟ l ଦାନ ଧର୍ମ ଦେଶୋନ୍ନତି ସାହିତ୍ୟ ସେବାରେ ନିଯୁକ୍ତ ସତତ ତୁମେ ସାଧୁ ବ୍ୟବହାରରେ l କବି ପଣ୍ଡିତଙ୍କ ତୁମେ ମହତ ଆଶ୍ରୟ ଏ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଢେଙ୍କାନାଳର କଥା: ବଣିଆପଡ଼ାର ଧୀରସାମନ୍ତ ~ ଢେଙ୍କାନାଳରେ କରମୂଳ ଅଞ୍ଚଳରେ “ଦା” ଯୁକ୍ତ ଛଅଗୋଟି ଗାଆଁ ରହିଛି । ସେଗୁଡି଼କ ହେଲା, ଏଣଦା, କୁଶିଦା, ବରଦା, ଝାରଦା, ଆଙ୍କୁର୍ଦା ଓ କୋକୀଦା । ଢେଙ୍କାନାଳ ନିଵାସୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ତାଙ୍କ “ଢେଙ୍କାନାଳର ଐତିହ୍ୟ ଓ ସସ୍କୃତି”…
ଲେଖା: ଦେଵ ତ୍ରିପାଠୀ ~ ଭଟ୍ଟସାହି ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବାପାଇଁ ମଠଗୁଡ଼ିକ ସର୍ବଦା ତତ୍ପର ରହିଆସିଛନ୍ତି । ଆଦି ଶଙ୍କରାଚାର୍ଯ୍ୟ ପ୍ରଥମେ ମଠ ସଂସ୍କୃତିର ପରିକଳ୍ପନା ଓ ପ୍ରତିଷ୍ଠା କରିଥିଲେ ବୋଲି…
ଲେଖା: ସୋନାଲି ସୁଚିସ୍ମିତା ପରିଡା ~ କୁମାରୀ ବିବାହ ଓ କୁମାର ପୂର୍ଣ୍ଣିମା ~ ଭାଗବତ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମା ଠାରୁ କୁମାର ପୂର୍ଣ୍ଣିମା ଯାଏଁ କୁମାରୀ ଝିଅ ମାନଙ୍କର ଜହ୍ନି ଓଷା ସହ ଖେଳ ଓ ମଉଜ ଚାଲେ। ଓଡ଼ିଶାର କିଛି ଅଞ୍ଚଳରେ କୁମାରୀ ବିବାହ ପରମ୍ପରା ରହି ଆସିଛି, ଯାହା କେବଳ…
ଲେଖା: ଫ୍ରାନସିସ ଶତପଥୀ ~ ଖୋକାଭାଇ ~ ଭବିଷ୍ୟତରେ ଯଦି ନିରୁତା କଟିକିଆଙ୍କୁ ନେଇ ସଂକଳନଟିଏ ହୁଏ, କିମ୍ବା ନବାଙ୍କୁରିତ କଟକର ଇତିହାସ କେବେ ଲେଖାଯାଏ ତେବେ ଖୋକାଭାଇଙ୍କ ନାଁ ତ ପ୍ରଥମେ ରହିବ ହିଁ ରହିବ। ସଙ୍ଗୀତର ମୁର୍ଚ୍ଛନା ଠାରୁ ଆରମ୍ଭ କରି ସାହିତ୍ୟର ସର୍ଜନା ସବୁଠିଁ ନିଜର ଯାଦୁକରୀ ଦେଖାଇଛନ୍ତି ତଥା ନିଜର…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ତୁଳସୀ ଚଉଁରା ~ ଶ୍ରୀତୁଳସୀ ପ୍ରତିଘରେ ପୂଜା ପାଆନ୍ତି। ସୁଖ ଶାନ୍ତି ପ୍ରଦାୟିନୀ । ଓଡିଆ ଘରରେ ପ୍ରତିଦିନ ପ୍ରଥମ ପୂଜା ଆରମ୍ଭ ମାଆ ବୃନ୍ଦାବତୀଙ୍କ ପାଖରେ ହୁଏ । ଶ୍ରୀଜଗନ୍ନାଥଙ୍କର ଅତିପ୍ରିୟ ତୁଳସୀ । ତୁଳସୀ ପତ୍ର ବିନା ମହାପ୍ରଭୁ ଶ୍ରୀଜଗନ୍ନାଥ/ଶ୍ରୀହରି/ଶ୍ରୀବିଷ୍ଣୁଙ୍କୁ ଭୋଗ ଅର୍ପଣ କରାଯାଏ ନାହିଁ…
ଲେଖା: ଅଧ୍ୟାପକ ବିଶ୍ଵରଞ୍ଜନ ~ ଭୀମଭୋଇ ଓ ଗୋପବନ୍ଧୁ: ଦୁଇ କବିମନୀଷୀଙ୍କ ଦୃଷ୍ଟି ଓ ଦର୍ଶନ ~ ଓଡ଼ିଶାର ମାଟିରେ ଏଭଳି ଦୁଇ କବି ମନୀଷୀଙ୍କର ଆବିର୍ଭାବ ଘଟିଥିଲା, ଯେଉଁମାନଙ୍କର ବ୍ୟକ୍ତି ଜୀବନ ଉତ୍ତରିତ ହୋଇଥିଲା ବିଶ୍ଵଜୀବନକୁ । ଏହି ଦୁଇ ମହାତ୍ମା ନିଜର ଦୃଷ୍ଟି ଓ ସୃଷ୍ଟି ମାଧ୍ୟମରେ ମାନବିକତାର ଯେଉଁ ମହାମନ୍ତ୍ର ଗାନ…