Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଆନ୍ଦୋଳନ ଯେତେବେଳେ ଆଭ୍ୟନ୍ତରୀଣ ବିରୋଧ ହେତୁରୁ ଦିଗହରା ହୋଇଯାଇଥିଲା, ସେତେବେଳେ ଗୋପବନ୍ଧୁଙ୍କ ପ୍ରଚେଷ୍ଟାରେ ଏହା ନବପଥରେ ଅଗ୍ରସର ହୋଇଥିଲା । ମଧୁସୂଦନ ଦାସ ଓଡ଼ିଶାରେ ଓଡ଼ିଆ ମାନଙ୍କ ମଧ୍ୟରେ ଏକ ସ୍ଵୟଂ ସମ୍ପୂର୍ଣ୍ଣ ଓଡ଼ିଆ ସ୍ଵାଭିମାନୀ ସ୍ଵଭାଵ ଜାଗ୍ରତ କରିବାକୁ ଚେଷ୍ଟା କରିଥିଲେ ଯୋଉ…

ଲେଖା: ଶିଶିର ସାହୁ ମନୋଜ କନ୍ଧଜାତିର ପ୍ରସିଦ୍ଧ ଦେଵତା ହେଉଛନ୍ତି ଆତ୍ମାମାମା । ନାରାୟଣ ପାଟଣାର ଆତ୍ମା ପର୍ଵତ ସହିତ ତାଙ୍କର ଅଭିନ୍ନତା ଵିଶ୍ଵାସ କରାଯାଏ । ଲୋକ ଵିଶ୍ଵାସ ରହିଛି ଯେ, ଆତ୍ମାମାମା ରାଗିଲେ ବର୍ଷା ହୁଏନି, ଫସଲରେ ପୋକ ଲାଗେ, ମହାମାରୀ ଵ୍ୟାପେ ଓ ମଣିଷ ଆଦି ଜୀବମାନେ ପୋକମାଛି ପରି ମରିହଜି…

ଲେଖା: ଶିଶିର ସାହୁ ମନୋଜ ଚୀନର ଜଣେ ଵୀରାଙ୍ଗନା 花木蘭 (ହୁଆ ମୁଲାନ)ଙ୍କୁ ଅଳ୍ପ ବହୁତେ ସମସ୍ତେ ଜାଣିଥିଵେ । ଏକାଦଶ ଵା ଦ୍ଵାଦଶ ଶତାବ୍ଦୀର ଲେଖକ Guo Maoqian ପ୍ରଥମେ ଏହାଙ୍କ ସମ୍ବନ୍ଧରେ ପ୍ରଚଳିତ ପୁରାତନ ଲୋକକଥାର ପଦ୍ଯାଵଳୀଗୁଡି଼କୁ ଲିଖିତ ଆକାରରେ ସଂଗ୍ରହ କରିଥିଲେ । ଐତିହାସିକଙ୍କ ଅନୁସାରେ ହୁଆ ମୁଲାନଙ୍କ କାହାଣୀ “ଉତ୍ତର…

ଲେଖା: ଶିଶିର ସାହୁ ମନୋଜ ମାନକ ଓଡ଼ିଆ ଭାଷା ଵା ଯାହାକୁ ବହି ଭାଷା କୁହାଯାଏ ତା ଵିଷୟରେ ଆମ ଗଡ଼ଜାତିଆଙ୍କ ମଧ୍ୟରେ ଅନେକ ଭ୍ରମ ଧାରଣା ରହିଛି । ଭ୍ରମ ଧାରଣା (୧) ବହି ଭାଷା ଵା ମାନକ ଓଡ଼ିଆ (ଶାସ୍ତ୍ରୀୟ) ଭାଷା = କଟକୀ ଭାଷା ★ପ୍ରକୃତ ସତ୍ଯ★ ବହି ଭାଷା କଟକୀ…

ଲେଖା: ଶିଶିର ସାହୁ ମନୋଜ ଭାରତରେ ଲଵଣକର ଵିରୋଧୀ ଆନ୍ଦୋଳନର ଶଙ୍ଖନାଦ ପ୍ରଥମେ ଓଡ଼ିଶା ମାଟିରେ ହୋଇଥିଲା । କଟକ ମ୍ଯୁନିସିପାଲିଟି ପଡି଼ଆରେ ଏହି ଲଵଣକର ଓ ତତ୍କାଳୀନ ବଙ୍ଗଳା ପ୍ରଦେଶରୁ ନିମକମାହଲ ଉଠିଯାଇ ମାନ୍ଦ୍ରାଜ ପ୍ରଦେଶକୁ ମିଳିଵା ଵିପକ୍ଷରେ ପ୍ରତିଵାଦ ସଭାର ଆୟୋଜନ ହୋଇଥିଲା । ଏହି ସଭାର କେତେକ ଗୁରୁତ୍ୱପୂର୍ଣ୍ଣ କଥା ହେଲା:…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କାଵ୍ୟକଵିତାରେ ଏକ ପ୍ରକାରର ଅଳଙ୍କାରକୁ ଅତିଶୟୋକ୍ତି କୁହାଯାଏ । ଉପମେୟ ଵା ପ୍ରକୃତ ବିଷୟର ଅଧଃକରଣ ହେତୁରୁ ଉପମାନ ଵା ଅପ୍ରକୃତ ବିଷୟରେ ଯେଉଁ ସିଦ୍ଧ ଅଧ୍ଯବସାୟ ହୁଏ ତାହାକୁ ଅତିଶୟୋକ୍ତି ବୋଲାଯାଏ । କୌଣସି ଵସ୍ତୁକୁ ଵର୍ଣ୍ଣନା କଲାବେଳେ ଯେଵେ ତାକୁ ଅସମ୍ଭଵ ଵା ଅଵାସ୍ତଵ…

ଲେଖା: ଶିଶିର ସାହୁ ମନୋଜ ଆଜି ଯେଉଁଠାରେ ସୋନପୁର ଅଛି ସେଠାରେ ଆଗେ ସହର ନଥାଇ ଗୋଟିଏ ଛୋଟ ଗାଆଁ ଥିଲା । ସେ ଗାଆଁରେ ଜଣେ ଶିବଭକ୍ତ ସାଧବ ଥିଲେ । ଦିନେ ସେ ବହୁତ ଗୁଡି଼ଏ ଲଦା ବଳଦ ଘେନି ତେଲ ନଦୀ ଆରପାରିକୁ ବେପାର କରିବାକୁ ବାହାରିଥିଲେ । ସେହି ଗାଆଁରୁ ଖଣ୍ଡେ ଦୂର…

ଲେଖା: ଶିଶିର ସାହୁ ମନୋଜ କିମ୍ବଦନ୍ତୀ ଅଛି ଯେ ଯେତେବେଳେ ପାଇକବୀର ଏବଂ ଛଦ୍ମବେଶୀ କାଳିଆବଳିଆ ପାରୁଯାଏଁ ଚେଷ୍ଟା କରି ମଧ୍ୟ କାଞ୍ଚିକୁ ପରାସ୍ତ କରି ପାରିଲେନି, ଶ୍ରୀଜଗନ୍ନାଥଙ୍କ ସେବକମାନେ ରାଜାଙ୍କୁ କହିଲେ ଆମକୁ ମଧ୍ୟ ଲଢ଼ିବାକୁ ଆଦେଶ ଦିଅନ୍ତୁ । ଯୁଦ୍ଧ ତ ପାଇକ ହିଁ ଲଢନ୍ତି ପୁଣି ସେମାନେ ଆଗରେ ରହି ଲଢିବା କଥା କହିଥିବାରୁ…

ଲେଖା: ଶିଶିର ସାହୁ ମନୋଜ ଭିତରେ ଭିତରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାଵ ଥାଇ ଯେଉଁ ଲୋକ ଦେଖାଣିଆ କଳିଗୋଳ ଲାଗନ୍ତି ସେଇ ପ୍ରକାରର କଳି ଝଗଡ଼ାକୁ ଠକାର କଳି କୁହନ୍ତି । ଆମ୍ଭ ଦେଶରେ ଅତି ବୁଦ୍ଧିଆ ଲୋକଙ୍କ ଠାରୁ ଵିଧାନସଭା ଓ ସଂସଦଭଵନର ନେତା ଯାଏଁ ଏଭଳି ଅସଂଖ୍ୟ ଲୋକ ଅଛନ୍ତି ଯେଉଁମାନେ ଦାଣ୍ଡରେ ବାଟରେ…

ଲେଖା: ଶିଶିର ସାହୁ ମନୋଜ ସରକାର କିଂଵା ଅନ୍ଯ ସକ୍ଷମ ପ୍ରାଧିକରଣ ଦ୍ଵାରା କୌଣସି ଵ୍ଯକ୍ତି ଅଥଵା ପ୍ରତିଷ୍ଠାନକୁ ଵ୍ଯାପାର, ଵ୍ଯଵସାୟ ଅଵା ଉଦ୍ଯୋଗ ସ୍ଥାପିତ କରିଵା ପାଇଁ ଦିଆଯାଉଥିଵା ଅନୁମତିପତ୍ରକୁ ଲାଇସେନ୍ସ (License) କୁହାଯାଏ । ସ୍ଵାମ୍ଯ (petent) ଵା ରାଜପ୍ରଦତ୍ତ ଅଧିକାର ଥିଵା ଵ୍ଯକ୍ତି ଦ୍ଵାରା ନିଜ ଵସ୍ତୁ, ପ୍ରକ୍ରିୟା ଵା ଡିଜାଇନ…