admin

admin

ସରଗମ୍

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ପ୍ରଶ୍ନଟିଏ, ସରଗମ୍ ଏକ ବୈଦେଶିକ ଶବ୍ଦ କି ? ? ? ଉତ୍ତର: ଦେଶଜ ସରଗମ୍ ଶବ୍ଦଟି ବୈଦେଶିକ ଶବ୍ଦ ଭଳି ପ୍ରତିଭାତ ହୁଏ କିନ୍ତୁ ଏହା ଭାରତୀୟ ଶବ୍ଦ ଅଟେ। ହିନ୍ଦି ଶବ୍ଦସାଗର ଅଭିଧାନ ଅନୁସାରେ ସଂଗୀତରେ ସାତସ୍ୱରର ଆରୋହଣ-ଅବତରଣର କ୍ରମକୁ ସରଗମ୍ କୁହାଯାଏ।  ପୂର୍ଣ୍ଣଚନ୍ଦ୍ର…

ପଞ୍ଜୁରୀ

ଲେଖା: ଶିଶିର ସାହୁ ମନୋଜ ଅନୁଗୋଳରେ ପଞ୍ଜୁରୀ ବା ପିଞ୍ଜରାକୁ ଖାଞ୍ଚା କୁହନ୍ତି । ଝୁଡ଼ି, ପାଛିଆ ଆଦି ବାଉଁଶରେ ତିଆରି ପାତ୍ରକୁ ଖାଞ୍ଚି କୁହନ୍ତି ! ଚାଲୁଣୀ ବି ବାଉଁଶରେ ତିଆରି ହୁଏ ଯାହାକୁ ଖଇଁଞ୍ଚି, ବାଉଁଶ ତିଆରି ମାଛଧରା ଯନ୍ତ୍ରକୁ ବି ଖଇଞ୍ଚା କୁହନ୍ତି ! ବାଉଁଶ ପାତିରେ ଛକି ବାଡ଼କୁ କଇଁଚି…

ଡଙ୍କି

ଲେଖା: ଶିଶିର ସାହୁ ମନୋଜ ଓଡ଼ିଶାର କେତେକ ଅଞ୍ଚଳରେ ladle spoon ବା ଡଙ୍କି କୁ ଅଞ୍ଚଳ ଭେଦରେ ଭିନ୍ନ ଭିନ୍ନ ନାମରେ ଜଣାଯାଏ । ବାଲେଶ୍ବରରେ ଡଙ୍କିକୁ କୁହନ୍ତି କୁଡ଼ୁକା । ଏହା ମାନକ କୁଡି଼କା = ଗିନା ଶବ୍ଦ ସହ ସମଧୃତ ହୋଇଥାଇପାରେ । ଓଡ଼ିଶାର ଵିଚ୍ଛିନ୍ନାଞ୍ଚଳ ଵସ୍ତରରେ ଡଙ୍କିକୁ ଚେଟୁ କୁହାଯାଏ…

ଛାଡ଼ଖାଇ

ଲେଖା: ଶିଶିର ସାହୁ ମନୋଜ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ବିଂଶ ଶତାବ୍ଦୀରେ ସଂକଳିତ ହୋଇଥିବା ଏକ ଵିଶାଳ ଶବ୍ଦଭିତ୍ତିକ ଜ୍ଞାନକୋଷ । ଏହି ଭାଷାକୋଷରୁ ତତକାଳୀନ ସମୟର ଅନେକ କଥା ଵିଷୟରେ ତଥ୍ୟ ମିଳିଯାଇଥାଏ । ଆଜକୁ ୧୦୦ ଵର୍ଷ ତଳେ ନଥିବା ଅନେକ ଚଳଣି ଏବଂ ୧୦୦ ଵର୍ଷ ପୂର୍ଵର ଵିସ୍ମୃତ ଚଳଣି ଵିଷୟରେ ତର୍ଜମା…

ଭୁଜଙ୍ଗ

ଲେଖା: ଶିଶିର ସାହୁ ମନୋଜ ଭୁଜଙ୍ଗ ଶବ୍ଦକୁ ନେଇ ଵିଭିନ୍ନ ଜାତୀୟ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ଭ୍ରମ ଧାରଣା ପ୍ରଚଳିତ । ହିନ୍ଦୀଭାଷୀ ତାଙ୍କ ଭାଷା ଅନୁସାରେ ଏ ଶବ୍ଦର ଵ୍ଯାଖ୍ଯା କରନ୍ତି, ଯଥା: ଭୂ=ଭୂମିରେ ଜ=ଯଃ ଵା ଯେ; ହିନ୍ଦୀଭାଷୀ ଯେହେତୁ ‘ଜୋ’ କୁହନ୍ତି ଗ=ଗମନ କରିଵା ଅର୍ଥାତ୍ “ ଭୂମିରେ ଯେ…

କାଞ୍ଜି

ଲେଖା: ଶିଶିର ସାହୁ ମନୋଜ କାଞ୍ଜି ସମସ୍ତ ଏସିଆରେ ଲୋକପ୍ରିୟ ହୋଇଥିବା ଏକ ଖାଦ୍ୟଦ୍ରବ୍ୟ । ଏହା ପଖାଳ ଵା ଅନ୍ନର ଵାସିତୋରାଣିରୁ ତିଆରି କରାଯାଇଥାଏ । ବହୁତ ସମ୍ଭବ ଏ ଶବ୍ଦଟି ଦକ୍ଷିଣ ଭାରତୀୟ କିମ୍ବା ପୂର୍ଵଭାରତୀୟ ଦ୍ରାଵିଡ ଭାଷା ପରିଵାରର ଶବ୍ଦ । ଦ୍ରାଵିଡ ଭାଷାପରିବାରର ସବୁଠାରୁ ଶକ୍ତିଶାଳୀ ଭାଷା ତାମିଳରେ କାଞ୍ଜିର…

ଡମ୍ଫା

ଲେଖା: ଶିଶିର ସାହୁ ମନୋଜ ସମାଜରେ ଏମିତି ବହୁତ ଲୋକ ଅଛନ୍ତି ଯୋଉମାନଙ୍କ କାମ କମ୍ ଖଥା ବେଶୀ ! ଯେତେବେଳେ କାମ କମ୍ ହୋଇଯାଏ ସେତେବେଳେ ସ୍ଵକୃତ୍ୟ ଛୋଟ କାର୍ଯ୍ୟକୁ ବଡ଼ କରି ଦେଖେଇବା ତଥା ତହିଁରୁ ମାନସିକ ଶାନ୍ତି ପାଇବା ହେତୁରୁ ବହୁତ ଶ୍ରମ କରିବାକୁ ଯାଇ କେତେ ଯେ ସତ ମିଛ…

ରାଉରକେଲା

ଲେଖା: ଶିଶିର ସାହୁ ମନୋଜ ‘ରାଉରକେଲା’ ନଗରର ନାମକରଣକୁ ନେଇ ଅନେକ ମତ ରହିଛି । ● କିଛି ଉତ୍ତର ଭାରତୀୟ ଲୋକ ହିନ୍ଦୀଭାଷାର ‛କେଲା’ ଶବ୍ଦ ସହିତ ‛ରାଉର’ ଶବ୍ଦ ଯୋଡ଼ି ହୋଇ ‛ରାଉରକେଲା’ ନାମକରଣ ହୋଇଥିଵା ମତ ଦିଅନ୍ତି । ● କିଛି ଲୋକ କୁହନ୍ତି ବୋଧହୁଏ ଏହା ରାହୁର କିଲ୍ଳା ଵା…

ପଝାରି

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ ଏମିତି ଅନେକ ଶବ୍ଦ ରହିଛି ଯାହା ଅନ୍ଯ ଭାରତୀୟ ଭାଷାରେ ଦୃଷ୍ଟିଗୋଚର ହୁଏନାହିଁ । ଏହି ଶ୍ରେଣୀୟ ଏକ ଶବ୍ଦ ହେଉଛି ‛ପଝାରି’ । ଏ ଶବ୍ଦର ମୂଳକୁ ନେଇ ନାନା ମତ ରହିଛି । ତନ୍ମଧ୍ୟରୁ କେତୋଟିର ଏଠାରେ ଆଲୋଚନା କରାଯାଉ, ■…

ଶାସ୍ତ୍ରୀୟ

ଲେଖା: ଶିଶିର ସାହୁ ମନୋଜ ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଶାସ୍ତ୍ରୀୟ ଶବ୍ଦଟି ଏକ ସଂସ୍କୃତ ଵିଶେଷଣ ବୋଲି ଉଲ୍ଲେଖ ଅଛି ଯାହାର ଅର୍ଥ ‘ଶାସ୍ତ୍ର ସମ୍ବନ୍ଧୀ’ କୁହାଯାଇଛି ।  ‘ଶାସ୍ତ୍ର’ ଶବ୍ଦରେ ‘ଈୟ’ ପ୍ରତ୍ୟୟ ଲଗେଇ ଶବ୍ଦଟି ଗଢ଼ାଯାଇଛି । ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଶାସ୍ତ୍ର ଶବ୍ଦର ନିମ୍ନୋକ୍ତ ଅର୍ଥ ଲେଖାଅଛି: ୧. (ଶାସ୍ ଧାତୁ=ଶାସନ କରିବା+କରଣ ତ୍ର)—ବେଦ…