Physical Address
Sai Samarpanam, Satya Vihar, Bhubaneswar

ଲେଖା: କୁଳମଣି ଷଡ଼ଙ୍ଗୀ ମହାନଦୀକୁ ‘ଉତ୍କଳଗଙ୍ଗା’ ନାମରେ ନାମିତ କରିବାର ଯଥାର୍ଥତା ଅଛି। ଅମର କଣ୍ଟକରୁ ବାହାରି, ବହୁ ଦୀର୍ଘପଥ ଅତିକ୍ରମକରି ସିନ୍ଧୁରେ ବିଲୀନ ହେବା ଆଗରୁ ଉତ୍କଳ ଭୂଇଁ ଛୁଇଁ ଏହା ତିନୋଟି କାରଣରୁ ପବିତ୍ର ହୋଇଯାଇଛି । ପ୍ରଥମତଃ ସୁବର୍ଣ୍ଣପୁର ଠାରେ “ସୁବର୍ଣ୍ଣାକ୍ଷ ମହାଦେବ”ଙ୍କର ପଦଧୌତକରି ପବିତ୍ର ହେବାପରେ, ମହାନଦୀ କଣ୍ଟିଲୋ ଠାରେ…

ଲେଖା: କୁଳମଣି ଷଡ଼ଙ୍ଗୀ ନୟାଗଡ଼ଠାରୁ ୩୦ କିଲୋମିଟର ଦୂରରେ, ମହାନଦୀ କୂଳରେ ବ୍ରହ୍ମାଦ୍ରି-ନାଥ ନୀଳମାଧବଙ୍କ କ୍ଷେତ୍ର କଣ୍ଟିଲୋ ଅବସ୍ଥିତ। ଉତ୍ତରରେ ଉତ୍କଳ-ଗଙ୍ଗା ମହାନଦୀ, ଦକ୍ଷିଣ ପଶ୍ଚିମରେ କୁମାରୀକା (କୁଆଁରୀଆ ନଦୀ) ଏବଂ ପୂର୍ବରେ କୁସୁମୀ ନଦୀ ଦ୍ୱାରା ବେଷ୍ଟିତ ଦ୍ୱୀପ ସଦୃଶ ଏକ ଭୂଖଣ୍ଡ ଭିତରେ ‘କାଳିଆ ପଲ୍ଲୀ‘ ନାମରେ ଶବର ଅଧ୍ୟୁଷିତ ଗାଁ’ଟିଏ ଅଛି।…

ଲେଖା: ଦେଵ ତ୍ରିପାଠୀ ୧୯୭୪ ମସିହା । ମହାରାଷ୍ଟ୍ରର କେଉଁ ଏକ ମଫସଲ ଅଞ୍ଚଳରେ ଚିତ୍ରାୟିତ (ସୁଟିଂ) ହେଉଛି କଳାଧଳା କଥାଚିତ୍ରଟିଏ, ନିମ୍ନ ମଧ୍ୟବିତ୍ତ ପରିବାରର ତରୁଣୀଟିର ଜୀବନରେ ସଂଘର୍ଷ ଓ ସଂଘାତର କାହାଣୀକୁ ନେଇ । ତତ୍କାଳୀନ ହିନ୍ଦି ଚଳଚ୍ଚିତ୍ର ଜଗତର ଆଗଧାଡ଼ିର ଅଭିନେତ୍ରୀ ରାଖି ଅଭ୍ୟାସଗତ ଭାବେ ମୁହଁରେ ରୂପଚର୍ଯ୍ୟାର ସମସ୍ତ ଆବଶ୍ୟକୀୟ…

ଲେଖା: ଦେଵ ତ୍ରିପାଠୀ ୧୯୦୩ ମସିହା । ମାନ୍ଦ୍ରାଜରେ କଂଗ୍ରେସ ଅଧିବେଶନରେ ଓଡ଼ିଆ ପ୍ରତିନିଧି ତଥା ସ୍ବାଭିମାନୀ ଓଡ଼ିଆ ମଧୁବାବୁ ଯୋଗଦେଇ ବିଭିନ୍ନ ପ୍ରଦେଶରେ ଥିବା ଓଡ଼ିଆମାନଙ୍କୁ ଏକ ଶାସନାଧୀନ କରାଇବାର ପ୍ରସ୍ତାବ ରଖିଥିଲେ । ତେଲୁଗୁ ପ୍ରତିନିଧିଗଣ ଏକଜୁଟ ହୋଇ ଗଞ୍ଜାମ ଜିଲ୍ଲା ଓ ମାନ୍ଦ୍ରାଜ ପ୍ରଦେଶର କୌଣସି ଅଂଶ ଓଡ଼ିଶା ସହ ମିଶିବ…

~ କିଶୋରୀ ଚରଣ ଦାସ ~ ଲେଖା: ଅମୃତେଶ ଖଟୁଆ “କଥା, ଲୁହ ଓ ହସର ଭାଷା ତଳେ ଯେଉଁ ଅଦୃଶ୍ୟ ଚେତନ ଗୋବର ଗଦା ରହିଛି ତା’ର ସନ୍ଧାନ ପାଇଛ ? ସେଥିରୁ କେତେବେଳେ କେତେ ରକମର ବାଷ୍ପ ବାହାରେ ତା’ର ହିସାବ ରଖିଛ ? ପାରିବ ନାହିଁ। ତୁମ ଗୋବର ଗଦା ତା’…

ଲେଖା: ନିରଞ୍ଜନ ସାହୁ ରାଧାନାଥ ଥିଲେ ତାଙ୍କ ସମୟର ଜଣେ ନିର୍ମାଣ ପୁରୁଷ । ସାହିତ୍ୟ ସର୍ଜନା ଜରିଆରେ ଓଡ଼ିଶାର ଏକ ପ୍ରାଦେଶିକ ତଥା ସାଂସ୍କୃତିକ ପରିଚୟ ଗଠନ କରିଥିଲେ ନୂତନ ସଂସ୍କାର, ନୂତନ ଚେତନା, ଜାତୀୟ ଇତିହାସ ସୃଷ୍ଟି କରି । ରୀତି ଯୁଗୀୟ କବିଗଣ ଏପରି ପରିଯୋଜନାର ସ୍ଵପ୍ନ ଦେଖି ନଥିଲେ ମଧ୍ୟ…

ଲେଖା: ବନ୍ଧନ ଦଳେଇ ୧୮୮୭ ଖ୍ରୀଷ୍ଟାବ୍ଦ, ଶନିବାର, ଶ୍ରାବଣ ଏକାଦଶୀ ଦିନ, କଟକ ଜିଲ୍ଲା ପାଟକୁରା ଥାନାର ନାଗଣପୁର ଗ୍ରାମରେ ଏକ ସଂମ୍ଭ୍ରାନ୍ତ ପରିବାରରେ ଡ଼ଃ ଆର୍ତ୍ତବଲ୍ଲଭ ମହାନ୍ତିଙ୍କର ଜନ୍ମ। ପିତାଙ୍କ ନାମ ଶ୍ରୀ ବାନାମ୍ବର ମହାନ୍ତି। ସେ ପିତାଙ୍କର ଏକମାତ୍ର ସନ୍ତାନ ଥିଲେ। ମିଶନ ସ୍କୁଲରୁ ୧୯୦୮ସାଲରେ ମାଟ୍ରିକ୍ୟୁଲେସନ୍ ପାସକରିଥିଲେ। ତାହା ପରେ ସେ…

ଲେଖା: ନିରଞ୍ଜନ ସାହୁ ବିଂଶ ଶତାବ୍ଦୀର ପ୍ରଥମ ଭାଗ ଓଡ଼ିଶାରେ ରେନେସାଁ କାଳର ଏକ ଉଲ୍ଲେଖନୀୟ ସମୟ । ଭାଷାଭିତ୍ତିରେ ରାଜ୍ୟ ଗଠନର ଆବଶ୍ୟକତା ଯେତିକି ଥିଲା, ସେତିକି ଥିଲା ଭାଷାକୁ ଭାରତୀୟ ସାହିତ୍ୟରେ ଉପଯୁକ୍ତ ମାନ୍ୟତା ଦେବା ପାଇଁ ସାଂସ୍କୃତିକ ଆନ୍ଦୋଳନ । ନଅଙ୍କ ଦୁର୍ଭିକ୍ଷ ପରେ ଆରମ୍ଭ ହୋଇଥିବା ଜାଗରଣ ଆହୁରି ଆଗକୁ…

ଲେଖା: ଦେଵ ତ୍ରିପାଠୀ ଅଢ଼େଇ ହଜାର ବର୍ଷର ନଗର ଏଇ କଟକ । ଏଠାକାର ବାଲି, ଗୋଡ଼ି ମାଟିରେ ରହିଛି ଇତିହାସର ମହକ । ସେଥିପାଇଁ ତ ଓଡ଼ିଶା ମାଟିର ଗାରିମାର କଥା ପଢ଼ିବାକୁ ହେଲେ ସର୍ବାଗ୍ରେ ଆସେ ଐତିହ୍ୟ ନଗରୀ କଟକର ଇତିହାସ ! ମହାନଗରୀରେ ଥିବା ଅନେକ ପ୍ରାଚୀନ ମନ୍ଦିର ମଧ୍ୟରୁ ଦେବୋତ୍ତର…

ଲେଖା: ଅରବିନ୍ଦ ମହାନ୍ତି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଦେଉଳରୁ ପ୍ରାୟ ଏକ କିଲୋମିଟର ଦୂରରେ ଓ ମୁକ୍ତେଶ୍ଵର ଦେଉଳର ଠିକ୍ ପାର୍ଶ୍ୱରେ ସିଦ୍ଧେଶ୍ୱର ଦେଉଳ ଅବସ୍ଥିତ। ଜଗନ୍ନାଥ ସଡକର ଦକ୍ଷିଣ ପଟକୁ ଲାଗି ଏହି ସ୍ଥାନ। କେଦାରେଶ୍ବର, ଗୌରୀ ମନ୍ଦିର ଓ ମୁକ୍ତେଶ୍ଵର ଦେଉଳକୁ ଲୋକ ଯେମିତି ଜାଣନ୍ତି ପ୍ରାୟ ସମସ୍ତେ ଏହାଙ୍କୁ ସେମିତି ଜାଣନ୍ତି…