admin

admin

ଆଳି ଗଡ଼ଜାତ

ଲେଖା: ଋଷିରାଜ ପଟ୍ଟନାୟକ ପ୍ରାଚୀନ କେନ୍ଦ୍ରପଡ଼ାରେ ଥିଲା ତିନିଗୋଟି ରାଜ୍ୟ ଯଥା, କୁଜଙ୍ଗ, ଆଳି ଓ କନିକା । କୁଜଙ୍ଗ ରାଜବଂଶରେ ଷଣ୍ଢବଂଶୀ, ଆଳି ରାଜବଂଶରେ ଦେବବଂଶୀ ଓ କନିକା ରାଜବଂଶରେ ଭଞ୍ଜବଂଶୀ ନରପତିମାନେ ଶାସନ କରୁଥିଲେ । କନିକା ରାଜବଂଶର ଅପରାଜେୟ ସ୍ୱାଧୀନଚେତା ରାଜା ବଳଭଦ୍ର ଭଞ୍ଜ ଓ କୁଜଙ୍ଗର ଦୁର୍ଦାନ୍ତ ଷଣ୍ଢ ରାଜା…

ଅଲୋଡା ଘର

ଅକ୍ଷୟ ଓଝା ଆମ ଗାଆଁ ମୁଣ୍ଡରେ ପରିତ୍ୟକ୍ତ ଘରଟିଏ । ଭାଙ୍ଗି ଆସୁଥିବା ମାଟି କାନ୍ଥ । ମାଟି ଖୁପୁରୀରେ ଛାଆ ହେଇଥିବା ଛପର ଜରାଜୀର୍ଣ୍ଣ ଘର ଟିଏ । ଭଗ୍ନ ସ୍ତୁପ ପରି  ଛଡା ହେଇଛି କେଉଁ କାଳରୁ । ଅଲରା ବଲରା ସରୀସୃପଙ୍କ ଆଡ୍ଡା । ପାଖରେ ଖୁବ ଡର ଲାଗେ ।…

ନୀଳମାଧବ

ଲେଖା: ମିହିର ପଟ୍ଟନାୟକ ଶାସ୍ତ୍ରୀୟମତେ ଶ୍ରୀ ଜଗନ୍ନାଥଙ୍କ ପ୍ରଥମ ନାମ ହେଉଛି ପୁରୁଷୋତ୍ତମ, ହେଲେ ସାଧାରଣ ଭାବେ ଯଦି ମହାପ୍ରଭୁଙ୍କ ପ୍ରଥମ ନାମ ସମ୍ପର୍କରେ କାହାକୁ ପଚରାଯାଏ ତେବେ ସେ ନିଶ୍ଚିତ କହିବ ନୀଳମାଧବ, ନ ହେଲେ  ମାଧବ । ଏହି ନାଁଟି ହିଁ ଶାବରୀୟ ସଭ୍ୟତା ଓ ଆର୍ଯ୍ୟ ସନାତନୀ ସଭ୍ୟତାର ସମନ୍ୱୟ ସେତୁ।…

ଖଣ୍ଡପଡ଼ା ଗଡ଼ର ଜଗନ୍ନାଥ ମନ୍ଦିର

ଲେଖା: ରବୀନ୍ଦ୍ର କୁମାର ରଣା ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ବଜାରରେ ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରେ ନିର୍ମିତ ଜଗନ୍ନାଥ ମନ୍ଦିର ଓଡ଼ିଶା କଳା ସ୍ଥାପତ୍ୟର ଏକ ସୁନ୍ଦର ନିଦର୍ଶନ ଅଟେ। ଜଗନ୍ନାଥ ସଂସ୍କୃତିର ଇତିହାସ ଅତି ପ୍ରାଚୀନ। ଇତିହାସର ତଥ୍ୟ ଅନୁସାରେ କୁଷାଣ ରାଜତ୍ଵ କାଳରେ ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀ ସମୟରେ ଶ୍ରୀକୃଷ୍ଣ, ବଳରାମ ଓ…

ଦେବୀଙ୍କ ବାହାନ

ଲେଖା: ଅରବିନ୍ଦ ମହାନ୍ତି ଆଶ୍ୱିନ ମାସ ଶୁକ୍ଳପକ୍ଷର ପ୍ରତିପଦରୁ ନବଦିନାତ୍ମକ ପୂଜା ଆରମ୍ଭ ହୁଏ। ଏହା ଶାରଦୀୟ ନବରାତ୍ରୀ ନାମରେ ପ୍ରସିଦ୍ଧ। ସିଂହବାହିନୀ ଦେବୀ ଦୁର୍ଗା ଏବର୍ଷ ଗଜବାହନରେ ବିଜେ କରିଅଛନ୍ତି। ବର୍ଷଟି କିପରି କଟିବ ଦେବୀଙ୍କ ବାହାନ ଉପରେ ନିର୍ଭର କରିଥାଏ ବୋଲି ଭକ୍ତମାନେ ବିଶ୍ୱାସ ରଖିଥାନ୍ତି। ବିଶ୍ୱାସ ରହିଛି ଯେ ନବରାତ୍ରୀର ପ୍ରଥମ…

ଥୁଆମୂଳ ରାମପୁର

  ଲେଖା: ଦେଵ ତ୍ରିପାଠୀ ଆମ ଓଡ଼ିଶାର ଯେଉଁ ଅଞ୍ଚଳଟି ବିଗତ କେଇ ଦଶନ୍ଧି ଧରି, କ୍ଷୁଧା ଓ ଦାରିଦ୍ର୍ୟର ତାଡ଼ନାରେ ମା’ଟିଏ କୋଳର ଶିଶୁକୁ ବିକିବା ଓ ନାରୀଟିଏ ଦେହ ବିକିବାକୁ ନେଇ ସମଗ୍ରବିଶ୍ଵରେ ବଦନାମୀ ବ୍ରାଣ୍ଡ ‘କେବିକେ’ର ଅଂଶଭାବେ ପରିଚିତ, ସେ ଅଞ୍ଚଳର ନାମ କଳାହାଣ୍ଡି । ଅପରପକ୍ଷରେ, କଳାର ଦେଶ ଉତ୍କଳର…

ମାଆ ମାଆ ବୋଲି ଡାକୁଛ କି ମୋତେ 

ସୌରଭିତ ସୃଷ୍ଟି: ବ୍ରଜସୁନ୍ଦର ଦାସ ମୁକୁର, ଓଡ଼ିଆଭାଷାରେ ପ୍ରକାଶିତ ଆଦ୍ୟ ସାହିତ୍ୟ ପତ୍ରିକା ମଧ୍ୟରେ ଅନ୍ୟତମ । ଏହା ଏକ ମାସିକ ପତ୍ରିକା ଥିଲା ଏବଂ ଏହାର ପ୍ରକାଶନ ୧୩୧୩ ଉତ୍କଳୀୟ ଵର୍ଷ ବୈଶାଖ ମାସଠାରୁ ଅର୍ଥାତ୍ ଇଂରାଜୀ ୧୯୦୫ ଖ୍ରୀଷ୍ଟାବ୍ଦ ଏପ୍ରିଲ ମାସଠାରୁ ଆରମ୍ଭ ହୋଇଥିଲା । ଏହାର ସମ୍ପାଦକ ଥିଲେ ଵିଶିଷ୍ଟ କଵି…

ଚାଳଘର

  ଲେଖା: ଅକ୍ଷୟ ଓଝା ଚାଳଘର । ପିଲାଦିନେ ଆଠ ଖୁଣ୍ଟିଆ ଚାଳ ଛପର ଘର ଆମର ଥିଲା । ପିଢ଼ାରେ ବର୍ଷସାରା କିଛି ନା କିଛି ପରିବା ଫସଲ ଲତା ଟିଏ ମାଡ଼ି ଥାଏ  ଆମ ଚାଳ ଉପରେ । ଲାଉ, କଖାରୁ, ପୋଇ, ଶିମ ଇତ୍ୟାଦି ଇତ୍ୟାଦି । ବର୍ଷା ଋତୁରେ ବର୍ଷା…

ଆମ ଢଗଢମାଳି

ଗବେଷଣା: ଶିଶିର ସାହୁ ମନୋଜ ଆମ ଢଗଢମାଳି ! ଆମ ଭାଷା ସାହିତ୍ୟର ଅମୁଲ୍ୟ ବିଭବ ! “ଚାନ୍ଦରେ  କଳଙ୍କ ସୂରୁଜ ଖୁଣଲୋ ଦରିଅା  ପାଣିତ ଲୁଣିଅା କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଅା  ।” ଚନ୍ଦ୍ର  ଶୀତଳତା  ପ୍ରଦାନ  କରେ,  କିନ୍ତୁ ତା’  ଦେହରେ  ଦାଗ।  ସୂର୍ଯ୍ୟ  ବିନା  ଜୀବଜଗତ ତିଷ୍ଟିବା ଅସମ୍ଭବ।…

ଉତ୍କଳ

ତଥ୍ୟ ଓ ଗବେଷଣା: ଶିଶିର ସାହୁ ମନୋଜ ଏ ମାଟିର ଅନେକ ନାମ ତନ୍ମଧ୍ୟରେ କଳିଙ୍ଗ, ଉତ୍କଳ ଓ ଓଡ଼ିଶା ନାମ ସର୍ଵତ୍ର ଲୋକପ୍ରିୟ । ଅଖଣ୍ଡ ଓଡ଼ିଶା ଵା କଳିଙ୍ଗର ଅର୍ଦ୍ଧେକ ଭାଗ ଆଜି ଆଧିକାରିକ ଓଡ଼ିଶା ରାଜ୍ୟ ଭାଵରେ ଜଣାଶୁଣା । ସେଇ କଳିଙ୍ଗର ଆଉ ଏକ ସାହିତ୍ୟିକ—ଵୈଜ୍ଞାନିକ ନାମ ହେଲା ଉତ୍କଳ…