ମହାମନିଷୀଗଣ

ପିଣ୍ଡିକୀ ବାହୁବଳେନ୍ଦ୍ର(ଇଂରେଜ ବିରୋଧୀ ଆନ୍ଦୋଳନର ଅମର ସହିଦ) Pindiki Bahubalendra

ଲେଖା: ନିରଞ୍ଜନ ସାହୁ ଗୋଟିଏ ପରେ ଗୋଟିଏ ସଫଳତାର ସହ ଭାରତର ବିଭିନ୍ନ ରାଜ୍ୟର ଶାସନଭାର ହାତକୁ ନେବାପରେ ଇଂରେଜ ସରକାରଙ୍କ ଦୃଷ୍ଟି ଓଡ଼ିଶା ଉପରୁ ବାଦ୍ […]

ମହାମନିଷୀଗଣ

ଓଡ଼ିଆ କାବ୍ୟରେ ମୋହ ମୁଦଗର ରଚୟିତା ଭକ୍ତଚରଣ ଦାସ (Bhakta Charan Das)

ସଂସାର ଅଳିକ । ସାରା ଜଗତ ମିଥ୍ୟା, ସମସ୍ତ  ଜାଗତିକ ପଦାର୍ଥ ଅନିତ୍ୟ। ଜୀବନ ଯୌବନ କ୍ଷଣସ୍ଥାୟୀ । ଘୋର ଜଞ୍ଜାଳମୟ ଏ ଭବସାଗର। ଚଉରାଅଶୀ ଆଙ୍ଗୁଳ ଚର୍ମ ଘେରି ରହିଥିବା ଏ ଦେହ ଭିତରଟା ନାରଖାର। ଧନ ସମ୍ପତ୍ତି ମୂଲ୍ୟହୀନ, କିନ୍ତୁ ଘୋର ଆସକ୍ତି ମଣିଷର ଏଇଥିପାଇଁ । ଏହାହିଁ ଚିରନ୍ତନ ସତ୍ୟ ! ଏସବୁକୁ ଭଲ ଭାବରେ ହୃଦୟଙ୍ଗମ କରି ଜୀବନ ପ୍ରତି ଅନାସକ୍ତ ଭାବ ଉଦ୍ଦ୍ରେକ ହୋଇଥିଲା ଜଣେ ମହାନ୍ ଓଡ଼ିଆ କବିଙ୍କର . .

ମହାମନିଷୀଗଣ

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା

ମହାମନିଷୀଗଣ

ଆଦିକବି ସାରଳା ଦାସ

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .

ମହାମନିଷୀଗଣ

ଗୋପୀନାଥ ମହାନ୍ତି

ଲେଖା: ଦେଵ ତ୍ରିପାଠୀ ପଦ୍ମଭୂଷଣ ଡ଼ଃ ଗୋପୀନାଥ ମହାନ୍ତି I ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା

ମହାମନିଷୀଗଣ

ଓଡିଶୀନୃତ୍ୟର ଯୁଗପ୍ରବର୍ତ୍ତକ ଗୁରୁ ପଦ୍ମବିଭୂଷଣ ଡଃ କେଳୁଚରଣ ମହାପାତ୍ର (Dr. Kelucharan Mohapatra)

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀରେ ଓଡ଼ିଶୀନୃତ୍ୟର ପ୍ରତିଷ୍ଠା, ପରିବ୍ୟାପ୍ତ ତଥା ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଇବାରେ ରହିଥିଲା ତାଙ୍କର ପ୍ରମୂଖ ଭୂମିକା । ଓଡିଶୀର ଆଦିଗୁରୁ

ମହାମନିଷୀଗଣ

ସ୍ୱଭାବକବି ଗଙ୍ଗାଧର ମେହେର

ବିଶ୍ୱଭ୍ରାତୃପ୍ରେମର ଜୁଆର ତୋଳୁଥିବା ସେଇ ମହାନ କବିଙ୍କ କବିତାରେ ଛନ୍ଦର ଲାଳିତ୍ୟ, ମଧୁର ପଙ୍କ୍ତି, ପ୍ରକୃତିର ନୈସର୍ଗିକ ଶୋଭାବର୍ଣ୍ଣନା ଓ ଧ୍ୱନିରେ ସଙ୍ଗୀତର ସୁର ତାଙ୍କୁ ସ୍ୱଭାବକବିର ମାନ୍ୟତା ପ୍ରଦାନ କରିଆସିଛି I କେତେବେଳେ ସେ ଲେଖିଛନ୍ତି ପ୍ରଣୟର ବଲ୍ଲରୀ, ପୁଣି କେବେ ସରଳ ଗ୍ରାମ୍ୟ ଚିତ୍ରର ଲୋଟଣି ତାଙ୍କ କବିତାର କଲ୍ଲୋଳ I କେବେ ରାଧାନାଥ ଯୁଗୀୟ ପ୍ରକୃତି ବର୍ଣ୍ଣନା ତ କେବେ ପୁଣି ଭଗବତ ଭାବନାର ସମନ୍ୱୟ, କେବେ ପୁଣି ପୁରାତନ ଯୁଗୀୟ ଛନ୍ଦରେ ଛନ୍ଦମୟ, କେବେ ବିଶ୍ୱଭ୍ରାତୃପ୍ରେମର ଧାରା ତାଙ୍କ କବିତାର ଆଦର୍ଶ . .

ମହାମନିଷୀଗଣ

ଓଡିଶା ସଙ୍ଗୀତ ଜଗତର ରାଣୀ ଡଃ ଶ୍ୟାମାମଣି ଦେଵୀ (Dr. Shyamamani Devi)

ପିଲାଟି ଦିନରୁ ସେ ଥିଲେ ସଙ୍ଗୀତ ପ୍ରତି ସମର୍ପିତ, ହେଲେ ରକ୍ଷଣଶୀଳ ସମାଜ କରିଥିଲା ତାଙ୍କର ପଥରୋଧ । ସେ କିନ୍ତୁ ଥିଲେ ଦୃଢନିଶ୍ଚିତ, ସଙ୍ଗୀତ ଥିଲା ତାଙ୍କ ଜୀବନ, ସେ ପଛକୁ ହଟିଥାନ୍ତେ ବା କେମିତି ! ପ୍ରବଳ ଆଗ୍ରହ ଓ ସଙ୍ଗୀତ ପ୍ରତି ନିଷ୍ଠା ସହିତ ଆଶୀର୍ବାଦ ହେଲା ପିତା ଏବଂ କକାଙ୍କ ସୁସମୟ ପ୍ରେରଣା । ଆଉ ଜୀବନରେ ପଛକୁ ଫେରି ନ ଥିବା ସେଇ ଛୋଟ ଝିଅଟି ଦିନେ ବନିଗଲା କେତେ କେତେ କଣ୍ଠଶିଳ୍ପୀଙ୍କ ପ୍ରେରଣା । ସେ ବନିଗଲା ଓଡିଶୀ ସଙ୍ଗୀତ, ପଲ୍ଲୀସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତଜଗତର ଏକ ଶ୍ରଦ୍ଧାଶୀଳ ନାମ . .

Scroll to Top