Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
~ ପଖାଳ ~ ଲେଖା: ଡ. ଜୟଶ୍ରୀ ନନ୍ଦ ଓଡ଼ିଆଙ୍କ ଆରାଧ୍ୟ ବଡ଼ଠାକୁର ବି ଭାରି ଭଲ ପାଆନ୍ତି ପଖାଳକୁ। ମହାପ୍ରଭୁଙ୍କ ପାଖରେ ଲାଗି ହେଉଥିବା ପଖାଳ ବିଷୟରେ କବିତାଟିଏ . . ବଡଘର ବଡ ଗୁମର କଥା ବଡ ପଣେ ସେ ତ ବଡଦେବତା, କୋଟି ଓଡ଼ିଆର ମଉଡମଣି, କେ ନ ଜାଣେ ତାର ସେ…
~ ହଳଦୀ ~ ଲେଖା: ଡ. ଜୟଶ୍ରୀ ନନ୍ଦ କାମଚୋର ହୋଇ ଆମେ ଭୁଲିଗଲେଣି ଏହାର ସୁଗନ୍ଧ। ହଳଦୀ ଗୁରୁଗୁରୁ କଞ୍ଚାହଳଦୀ । ପୂଜାରୁ ରୋଷେଇ ଯାଏ ଲାଗି ହେଉଥିବା ଶୁଦ୍ଧହଳଦୀ। ଟିକେ ସୁବିଧା ପାଇଁ ଅଧିକ ଅର୍ଥ ଦେଇ ସମସ୍ତେ କିଣୁଛେ ହଳଦୀଗୁଣ୍ଡ। ଶୁଣାଯାଏ କେତେ ପ୍ରକାରର ଭେଜାଲ ମିଶା ଯାଉଛି ହଳଦୀଗୁଣ୍ଡରେ। ପୂଜାପାର୍ବଣରେ…
~ ଦୀପାବଳୀରେ ଖେଳଣା ମିଠା: ହାତୀଘୋଡ଼ା ମିଠେଇ ~ ଲେଖା: ଅମୃତେଶ ଖଟୁଆ ଆମ ଓଡ଼ିଆଙ୍କ ଖାଇବା ଇ ନିଆରା ! ମହାପ୍ରସାଦ ହେଉ ଅବା ରେଷ୍ଟୁରାଣ୍ଟର ଭୋଜନ ହେଉ ଓଡ଼ିଆ ଖାଇବା ଶେଷକୁ ଲୋଡ଼େ ମିଠା ଟିକିଏ ! ମିଠା ନ ଥିଲେ ଓଡ଼ିଆର ରଜାଘର ଖାନା ମୋଟେ ରୁଚିବନି ବୋଲି ଜାଣ !…
~ ମୁଆଁ ~ ଲେଖା: ଅମୃତେଶ ଖଟୁଆ ଶ୍ରୀକ୍ଷେତ୍ର ପୁରୀରେ ଏକଦା ପହଞ୍ଚିଛନ୍ତି ଉତ୍କଳଘଣ୍ଟ ଯଦୁମଣି ମହାପାତ୍ର । ନିଜ କର୍ମଭୂମି ନୟାଗଡ଼ରେ ତାଙ୍କ ବିଦ୍ବତ୍ତା ଓ ପ୍ରତ୍ୟୁତ୍ପନ୍ନମତିତାର ଯଶ ବିସ୍ତାର ହେଇ ସାରିଥିଲା । ନୟାଗଡ଼ ରାଜା ବିନାୟକ ସିଂହ ମାନଧାତାଙ୍କ ରାଜ ଉଆସରେ ରାଜକବିଙ୍କ ଅଦ୍ୱିତୀୟ ଅଧିକାର ଲାଭ କରିଥିବା ଉତ୍କଳଘଣ୍ଟ ନିଜ…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ମଣ୍ଡାପିଠା ~ ମଣ୍ଡା ପିଠା ଗୋଲ୍ ଗୋଲ୍, ଚାଲ ଯିବା ଚଣ୍ଡିଖୋଲ। ଲୋକଗୀତଟି ପଢୁ ପଢୁ ଆପଣ ଅନୁମାନ କରିସାରିବେଣି ଆଜି ଆମର କେଉଁ ଏକ ପ୍ରଧାନ ପାରମ୍ପରିକ ପିଠା ଉପରେ ଲେଖା ହେବ । ମଣ୍ଡା ପିଠା ଏକ ଓଡ଼ିଆ ପାରମ୍ପରିକ ପିଠା । ଏହା ପ୍ରତ୍ୟେକ…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ମୁଆଁ ~ ବାରମାସେ ତେର ଯାତ । ପୁନେଇଁପରବ ସବୁ ପଛକୁ ପଛ ବର୍ଷସାରା ଲାଗିଥାଏ ଆମ ଓଡ଼ିଆ ଘରେ । ହେଲେ ଶୀତଦିନରେ ଥଣ୍ଡାପଡେ ବୋଲି କି କ’ଣ ଅନ୍ୟ ୠତୁ ଅପେକ୍ଷା ଏ ଶୀତୠତୁରେ ଆମର ଖାଦ୍ୟ ସବୁ ଅଲଗା ହୋଇଥାଏ । ଶୀତରୁ ରକ୍ଷା…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ଚକୁଳି ~ “ଏଇଠି ଆମର ରୋଷେଇ ଘର ଏ ଘର ଭିତର ସଫା ସୁତର ଏଇ ଘରେ ମାଆ ପରିବା କାଟେ ବେସର ବାଟେ ଜାଇ ରଗଡେ ଶାଗ ଖରଡେ ଗଢଇ ପିଠା . . . ” ଆମ ଓଡ଼ିଆ ଘରେ ପିଠାପଣା ପରା ବରଷକ ବାରମାସ…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ଗଇଁଠା ~ କଳାସାଆନ୍ତେ ଆମର ଖାଦ୍ୟପ୍ରିୟ ସଙ୍ଗୀତପ୍ରିୟ ଋତୁପ୍ରିୟ ଫୁଲପ୍ରିୟ। ବିଭିନ୍ନ ଋତୁରେ ମହାପ୍ରଭୁଙ୍କର ବିଭିନ୍ନ ପର୍ବପର୍ବାଣୀ । ଋତୁ ଅନୁସାରେ ଭିନ୍ନ ଭିନ୍ନ ଫଳ ଫୁଲ ପନିପରିବା ଆଦି ଉତ୍ପାଦନ ହୁଏ । ତେଣୁ ଶୀତ ବର୍ଷା ବସନ୍ତ ଶରତ ଭିନ୍ନ ଋତୁରେ ଯେଉଁ ପର୍ବପର୍ବାଣି ପାଳନ…
ଲେଖା: ଡ. ଜୟଶ୍ରୀ ନନ୍ଦ ଆମ ପାରମ୍ପରିକ ଖାଦ୍ୟ: ଚୁଡା ଗୋଟିଏ ଜାତିର ଉତ୍ଥାନ କେବଳ ଜାତିର ଭାଷା, ସଂସ୍କୃତି, ଖାଦ୍ୟ, ବସ୍ତ୍ର, ଚଳନୀ ଏ ସବୁକୁ ନେଇ ହୋଇଥାଏ । ଆମେ ଯେତେବେଳେ ଆମର ମାଆ ମାଟିର ପାରମ୍ପରିକ ଭାଷା କହୁ, ଶିଖୁ, ପଢୁ ସେତେବେଳେ ଆମ ମାତୃଭାଷାର ପ୍ରଚାର ପ୍ରସାର ଯେମିତି ହୁଏ…
ଲେଖା: ଡ. ଜୟଶ୍ରୀ ନନ୍ଦ ଆମ ପାରମ୍ପରିକ ଖାଦ୍ୟ: ମୁଢ଼ି “ମୁଢ଼ିନଡ଼ିଆ.. ତାକୁ ଭଲ କି ଚିନ୍ହିଛି ଓଡ଼ିଆ ଉଷୁମ ଥିବ ମୁଢ଼ି ହୋ, ନଡିଆ ପାତି ଥିବ ପଡି ଘାଣି ସୋରିଷ ତେଲ, ତା ତୁଲେ ଥିବ ଜଡି ଚାଖିଲେ ଲାଗୁଥିବ ବଢିଆ ହୋ ମୁଢ଼ିନଡ଼ିଆ.. ତାକୁ ଭଲ କି ଚିନ୍ହିଛି ଓଡ଼ିଆ” ସଙ୍ଗୀତ…