Category ଭାଷା ଓ ସାହିତ୍ୟ

ମାତୃଭାଷା

~ ମାତୃଭାଷା ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେ ମାଆକୁ ଚିହ୍ନି ନାହିଁ ଯେ ଗାଁ କୁ ଚିହ୍ନି ନାହିଁ ଯେ ନିଜ ଭାଷା ଜାଣେ ନାହିଁ ତାହାର ବା ନିଜର ଠିକଣା କାହିଁ । ଏମିତି ଜଣେ ବୁଢୀ ମାଆ ଥରେ କହିଲେ । ପ୍ରଥମ ପ୍ରଶ୍ନ ଥିଲା “ତୋର ପିଲାମାନେ ମାତୃଭାଷା ଶିଖିଛନ୍ତି ନା ?…

ଗୁରୁ

ଲେଖା: ଅମୃତେଶ ଖଟୁଆ ~ ଗୁରୁ ~ ‘ପୁଣି ପଡଇ ଘୋରତମେ । ଗତ ଆଗତ ପଥଶ୍ରମେ ।। ଏ କଥା ବୁଝି ଗୁରୁ ପାଦେ । ଆଶ୍ରେ କରିବ ଅପ୍ରମାଦେ ।। ଉତ୍ତମ ଗୁରୁ ଆଶ୍ରେ କରି । ତାଙ୍କ ବଚନ ଶିରେ ଧରି ।। ସମଦରଶୀ ନିଷ୍ଠାପର । ତପ କଷଣ ସହେ…

ଓଡ଼ିଆ ଲିପି

ଲେଖା: ତେଜସ୍ବ ତ୍ରିପାଠୀ ~ ଓଡ଼ିଆ ଲିପି ~ ଭାଷା ଓ ଲିପି ପରସ୍ପରର ପରିପୂରକ l ମାନବ ସଭ୍ୟତାର ଇତିହାସ ରେ ଲିପି ବା ଅକ୍ଷର ଏକ ମହତ୍ୱ ପୂର୍ଣ୍ଣ ଅବଦାନ l ମନୁଷ୍ୟର ମୁଖ ନିସୃତ ବାଣୀକୁ ଚିର କାଳ ଧରି ଅକ୍ଷୟ ରଖିବା ପାଇଁ ଲିପିର ସୃଷ୍ଟି l ମନୁଷ୍ୟ ସଭ୍ୟତାର…

ଦାରାକ୍ଷ

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ   ~ ହଜିଯାଇଥିଵା ଏକ ପ୍ରାଚୀନ ଓଡ଼ିଆ ଶବ୍ଦ ‘ଦାରାକ୍ଷ’ ~ ଅଙ୍ଗୁର କୋଳିକୁ କିଏ ନ ଜାଣେ ? ସାରା ପୃଥିଵୀର ଯେକୌଣସି ହାଟବଜାରରେ ଆଉ କିଛି ମିଳୁ କି ନ ମିଳୁ ଅଙ୍ଗୁର କୋଳି ନିଶ୍ଚୟ ମିଳିଯାଏ । ସାଧାରଣତଃ Vitis ପ୍ରଜାତିର ୮୧ରୁ…

ଷୋଡ଼ଶ ମାତା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଶାସ୍ତ୍ରରେ କଥିତ ଷୋଡ଼ଶ ମାତା ଏଵଂ ଓଡ଼ିଆ ଜନସମାଜରେ ତହିଁର ପ୍ରତିଫଳନ ~ ଷୋଡଶ ପ୍ରକାର ମାତାଙ୍କ କଥା ବ୍ରହ୍ମଵୈଵର୍ତ୍ତ ପୁରାଣର ଗଣପତିଖଣ୍ଡରେ କାର୍ତ୍ତିକେୟ ସଂଵାଦସ୍ଥ ୧୫ତମ ଅଧ୍ଯାୟରେ ଲେଖାଅଛି: “ସ୍ତନଦାତ୍ରୀ ଗର୍ଭଧାତ୍ରୀ ଭକ୍ଷଦାତ୍ରୀ ଗୁରୁପ୍ରିୟା । ଅଭୀଷ୍ଟଦେଵପତ୍ନୀ ଚ ପିତୁଃ ପତ୍ନୀ ଚ କନ୍ଯକା…

ବୁଢ଼

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ  ~ ବୁଢ଼ : ହଜିଯାଇଥିଵା ଏକ ଓଡ଼ିଆ ଶବ୍ଦ ~ ଓଡ଼ିଶାରେ ଲୋକଵାଣୀ ଅଛି, “ବୁଢ଼ ଗାଈ ବ୍ରାହ୍ମଣକୁ ଦାନ !” ବ୍ରାହ୍ମଣଙ୍କୁ ବୁଢୀ଼ଗାଈ ଦାନ ଯେମିତି ନିଷ୍ଫଳ ସେହିପରି କୌଣସି ଆଡ଼ମ୍ବରପୂର୍ଣ୍ଣ କଷ୍ଟସାଧ୍ୟ କାର୍ଯ୍ୟ ନିଷ୍ଫଳ ହେଵା କ୍ଷେତ୍ରରେ ସମ୍ଭଵତଃ ଏହି ଢଗଟି ପ୍ରୟୋଗ କରାଯାଏ…

ସତ୍ୟନାରାୟଣ ପୂଜା

ଲେଖା: ନିରଞ୍ଜନ ସାହୁ ~ ସତ୍ୟନାରାୟଣ ପାଲା ~ ଓଡ଼ିଶାର ପାଲା ବହୁ ପ୍ରାଚୀନ । ପରବର୍ତ୍ତୀ ସମୟରେ ସତ୍ୟପୀର ପାଲା ଓଡ଼ିଶାରେ ପ୍ରବେଶ କରିଥିବା ସହଜେ ଅନୁମେୟ । କିନ୍ତୁ ସତ୍ୟନାରାୟଣ ପାଲା , ଯାହା ଓଡ଼ିଶାର ଆତ୍ମା, ତାହାର ଉଦ୍ଭବ ଗଂଗବଂଶ ରାଜୁତି ସମୟର । ଗବେଷକ ନୀଳମଣି ମିଶ୍ରଙ୍କ ଏହି ଉକ୍ତିକୁ…

ଆମ ଲୋକସାହିତ୍ୟ

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ ‘‘ହାତ ଚାଖଣ୍ଡେ ଖୋଳିବ ଗାତ, ପତର ଖଣ୍ଡିକେ ନ ଦେବ ହାତ, ଚାଖଣ୍ଡେ ମାପି ଭାଙ୍ଗିବ ଭଣ୍ଡା, ତେବେ ସେ ଦେଖିବ କଦଳୀ ପେଣ୍ଡା ।” ଏମିତି ଆମ ଗାଁ ଗହଳିରେ କେତେ ବଚନ ଶୁଣୁ ! କଦଳୀ ଚାଷକୁ ନେଇ ଇଏ ଆମ #ଲୋକଗୀତ…

ଆମ ଲୋକସାହିତ୍ୟ

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ “ଚଇତି ସକାଳ ନିର୍ମଳ ଜଳ, ଜଳେ ହସୁଛନ୍ତି କଇଁ କମଳ । ଦଳ ପିମ୍ପୁଡ଼ି ଡାହୁକ ଗର୍ଜନ, କୁମ୍ଭାଟୁଆ ହୁଁ ହୁଁ କରୁଚି ଶୁଣ । ବିଲ ମାଳେ ଗଲେ ଟିଁ ଟିଁ ଗାଇ, ଜାଲ ନେଇଗଲେ କେଉଟ ରାଇ।” (#ଚଇତିଘୋଡ଼ା_ଗୀତ) ଚଇତିଘୋଡ଼ା ଗୀତ !…

ଆମ ଲୋକସାହିତ୍ୟ

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ ଇଏ ଆମ ଗାଁ ଗହଳିର ଅସିଆ କାଳର ମସିଆ କଥା ! ବେଳବୁଡ଼ି ଆସିଲା ବେଳକୁ ବଳଦ ଆଡ଼େଇ ଶଗଡ଼କୁ ଘରମୁହାଁ କରାଉଥିବ ଚଷାପୁଅ ! ଲହରା ସୁର ତା’ର ଭାସି ଆସୁଥିବ କାଇଁ କେତେ ଦୂରରୁ ! “ଦୂରକୁ ସୁନ୍ଦର ତ ପରବତମାଳ ଗାଆଁକୁ…