Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ଆମସ୍ ସଟନ୍ ୧୮୩୧ ମସିହାରେ ପ୍ରଥମେ ଓଡ଼ିଆ ଵ୍ଯାକରଣ ସମ୍ବନ୍ଧୀୟ ପୁସ୍ତକ ‘Introductory Grammar of Oriya Language’ ଲେଖିଥିଲେ ! ଏଥିରେ ସେ ଆମ ଓଡ଼ିଆ ଭାଷା ଏବଂ ବଙ୍ଗାଳି ଭାଷା ମଧ୍ଯରେ ପ୍ରଭେଦ ଦର୍ଶେଇଵାକୁ ଯାଇ କହିଛନ୍ତି: “ବଙ୍ଗାଳୀ ପାଟି ଲଗେଇ ସ୍ତ୍ରୀ ଲୋକଙ୍କ ପରି ଶବ୍ଦ…

ଉପସ୍ଥାପନା: ଶିଶିର ସାହୁ ମନୋଜ ହିଆ ଶବ୍ଦଟି ଓଡ଼ିଆଭାଷାର ପ୍ରାଚୀନ ଶବ୍ଦ ମଧ୍ୟରୁ ଅନ୍ଯତମ ଏଵଂ ଏହା ପୁରାତନ ସାହିତ୍ୟରେ ବହୁଳ ଭାବରେ ଵ୍ଯଵହୃତ ହୋଇଛି । ପ୍ରାଚୀନ ପ୍ରାକୃତ ଭାଷାରେ “ହୃଦୟ” ପାଇଁ “ହିଅଅ” ଓ “ହିଅୟ” ଶବ୍ଦ ଚଳୁଥିଲା । ଓଡ଼ିଆ ଭାଷାରେ ସେଇ ପ୍ରାକୃତ ଶବ୍ଦରୁ ହିଆ ଶବ୍ଦ ହୋଇଥିଵା ଵେଳେ…

ଲେଖା: ଶିଶିର ସାହୁ ମନୋଜ ଆଜିକାଲି ରଜ ଶବ୍ଦର ଭାଵନାତ୍ମକ ଵ୍ଯାଖ୍ଯା କରାଯାଉଛି । ର+ଜ=ରଜ *‘ର’ ର ଅର୍ଥ ସଂସାର, *‘ଜ’ ର ଅର୍ଥ ଯୋଚିଵା ତେବେ ଏଭଳି ଶହ ଶହ ଵ୍ଯାଖ୍ଯା କରାଯାଇପାରେ, ଯଥା: *‘ର’ ର ଅର୍ଥ ରଚନା *‘ଜ’ ର ଅର୍ଥ ଜଳ କିନ୍ତୁ ଶବ୍ଦର ଏଭଳି ଵ୍ଯାଖ୍ଯା ଯେତେ…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଶାରେ ଗୋଟାଏ ଶବ୍ଦର ଅର୍ଥ ଓ ରୂପ ସ୍ଥାନ ଵିଶେଷରେ ଭିନ୍ନ ଭିନ୍ନ ହୋଇଥାଇପାରେ । ପଶ୍ଚିମ ଓଡ଼ିଶାରେ ଖୁଚା ଶବ୍ଦର ଵିଭିନ୍ନ ଅର୍ଥ ଏହାର ଜ୍ଵଳନ୍ତ ଉଦାହରଣ । ଖୁଚା ଶବ୍ଦର କେତେକ ଅଞ୍ଚଳରେ ଅର୍ଥ କଚ୍ଛା ଏଵଂ ବହୁତ ସମ୍ଭଵ ଏହା କଚ୍ଛା ଶବ୍ଦର ସମ୍ବଲପୁରୀ ରୂପ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ କଵି ସନ୍ତୋଷ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରେ ଗଉଡ଼ଶ୍ରେଣୀୟ ଗ୍ରାମସେଵକଙ୍କୁ ‛ନରିହା’ କୁହାଯାଉଥିଲା ଏଵଂ ଏ ଶବ୍ଦର ଓଡ଼ିଆ ମାନକୀକରଣ ‛ନରିଆ’ ସାହିତ୍ୟରେ ମଧ୍ୟ ଵ୍ୟଵହୃତ ହୋଇଛି । ରାଜାମାନଙ୍କ ନଅରକୁ ପାଣି ବୁହାଇବା ଗଉଡ଼କୁ ପଶ୍ଚିମ ଓଡିଶାରେ ନରିଆ ଓ ପୂର୍ଵାଞ୍ଚଳରେ ପାଣିଆଁ ଗଉଡ଼ କୁହାଯାଉଥିଲା…

ଲେଖା: ଶିଶିର ସାହୁ ମନୋଜ “ଦାରୁ” ଭାରୋପୀୟ ଭାଷାପରିଵାରର ଶବ୍ଦ ନା ଏକ ଆଷ୍ଟ୍ରୋଏସୀୟ ଶବ୍ଦ ? ଖଡି଼ଆ, ମୁଣ୍ଡା ଓ ହୋ ଆଦି ଜନଜାତୀୟ ଭାଷାରେ ଗଛକୁ ଦାରୁ କୁହାଯାଏ ବୋଲି କିଛି ଲୋକ ଭାଵନ୍ତି ଏହି ଦାରୁ ଶବ୍ଦଟି ଜନଜାତୀୟ ମୂଳର ଶବ୍ଦ ହୋଇଥିଵ । ତେବେ ଋକଵେଦ ଓ ମହାଭାରତ ଇତ୍ଯାଦି…

ଲେଖା: ଶିଶିର ସାହୁ ମନୋଜ ବ୍ରେକ୍’ର ଆଵିଷ୍କାର କିଏ କରିଥିଲା ପଚାରିଲେ ଲୋକେ କହିଵେ ପାଶ୍ଚାତ୍ୟ ଦେଶର ଲୋକେ କିନ୍ତୁ ଆମ ଦେଶର ବହୁତ ଅଳ୍ପ ଲୋକଙ୍କୁ ଜଣାଥିଵ ଯେ ଶ୍ରୀମନ୍ଦିରର ରଥଗୁଡି଼କରେ ସହସ୍ରାଧିକ ଵର୍ଷ ଆଗରୁ ରହିଆସିଛି ଏହି ବ୍ରେକ୍ ଵ୍ଯଵସ୍ଥା । ରଥରେ ଥିଵା ଏହି ବ୍ରେକ୍’କୁ ଆମ ଭାଷାରେ କୁହାଯାଏ ହଡ଼ିକାଠ…

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଓଡ଼ିଆରେ ପ୍ରଚଳିତ ହିଁ ନୁହେଁ ଵରଂ ଅତି ପ୍ରଚଳିତ ହୋଇ ଆସିଛି ବୋଇତ ଶବ୍ଦ । ଭାରତର ଅନ୍ୟ କୌଣସି ପ୍ରାଦେଶିକ ଭାଷାରେ ଏହି ଶବ୍ଦ ନାହିଁ । ୧. ହିନ୍ଦୀରେ – ନୈହର, ନୟା, କସ୍ତୀ, କିସ୍ତୀ ଶବ୍ଦ ରହିଛି ୨. ବଙ୍ଗଳାରେ ତୋରୀ, ଡୋଙ୍ଗା,…

ଉପସ୍ଥାପନା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷବେଳକୁ ଭାରତରେ ନବଯୁଗର ପ୍ରବର୍ତ୍ତନ ହେଲା କହିଲେ ଅତ୍ୟୁକ୍ତି ହେବନାହିଁ । ଶିକ୍ଷାର ପ୍ରସାର, ଗମନାଗମନର ସୁବିଧା, ଡାକବ୍ୟବସ୍ଥାର ଉନ୍ନତି, ମୁଦ୍ରଣଯନ୍ତ୍ରର ସ୍ଥାପନ ହେତୁ ବିଭିନ୍ନ ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ମାନସିକ ନୈକଟ୍ୟ ସ୍ଥାପିତ ହେଲା । ସାମାଜିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ସଞ୍ଚାରିତ ହେବା ସହ ଜାତିଗତ ବନ୍ଧନ,…

ଲେଖା: ନିରଞ୍ଜନ ସାହୁ ବିଂଶ ଶତାବ୍ଦୀର ପ୍ରଥମ ଭାଗ ଓଡ଼ିଶାରେ ରେନେସାଁ କାଳର ଏକ ଉଲ୍ଲେଖନୀୟ ସମୟ । ଭାଷାଭିତ୍ତିରେ ରାଜ୍ୟ ଗଠନର ଆବଶ୍ୟକତା ଯେତିକି ଥିଲା, ସେତିକି ଥିଲା ଭାଷାକୁ ଭାରତୀୟ ସାହିତ୍ୟରେ ଉପଯୁକ୍ତ ମାନ୍ୟତା ଦେବା ପାଇଁ ସାଂସ୍କୃତିକ ଆନ୍ଦୋଳନ । ନଅଙ୍କ ଦୁର୍ଭିକ୍ଷ ପରେ ଆରମ୍ଭ ହୋଇଥିବା ଜାଗରଣ ଆହୁରି ଆଗକୁ…