Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ଆମର ଓ ଜଗାର ଅଭିଧାନ ତଥା ଶବ୍ଦାଦି ମଧ୍ୟରେ କେତେକ ଭିନ୍ନତା ରହିଛି । ଆମେ ପ୍ରଜା ସେ ରଜା, ରଜାଙ୍କ ପରି ସହସ୍ରାଧିକ ଵର୍ଷକାଳ ଶଵର ଓ ଓଡ଼ିଆଙ୍କ ଦ୍ଵାରା ପୂଜିତ ହୋଇଆସୁଛି ସେଇ କଳାଵଦନ ନୀଳାଚଳିଆ । ରଜାଙ୍କ ଦୈନନ୍ଦିନ ଜୀଵନ, ରୀତିନୀତି, ଚଳଣି ଇତ୍ୟାଦିସାଧାରଣ ଜନତାଙ୍କଠାରୁ…

ଗବେଷଣା: ଶିଶିର ସାହୁ ମନୋଜ ଆମ ଢଗଢମାଳି ! ଆମ ଭାଷା ସାହିତ୍ୟର ଅମୁଲ୍ୟ ବିଭବ ! “ଚାନ୍ଦରେ କଳଙ୍କ ସୂରୁଜ ଖୁଣଲୋ ଦରିଅା ପାଣିତ ଲୁଣିଅା କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଅା ।” ଚନ୍ଦ୍ର ଶୀତଳତା ପ୍ରଦାନ କରେ, କିନ୍ତୁ ତା’ ଦେହରେ ଦାଗ। ସୂର୍ଯ୍ୟ ବିନା ଜୀବଜଗତ ତିଷ୍ଟିବା ଅସମ୍ଭବ।…

ତଥ୍ୟ ଓ ଗବେଷଣା: ଶିଶିର ସାହୁ ମନୋଜ ଏ ମାଟିର ଅନେକ ନାମ ତନ୍ମଧ୍ୟରେ କଳିଙ୍ଗ, ଉତ୍କଳ ଓ ଓଡ଼ିଶା ନାମ ସର୍ଵତ୍ର ଲୋକପ୍ରିୟ । ଅଖଣ୍ଡ ଓଡ଼ିଶା ଵା କଳିଙ୍ଗର ଅର୍ଦ୍ଧେକ ଭାଗ ଆଜି ଆଧିକାରିକ ଓଡ଼ିଶା ରାଜ୍ୟ ଭାଵରେ ଜଣାଶୁଣା । ସେଇ କଳିଙ୍ଗର ଆଉ ଏକ ସାହିତ୍ୟିକ—ଵୈଜ୍ଞାନିକ ନାମ ହେଲା ଉତ୍କଳ…

ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାର ପ୍ରଥମ ଭାଷାଵିତ୍ ପଣ୍ଡିତ ଶ୍ରୀ ଗୋପୀନାଥ ନନ୍ଦଶର୍ମାଙ୍କ ଭାଷା ସମ୍ବନ୍ଧୀୟ ଅମର ଯଥାର୍ଥ ଵିଚାର । ନିମ୍ନରେ ପ୍ରଦତ୍ତ ସମସ୍ତ ସୂକ୍ତି ଶ୍ରୀ ନନ୍ଦଶର୍ମାଙ୍କ “ଓଡି଼ଆ ଶବ୍ଦ ସନ୍ଦର୍ଭ” ପ୍ରବନ୍ଧରୁ ଉଦ୍ଧାର କରାଗଲା । ୧. ସଂସ୍କୃତରୁ ଵିକୃତିପ୍ରାପ୍ତ ପ୍ରାକୃତ ଶବ୍ଦାଦି ଓଡ଼ିଆରେ ଯେତେ ଵ୍ଯଵହୃତ, ଅନ୍ଯ…

ଗବେଷଣା: ଶିଶିର ସାହୁ ମନୋଜ “ଉଠି ଯେହ୍ନେ ଜଳଧର ପଶ୍ଚିମ-ଆଶାରେ, ଅସ୍ତାଚଳ ପ୍ଳାଵିଦିଏ ଅଜସ୍ର-ଆସାରେ ।।” ସ୍ବଭାଵକଵି ଗଙ୍ଗାଧର ମେହେର ତାଙ୍କ ତପସ୍ଵିନୀ କାଵ୍ଯର (ସୀତା) ପ୍ରଥମ ସର୍ଗରେ ଏହି ପଦ ମଧ୍ୟରେ ଦୁଇଗୋଟି ‘ଆଶାରେ’ ଓ ‘ଆସାରେ’ ଶବ୍ଦ ଵ୍ଯଵହାର କରିଅଛନ୍ତି । ତାହେଲେ କ’ଣ ଆମ ଭାଷାରେ ଦୁଇଗୋଟି ଆଶା ଓ ଆସା…

ସୌରଭିତ ସୃଷ୍ଟି: ପ୍ରେମିକକବି ଡ. ମାୟାଧର ମାନସିଂହ ଆଜି ଯଦି ଗୋପବନ୍ଧୁ ଥାଆନ୍ତେ ? ଆଜି ସତ୍ୟସାଧକ ଦେବାତ୍ମା ଗୋପବନ୍ଧୁ ଥିଲେ, ହୁଏତ ଜଣେ ନକ୍ସଲ ଭାବେ ଆମେ ତାଙ୍କୁ ଦେଖୁଥାଆନ୍ତୁ, ଆଜି ସମାଜରେ ଗୋପବନ୍ଧୁ ନିଜର ମାନମହତ ହରେଇଥାଆନ୍ତେ । ଏବେ ଏହା ଆମ ମନରେ ଏକ ପ୍ରଶ୍ନବାଚୀ । ଏହି କ୍ରମରେ ଓଡ଼ିଆଭାଷା…

ସୌରଭିତ ସୃଷ୍ଟି: ପ୍ରେମିକକବି ଡ. ମାୟାଧର ମାନସିଂହ ମଣିଷ କୁଆଡେ ଦେଖିବାକୁ ଭଗବାନଙ୍କ ପରି, ସେଥିପାଇଁ ତ ତା’ର ଏତେ ଆସ୍ଫର୍ଦ୍ଧା । ସେଥିପାଇଁ ତ ସେ କରିପାରେ ଦେବତାଙ୍କ ବିଭାଗୀକରଣ, ଜାତି ଆଧାରରେ, ବର୍ଣ୍ଣ ଆଧାରରେ, କର୍ମ ଓ ଧର୍ମର ଦ୍ୱାହିରେ । ଦେବତାଙ୍କୁ ସେ ବାନ୍ଧିପାରେ ଚାରିକାନ୍ଥର ଚଉହଦୀ ଭିତରେ । ତେବେ…

ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଓଡ଼ିଆ ଜାତିର ସେ ଘଡିସନ୍ଧି ମୁହୂର୍ତ୍ତରେ ସୃଷ୍ଟି ହୋଇଥିଲା କେତେ କେତେ ଜାଗରଣର କବିତା, ଯାହା ଉତ୍କଳୀୟ ନବଜାଗରଣର ତୂର୍ଯ୍ୟନାଦ ଭଳି ପ୍ରତିଧ୍ୱନିତ ହେଉଛି ଏ ଯାବତ । ସ୍ବଭାଷା, ସାହିତ୍ୟ, କବିତା, ନାଟକ, ଉପନ୍ୟାସର ଆତ୍ମବିକାରେ ଏକ ଜାଗୃତିର ହିଲ୍ଲୋଳ ପ୍ରବାହିତ ହେଲା ଓଡ଼ିଶା ମାଟିରେ । ସେସବୁ…

ସୌରଭିତ ସୃଷ୍ଟି: ବିଛନ୍ଦ ଚରଣ ପଟ୍ଟନାୟକ ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ବିଶ୍ଵର ବିସ୍ମୟ। ସେ ସୂକ୍ଷ୍ମ ନା ସ୍ଥୂଳ, ସାକାର ନା ନିରାକାର, ସଗୁଣ ନା ନିର୍ଗୁଣ, ବେଦାନ୍ତର୍ଗତ ନା ବେଦ ରହିତ ଏ ସବୁର ସମାଧାନ ଏପର୍ଯ୍ୟନ୍ତ ହୋଇପାରିନାହିଁ। ଅଲୌକିକ ବିଗ୍ରହ, ଅପରୂପ ପରିପ୍ରକାଶ ପାଖରେ ଯୁଗ ଯୁଗ ଧରି ମୁନିଋଷି, ଭକ୍ତ, ସାଧକ, ଭାବୁକ,…

ଉପସ୍ଥାପନା: ଦେଵ ତ୍ରିପାଠୀ ଗଭୀର ବୈଷ୍ଣବତତ୍ତ୍ଵ ସମ୍ବଳିତ ଗ୍ରନ୍ଥ ଆମରି ଓଡ଼ିଆ ଭାଗବତ । ସମାଜରେ ସଂହତି, ସମନ୍ୱୟ ରକ୍ଷାରେ ଏହାଠାରୁ ବଳି ବଡ଼ ସାଧନ ଅତୀତ କାଳରେ କିଛି ନ ଥିଲା । ବ୍ୟାସଦେବକୃତ ସଂସ୍କୃତ ବ୍ୟତୀତ ପୂର୍ବରୁ ଅର୍ଥାତ୍ ଷୋଡ଼ଶଶତାବ୍ଦୀ ପୂର୍ବରୁ, ଅନ୍ୟଭାଷାରେ ଭାଗବତ ନ ଥିଲା । ସଂସ୍କୃତ ଭାଷାର ଭାଗବତ…