Physical Address
Sai Samarpanam, Satya Vihar, Bhubaneswar

~ ମାତୃଭାଷା ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେ ମାଆକୁ ଚିହ୍ନି ନାହିଁ ଯେ ଗାଁ କୁ ଚିହ୍ନି ନାହିଁ ଯେ ନିଜ ଭାଷା ଜାଣେ ନାହିଁ ତାହାର ବା ନିଜର ଠିକଣା କାହିଁ । ଏମିତି ଜଣେ ବୁଢୀ ମାଆ ଥରେ କହିଲେ । ପ୍ରଥମ ପ୍ରଶ୍ନ ଥିଲା “ତୋର ପିଲାମାନେ ମାତୃଭାଷା ଶିଖିଛନ୍ତି ନା ?…

~ ଗୁରୁ ~ ଲେଖା: ଅମୃତେଶ ଖଟୁଆ ‘ପୁଣି ପଡଇ ଘୋରତମେ । ଗତ ଆଗତ ପଥଶ୍ରମେ ।। ଏ କଥା ବୁଝି ଗୁରୁ ପାଦେ । ଆଶ୍ରେ କରିବ ଅପ୍ରମାଦେ ।। ଉତ୍ତମ ଗୁରୁ ଆଶ୍ରେ କରି । ତାଙ୍କ ବଚନ ଶିରେ ଧରି ।। ସମଦରଶୀ ନିଷ୍ଠାପର । ତପ କଷଣ ସହେ…

ଲେଖା: ଅମୃତେଶ ଖଟୁଆ ~ କ୍ଷୀରୋଦ ଚନ୍ଦ୍ର ପୋଥାଳ ~ “ଅକଲ ମକଲ ଟକଲ ଟିଆଁ, ହନୁ ମାଙ୍କଡ଼ ହୋଇଛି ଠିଆ। ବିଲେଇ ନାନୀ ହେଉଛି ବାହା, ଗଧିଆ ଭାଇ ପିଉଛି ଚାହା। ଠେକୁଆ ଭାଇ ଭରିଛି ରାହା, ଅଜା ଘର ଯିବ ଆମ ଠେକୁଆ। ଅକଲ ମକଲ ଟକଲ ଟିଆଁ ଚିଁ ଚିଁ କରେ…

ଲେଖା: ତେଜସ୍ବ ତ୍ରିପାଠୀ ~ ଓଡ଼ିଆ ଲିପି ~ ଭାଷା ଓ ଲିପି ପରସ୍ପରର ପରିପୂରକ l ମାନବ ସଭ୍ୟତାର ଇତିହାସ ରେ ଲିପି ବା ଅକ୍ଷର ଏକ ମହତ୍ୱ ପୂର୍ଣ୍ଣ ଅବଦାନ l ମନୁଷ୍ୟର ମୁଖ ନିସୃତ ବାଣୀକୁ ଚିର କାଳ ଧରି ଅକ୍ଷୟ ରଖିବା ପାଇଁ ଲିପିର ସୃଷ୍ଟି l ମନୁଷ୍ୟ ସଭ୍ୟତାର…

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ହଜିଯାଇଥିଵା ଏକ ପ୍ରାଚୀନ ଓଡ଼ିଆ ଶବ୍ଦ ‘ଦାରାକ୍ଷ’ ~ ଅଙ୍ଗୁର କୋଳିକୁ କିଏ ନ ଜାଣେ ? ସାରା ପୃଥିଵୀର ଯେକୌଣସି ହାଟବଜାରରେ ଆଉ କିଛି ମିଳୁ କି ନ ମିଳୁ ଅଙ୍ଗୁର କୋଳି ନିଶ୍ଚୟ ମିଳିଯାଏ । ସାଧାରଣତଃ Vitis ପ୍ରଜାତିର ୮୧ରୁ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଶାସ୍ତ୍ରରେ କଥିତ ଷୋଡ଼ଶ ମାତା ଏଵଂ ଓଡ଼ିଆ ଜନସମାଜରେ ତହିଁର ପ୍ରତିଫଳନ ~ ଷୋଡଶ ପ୍ରକାର ମାତାଙ୍କ କଥା ବ୍ରହ୍ମଵୈଵର୍ତ୍ତ ପୁରାଣର ଗଣପତିଖଣ୍ଡରେ କାର୍ତ୍ତିକେୟ ସଂଵାଦସ୍ଥ ୧୫ତମ ଅଧ୍ଯାୟରେ ଲେଖାଅଛି: “ସ୍ତନଦାତ୍ରୀ ଗର୍ଭଧାତ୍ରୀ ଭକ୍ଷଦାତ୍ରୀ ଗୁରୁପ୍ରିୟା । ଅଭୀଷ୍ଟଦେଵପତ୍ନୀ ଚ ପିତୁଃ ପତ୍ନୀ ଚ କନ୍ଯକା…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ବୁଢ଼ : ହଜିଯାଇଥିଵା ଏକ ଓଡ଼ିଆ ଶବ୍ଦ ~ ଓଡ଼ିଶାରେ ଲୋକଵାଣୀ ଅଛି, “ବୁଢ଼ ଗାଈ ବ୍ରାହ୍ମଣକୁ ଦାନ !” ବ୍ରାହ୍ମଣଙ୍କୁ ବୁଢୀ଼ଗାଈ ଦାନ ଯେମିତି ନିଷ୍ଫଳ ସେହିପରି କୌଣସି ଆଡ଼ମ୍ବରପୂର୍ଣ୍ଣ କଷ୍ଟସାଧ୍ୟ କାର୍ଯ୍ୟ ନିଷ୍ଫଳ ହେଵା କ୍ଷେତ୍ରରେ ସମ୍ଭଵତଃ ଏହି ଢଗଟି ପ୍ରୟୋଗ କରାଯାଏ…

ଲେଖା: ନିରଞ୍ଜନ ସାହୁ ~ ସତ୍ୟନାରାୟଣ ପାଲା ~ ଓଡ଼ିଶାର ପାଲା ବହୁ ପ୍ରାଚୀନ । ପରବର୍ତ୍ତୀ ସମୟରେ ସତ୍ୟପୀର ପାଲା ଓଡ଼ିଶାରେ ପ୍ରବେଶ କରିଥିବା ସହଜେ ଅନୁମେୟ । କିନ୍ତୁ ସତ୍ୟନାରାୟଣ ପାଲା , ଯାହା ଓଡ଼ିଶାର ଆତ୍ମା, ତାହାର ଉଦ୍ଭବ ଗଂଗବଂଶ ରାଜୁତି ସମୟର । ଗବେଷକ ନୀଳମଣି ମିଶ୍ରଙ୍କ ଏହି ଉକ୍ତିକୁ…

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ ‘‘ହାତ ଚାଖଣ୍ଡେ ଖୋଳିବ ଗାତ, ପତର ଖଣ୍ଡିକେ ନ ଦେବ ହାତ, ଚାଖଣ୍ଡେ ମାପି ଭାଙ୍ଗିବ ଭଣ୍ଡା, ତେବେ ସେ ଦେଖିବ କଦଳୀ ପେଣ୍ଡା ।” ଏମିତି ଆମ ଗାଁ ଗହଳିରେ କେତେ ବଚନ ଶୁଣୁ ! କଦଳୀ ଚାଷକୁ ନେଇ ଇଏ ଆମ #ଲୋକଗୀତ…

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ “ଚଇତି ସକାଳ ନିର୍ମଳ ଜଳ, ଜଳେ ହସୁଛନ୍ତି କଇଁ କମଳ । ଦଳ ପିମ୍ପୁଡ଼ି ଡାହୁକ ଗର୍ଜନ, କୁମ୍ଭାଟୁଆ ହୁଁ ହୁଁ କରୁଚି ଶୁଣ । ବିଲ ମାଳେ ଗଲେ ଟିଁ ଟିଁ ଗାଇ, ଜାଲ ନେଇଗଲେ କେଉଟ ରାଇ।” (#ଚଇତିଘୋଡ଼ା_ଗୀତ) ଚଇତିଘୋଡ଼ା ଗୀତ !…