Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଶିଶିର ସାହୁ ମନୋଜ ଭିତରେ ଭିତରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାଵ ଥାଇ ଯେଉଁ ଲୋକ ଦେଖାଣିଆ କଳିଗୋଳ ଲାଗନ୍ତି ସେଇ ପ୍ରକାରର କଳି ଝଗଡ଼ାକୁ ଠକାର କଳି କୁହନ୍ତି । ଆମ୍ଭ ଦେଶରେ ଅତି ବୁଦ୍ଧିଆ ଲୋକଙ୍କ ଠାରୁ ଵିଧାନସଭା ଓ ସଂସଦଭଵନର ନେତା ଯାଏଁ ଏଭଳି ଅସଂଖ୍ୟ ଲୋକ ଅଛନ୍ତି ଯେଉଁମାନେ ଦାଣ୍ଡରେ ବାଟରେ…
ଲେଖା: ଶିଶିର ସାହୁ ମନୋଜ ସରକାର କିଂଵା ଅନ୍ଯ ସକ୍ଷମ ପ୍ରାଧିକରଣ ଦ୍ଵାରା କୌଣସି ଵ୍ଯକ୍ତି ଅଥଵା ପ୍ରତିଷ୍ଠାନକୁ ଵ୍ଯାପାର, ଵ୍ଯଵସାୟ ଅଵା ଉଦ୍ଯୋଗ ସ୍ଥାପିତ କରିଵା ପାଇଁ ଦିଆଯାଉଥିଵା ଅନୁମତିପତ୍ରକୁ ଲାଇସେନ୍ସ (License) କୁହାଯାଏ । ସ୍ଵାମ୍ଯ (petent) ଵା ରାଜପ୍ରଦତ୍ତ ଅଧିକାର ଥିଵା ଵ୍ଯକ୍ତି ଦ୍ଵାରା ନିଜ ଵସ୍ତୁ, ପ୍ରକ୍ରିୟା ଵା ଡିଜାଇନ…
ଲେଖା: ଶିଶିର ସାହୁ ମନୋଜ ଚିନ୍ମୟ ଶବ୍ଦଟି ଵିଶେଷତଃ ଏକ ନାମଵାଚକ ଶବ୍ଦ ଭାଵେ ଵ୍ୟଵହୃତ ହୋଇଥାଏ । ଅନ୍ଯ ରାଜ୍ୟର ଲୋକଙ୍କ ଅପେକ୍ଷା ଏହି ନାମ ଵ୍ଯଵହାର କରୁଥିଵା ଓଡ଼ିଆ ଲୋକଙ୍କ ସଂଖ୍ୟା ଅଧିକ । ପୁଅ ପିଲାଙ୍କ ଛଡ଼ା ଝିଅ ପିଲାଙ୍କ ନାମ ମଧ୍ୟ ଚିନ୍ମୟୀ ରଖାଯାଏ । ଚିତ୍ ଶବ୍ଦରେ ସଂଜାତାର୍ଥେ ମୟ…
ଲେଖା: ଶିଶିର ସାହୁ ମନୋଜ ମାଗଣା ଅର୍ଥରେ ଓଡ଼ିଶାର ଵିଭିନ୍ନ ଅଞ୍ଚଳରେ ନାନା ଶବ୍ଦ ଚଳୁଅଛି । କଳାହାଣ୍ଡୀରେ ମାଗଣା ଅର୍ଥରେ ଉଖ୍’ଲା ଶବ୍ଦ ଚଳୁଅଛି ତେଵେ ବୌଦ୍ଧରେ ଏ ଶବ୍ଦର ଅର୍ଥ ଆଗଚଲା ଅର୍ଥାତ୍ ଯେ ଆଗରେ ଚାଲେ; ନେତା ଅଟେ । ସେଇଭଳି ସମ୍ଵଲପୁରରେ ଉଖ୍’ଲା ହେଵା ଅର୍ଥ ମାନ ମହତ ପଦାରେ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ପଞ୍ଚତନ୍ତ୍ରକୁ ଏକ ଗ୍ରନ୍ଥ ବୋଲି କୁହା ଯାଇ ପାରିବ କି ? ଗ୍ରନ୍ଥ ଶବ୍ଦର ଅର୍ଥରେ ଏହାର ଉତ୍ତର ଲୁଚି ରହିଛି, ତେଣୁ ଚାଲନ୍ତୁ ଏ ଶବ୍ଦ ଵିଷୟରେ ଵିସ୍ତୃତ ଜାଣିଵା । ଗ୍ରନ୍ଥ ଏକ ସଂସ୍କୃତ ଵିଶେଷ୍ଯ ଶବ୍ଦ ଏଵଂ ଗ୍ରନ୍ଥ୍ ଧାତୁରେ କର୍ମାର୍ଥେ ଅ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ପ୍ରଶ୍ନଟିଏ, ସରଗମ୍ ଏକ ବୈଦେଶିକ ଶବ୍ଦ କି ? ? ? ଉତ୍ତର: ଦେଶଜ ସରଗମ୍ ଶବ୍ଦଟି ବୈଦେଶିକ ଶବ୍ଦ ଭଳି ପ୍ରତିଭାତ ହୁଏ କିନ୍ତୁ ଏହା ଭାରତୀୟ ଶବ୍ଦ ଅଟେ। ହିନ୍ଦି ଶବ୍ଦସାଗର ଅଭିଧାନ ଅନୁସାରେ ସଂଗୀତରେ ସାତସ୍ୱରର ଆରୋହଣ-ଅବତରଣର କ୍ରମକୁ ସରଗମ୍ କୁହାଯାଏ। ପୂର୍ଣ୍ଣଚନ୍ଦ୍ର…
ଲେଖା: ଶିଶିର ସାହୁ ମନୋଜ ଅନୁଗୋଳରେ ପଞ୍ଜୁରୀ ବା ପିଞ୍ଜରାକୁ ଖାଞ୍ଚା କୁହନ୍ତି । ଝୁଡ଼ି, ପାଛିଆ ଆଦି ବାଉଁଶରେ ତିଆରି ପାତ୍ରକୁ ଖାଞ୍ଚି କୁହନ୍ତି ! ଚାଲୁଣୀ ବି ବାଉଁଶରେ ତିଆରି ହୁଏ ଯାହାକୁ ଖଇଁଞ୍ଚି, ବାଉଁଶ ତିଆରି ମାଛଧରା ଯନ୍ତ୍ରକୁ ବି ଖଇଞ୍ଚା କୁହନ୍ତି ! ବାଉଁଶ ପାତିରେ ଛକି ବାଡ଼କୁ କଇଁଚି…
ଲେଖା: ଶିଶିର ସାହୁ ମନୋଜ ଓଡ଼ିଶାର କେତେକ ଅଞ୍ଚଳରେ ladle spoon ବା ଡଙ୍କି କୁ ଅଞ୍ଚଳ ଭେଦରେ ଭିନ୍ନ ଭିନ୍ନ ନାମରେ ଜଣାଯାଏ । ବାଲେଶ୍ବରରେ ଡଙ୍କିକୁ କୁହନ୍ତି କୁଡ଼ୁକା । ଏହା ମାନକ କୁଡି଼କା = ଗିନା ଶବ୍ଦ ସହ ସମଧୃତ ହୋଇଥାଇପାରେ । ଓଡ଼ିଶାର ଵିଚ୍ଛିନ୍ନାଞ୍ଚଳ ଵସ୍ତରରେ ଡଙ୍କିକୁ ଚେଟୁ କୁହାଯାଏ…
ଲେଖା: ଶିଶିର ସାହୁ ମନୋଜ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ବିଂଶ ଶତାବ୍ଦୀରେ ସଂକଳିତ ହୋଇଥିବା ଏକ ଵିଶାଳ ଶବ୍ଦଭିତ୍ତିକ ଜ୍ଞାନକୋଷ । ଏହି ଭାଷାକୋଷରୁ ତତକାଳୀନ ସମୟର ଅନେକ କଥା ଵିଷୟରେ ତଥ୍ୟ ମିଳିଯାଇଥାଏ । ଆଜକୁ ୧୦୦ ଵର୍ଷ ତଳେ ନଥିବା ଅନେକ ଚଳଣି ଏବଂ ୧୦୦ ଵର୍ଷ ପୂର୍ଵର ଵିସ୍ମୃତ ଚଳଣି ଵିଷୟରେ ତର୍ଜମା…
ଲେଖା: ଶିଶିର ସାହୁ ମନୋଜ ଭୁଜଙ୍ଗ ଶବ୍ଦକୁ ନେଇ ଵିଭିନ୍ନ ଜାତୀୟ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ଭ୍ରମ ଧାରଣା ପ୍ରଚଳିତ । ହିନ୍ଦୀଭାଷୀ ତାଙ୍କ ଭାଷା ଅନୁସାରେ ଏ ଶବ୍ଦର ଵ୍ଯାଖ୍ଯା କରନ୍ତି, ଯଥା: ଭୂ=ଭୂମିରେ ଜ=ଯଃ ଵା ଯେ; ହିନ୍ଦୀଭାଷୀ ଯେହେତୁ ‘ଜୋ’ କୁହନ୍ତି ଗ=ଗମନ କରିଵା ଅର୍ଥାତ୍ “ ଭୂମିରେ ଯେ…