Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ~ ମାଦଳାପାଞ୍ଜିର ଐତିହାସିକ ମୂଲ୍ୟ ~ ମାଦଳାପାଞ୍ଜି ନିଚ୍ଛକ ଇତିହାସ ନ ହେଲେ ସୁଦ୍ଧା ଏହାକୁ ଭିତ୍ତି କରି ଯେ ଓଡ଼ିଶାର ଇତିହାସ ରଚନା କରାଯାଇପାରେ, ଏକଥା ବହୁ ପ୍ରାଚୀନ କାଳରୁ ଐତିହାସିକମାନେ ପ୍ରମାଣ କରିଯାଇଛନ୍ତି। Andrew Stirling ମହୋଦୟ ପ୍ରଥମେ 1825 ମସିହାରେ Asiatic Research Journal ରେ…

ଲେଖା: ନିରଞ୍ଜନ ସାହୁ ମାଦଳାପାଞ୍ଜି ବହୁ ପ୍ରାଚୀନ କାଳରୁ ଓଡ଼ିଶାର ସଂସ୍କୃତି, ଇତିହାସ ଓ ଶ୍ରୀଜଗନ୍ନାଥ ମନ୍ଦିରର ବିବରଣୀ ସକାଶେ ଉପାଦାନ ରୂପେ ବ୍ୟବହୃତ। ଏହା ନିଚ୍ଛକ ଇତିହାସ ନ ହେଲେ ସୁଦ୍ଧା ଏହାକୁ ଭିତ୍ତି କରି ଯେ ଓଡ଼ିଶାର ଇତିହାସ ରଚନା କରାଯାଇପାରେ, ଏ କଥା ବହୁ ପ୍ରାଚୀନ କାଳରୁ ଐତିହାସିକମାନେ ପ୍ରମାଣ କରିଯାଇଛନ୍ତି।…

ଲେଖା: ଇଂ ବିଜୟ କେତନ ସାହୁ ଓଡ଼ିଆ ଜାତିର ପ୍ରାଣ-ଦେବତା ଶ୍ରୀଜଗନ୍ନାଥ। ଏ ଜାତି ତାଙ୍କୁ ପ୍ରାଣଭରି ଭଲପାଏ। ଯେଉଁଠି ଓଡ଼ିଆ ସେଇଠି ଜଗନ୍ନାଥ, ଯେଉଁଠି ଜଗନ୍ନାଥ ସେଇଠି ଓଡ଼ିଆ। ଓଡିଶା ଭୂଖଣ୍ଡର ସେ ହିଁ ଏକମାତ୍ର ରାଜାଧିରାଜ ରୂପରେ ସ୍ଵୀକୃତ। ଏ ଜାତିର ଇଷ୍ଟ-ଦେବତା ସେହି କଳାଠାକୁର, ନୀଳାଦ୍ରିନାଥ କୋଟିକୈବଲ୍ୟଦାତା ପ୍ରଭୁ ଜଗନ୍ନାଥ।…

ଲେଖା: ଇଂ ବିଜୟ କେତନ ସାହୁ ଗଜପତି ପ୍ରତାପରୁଦ୍ରଦେବଙ୍କ ରାଜୁତି କାଳରୁହିଁ କଳିଙ୍ଗ ସାମ୍ରାଜ୍ୟର ପତନ ଆରମ୍ଭ ହୋଇଯାଇଥିଲା। ପ୍ରତାପରୁଦ୍ରଦେବଙ୍କ ଶାସନ ଅବଧି ତାଙ୍କ ପିତାମହ କପିଳେନ୍ଦ୍ରଦେବ ଓ ପିତା ପୁରୁଷୋତ୍ତମଦେବଙ୍କ ପରି ଏତେ ନିଷ୍କଣ୍ଟକ ନଥିଲା। ପ୍ରତାପରୁଦ୍ରଦେବଙ୍କ ରାଜନୈତିକ ଜୀବନ ତାଙ୍କ ସିଂହାସନ ଆରୋହଣ ସମୟରୁ ହିଁ ସଂଘର୍ଷପୂର୍ଣ୍ଣ ଥିଲା। ଯେଉଁ ପ୍ରତାପରୁଦ୍ରଙ୍କୁ ମିଥ୍ୟା…

ସୌରଭିତ ସୃଷ୍ଟି: ଉତ୍କଳମଣି ଗୋପବନ୍ଧୁ ଦାସ ରହ ରହ କ୍ଷଣେ ବାଷ୍ପୀୟଶକଟ, ଦେଖିବି ଚିଲିକା ଚାରୁ ଚିତ୍ରପଟ । ଚିତ୍ର ମଣେ ଯେଣୁ ନାହିଁ ଅନୁଭବ, ବାସ୍ତବ ବିଶ୍ୱେ କି ଏ ଛବି ସମ୍ଭବ ? ନୀଳ ବୀଚିମାଳା ଧୀରେ ଧୀରେ ଯାଏ, ଲାଗଇ ସ୍ୱପନେ ଦେଖିଲା ପରାଏ । ସନ୍ତରନ୍ତି ବକ୍ଷେ ପକ୍ଷୀ ଦଳ…

ସୌରଭିତ ସୃଷ୍ଟି: ଭକ୍ତକବି ଗୋପାଳକୃଷ୍ଣ ରାଗ: ମଙ୍ଗଳଗୁଜ୍ଜରୀ, ତାଳ: ତ୍ରିପୁଟା ଚିତ୍ର: ରାଧାଗୋବିନ୍ଦ ଦେଉଳ, ମେଳିଆପୁଟି (ନିର୍ମାତା: କୃଷ୍ଣପ୍ରିୟା ପାଟମହାଦେଇ, ପୁଣ୍ୟପୀଠ ପାରଳା) ମୂଢ ମନ, ଦୃଢ଼ କରି ଭଜ ଶ୍ରୀରାଧା ଗୋବିନ୍ଦ ଘୁଞ୍ଚିବ ସକଳ ଜ୍ୱାଳା ପାଇବୁ ଆନନ୍ଦ। ଉଚ୍ଚସ୍ୱରେ ଶବଦାଇ ହରି ହରି ବୋଲ ସରାଗେ ବୈଷ୍ଣବ ଗଣ କରିନେବେ କୋଳ।ପରିହରି ଦୁରେ…

ସୌରଭିତ ସୃଷ୍ଟି: କବି ବତ୍ସା ଦାସ ଓଡ଼ିଶାରେ ଶୈବ ଧର୍ମର ପ୍ରଚଳନ ବହୁ ପ୍ରାଚୀନ । ଏହାର ପ୍ରାଚୀନତମ ନିଦର୍ଶନ ହେଉଛି ଖ୍ରୀଷ୍ଟୀୟ ଚତୁର୍ଥ ଶତାବ୍ଦୀରେ କେଉଁଝର ଜିଲ୍ଲାର ଅସନପାଟ ଅଭିଲେଖରେ ଖୋଦିତ ନଟରାଜ ଶିବ ବିଗ୍ରହ । ପରେ ଏହି ଶୈବଧର୍ମ ଦଶମ ଓ ଏକାଦଶ ଶତାବ୍ଦୀ ବେଳକୁ ଏକ ପ୍ରକାର ରାଜଧର୍ମରେ ପରିଣତ…

ସୌରଭିତ ସୃଷ୍ଟି: ସ୍ବଭାବକବି ଗଙ୍ଗାଧର ମେହେର ମା’ ସର୍ବଦା ବନ୍ଦନୀୟ, ସ୍ନେହର ଅବତାର, ପରିବାରର ଶ୍ରେଷ୍ଠତମ ରୂପ, ସର୍ବଜନ ପ୍ରିୟ, ଶ୍ରଦ୍ଧାର ସାଗର, ପବିତ୍ର ! ମା’ ବିନୁଁ ଅନ୍ୟ ଗତି, ମୁକ୍ତି ନାହିଁ । ତେବେ ବିଶଦ ଅର୍ଥରେ ମାତୃଭୂମି ସମସ୍ତଙ୍କର ମା’। ଏହି କ୍ରମରେ ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ରଚିତ ମାତୃଭୂମି କବିତା…

ସୌରଭିତ ସୃଷ୍ଟି: କବିବର ରାଧାନାଥ ରାୟ ଉତ୍କଳ ଏବଂ ଉତ୍କଳୀୟତାର ପ୍ରତିଟି ବିଷୟକୁ ଗୌରବାନ୍ଵିତ କରିବାରେ ରାଧାନାଥ ହିଁ ଥିଲେ ସବୁ ଦୃଷ୍ଟିରୁ ଏକ ସ୍ତମ୍ଭୀୟ ବ୍ୟକ୍ତିତ୍ଵ (Pivotion Personality)। ସେ ଥିଲେ ପ୍ରଥମ ଜାତୀୟତାବାଦୀ କବି ଯିଏ ଛବିଳ ଓଡ଼ିଶାର ସ୍ଵପ୍ନ ଦେଖିଥିଲେ। ଛବିଳ ଓଡ଼ିଶାକୁ ମଧ୍ୟ ସେହି ଭାବରେ ବର୍ଣ୍ଣନା କରିଥିଲେ। ଏହି…

ସୌରଭିତ ସୃଷ୍ଟି: କବୀ ଅପର୍ଣ୍ଣା ଦେବୀ ଶ୍ରୀମତୀ ଅପର୍ଣ୍ଣା ଦେବୀ, ଆମ ସାହିତ୍ୟରେ ଜଣେ ଅନାଲୋଚିତ କବୀ ପ୍ରତିଭା। ପ୍ରାକ-ସ୍ଵାଧୀନତା କାଳରେ ଜନ୍ମିତ ଏହି ପ୍ରତିଭା ଓଡ଼ିଆ ସାହିତ୍ୟକୁ ପରିପୁଷ୍ଟ କରିଛନ୍ତି ଅନେକ ଗଳ୍ପ, କାବ୍ୟ, ଉପନ୍ୟାସ, କବିତା ରଚନା କରି । ଆଜି ଓଡ଼ିଶାର ପାଲାଗାୟକଗଣ ପାଲା ପରିବେଷଣ କରିବା ସମୟରେ ତାଙ୍କରି କାବ୍ୟର…