Physical Address
Sai Samarpanam, Satya Vihar, Bhubaneswar

ସୌରଭିତ ସୃଷ୍ଟି: ଚନ୍ଦନ ହଜୁରୀ (ଚାଖିଖୁଣ୍ଟିଆ) ସେ ଥିଲେ ସିପାହୀ ବିଦ୍ରୋହର ଅନ୍ୟତମ ରଥୀ। ଦେଶପ୍ରେମୀ। ପୁଣି ଶ୍ରୀଜଗନ୍ନାଥଙ୍କ ପରମ ସେବକ। ସେ ଚନ୍ଦନ ହଜୁରୀ, ସିପାହୀ ବିଦ୍ରୋହର ଚାଖି ଖୁଣ୍ଟିଆ। ପ୍ରାତଃ ସ୍ମରଣୀୟ ଅସାଧାରଣ ଓଡ଼ିଆ ବୀର । ସେବକ ଜଗନ୍ନାଥଙ୍କର ସିଏ। ସମର୍ପିତ ଭକ୍ତ, ଭଣିତା କରିଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ‘ଚକାନୟନକୁ ପତିତ…

ସୌରଭିତ ସୃଷ୍ଟି: କବି ନିତ୍ୟାନନ୍ଦ ଦାସ ଯୁଗେ ଯୁଗେ ଓଡ଼ିଆ ସାହିତ୍ୟରେ ଜଗନ୍ନାଥ ଜଣାଣ ବହୁ କବିଙ୍କର ଲେଖନୀ ଚଳଚଞ୍ଚଳ କରିଛି। ଜୟଦେବ, ସାରଳା ଦାସଙ୍କ ଠାରୁ ଆରମ୍ଭ କରି ଏ ଯାବତ କେତେ ଯେ ଭଣିତା ହୋଇଛି, ତା’ର ହିସାବ ଦେବା କଷ୍ଟସାଧ୍ୟ। ପ୍ରାଚୀନ କବି ମାନଙ୍କ ମଧ୍ୟରେ ନିତ୍ୟାନନ୍ଦ ଦାସ ଏହି କ୍ଷେତ୍ରରେ…

ସୌରଭିତ ସୃଷ୍ଟି: ସ୍ଵଭାବକବି ଗଙ୍ଗାଧର ମେହେର ଖ୍ରୀ.ଅ. ୧୮୯୬ ସାଲ ଜାନୁଆରୀ ପହିଲାରୁ ସମ୍ବଲପୁର ଅଞ୍ଚଳର କଚେରୀ ମାନଙ୍କରୁ ଓଡ଼ିଆ ଭାଷାର ଉଛେଦ କରାଯାଇ ହିନ୍ଦୀ ଭାଷା ପ୍ରଚଳନ କରାଯାଇଥିଲେ ମଧ୍ୟ ଏହି ସମ୍ବାଦ ତା’ର ବହୁପୂର୍ବରୁ ସାଧାରଣରେ ପ୍ରଚାରିତ ହୋଇ ଘୋର ଅସନ୍ତୋଷ ସଷ୍ଟି କରିଥିଲେ। ‘ଉତ୍କଳ ଦୀପିକା‘ ଓ ‘ସମ୍ବଲପୁର ହିତୈଷିଣୀ‘ ପତ୍ରିକାଦ୍ଵୟ…

ଲେଖା: ଶିଶିର ସାହୁ ମନୋଜ କିଛି ବୁଦ୍ଧିଜୀବୀ ଫେସବୁକ୍ ମାଧ୍ୟମରେ ପ୍ରଚାର କରୁଛନ୍ତି ଯେ ଓଡ଼ିଆ ଭାଷାଟା ନିତାନ୍ତ ଅଵୈଜ୍ଞାନିକ ଭାଷା କାରଣ ଓଡ଼ିଆ ଭାଷାରେ fire crackersକୁ ବାଣ କୁହନ୍ତି କିନ୍ତୁ ଭାରତର ହିନ୍ଦୀ ଭଳି ତଥାକଥିତ ମହାନ ମହାନ ଭାଷାରେ ବାଣର ଅର୍ଥଟା ତୀର ଵା ଶର ଅଟେ । ଆମେ ଫଟକା…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଆନୁମାନିକ ଖ୍ରୀଷ୍ଟଜନ୍ମର ଚାରିଶହ ଵର୍ଷ ପୂର୍ବେ ରଚିତ ଭରତମୁନୀଙ୍କ କର୍ତ୍ତୁକ ନାଟ୍ୟଶାସ୍ତ୍ରରେ ଉଡ୍ର ଵିଭାଷାର ଉଲ୍ଲେଖ ମିଳେ ଯାହାକୁ ଓଡ଼ିଆ ଭାଷାର ପ୍ରାଚୀନରୂପ ବୋଲି ମାନାଯାଏ । ଭରତମୁନୀଙ୍କ ସମୟରେ ମୁଖ୍ୟତଃ ସାତୋଟି ଆଞ୍ଚଳିକ ଭାଷା ଥିଲା ତେଣୁ ସେ ତାଙ୍କ ନାଟ୍ୟଶାସ୍ତ୍ରରେ ଲେଖିଛନ୍ତି, “ମାଗଧ୍ୟାବନ୍ତିକା ପ୍ରାଚ୍ୟ…

ସୌରଭିତ ସୃଷ୍ଟି: କବିସୂର୍ଯ୍ୟ ବଳଦେବ ରଥ ରାଗ ‘ଆଷାଢ଼ ଶୁକ୍ଳ’ ତଥା ‘ଆଦ୍ୟଯମକ’ ଅଳଙ୍କାରରେ ସୌରଭିତ କବିସୂର୍ଯ୍ୟ ବଳଦେବ ରଥଙ୍କ ରଚିତ କବିତା ଜଗତେ କେବଳ . . ଜଗତେ କେବଳ, ଜନେ ହସିବେ ଏହି ତହୁଁ ଫଳ । କଟିଳ କରି ସ୍କନ୍ଧ ରୋମରାଜି, ଶିଖରୀ ଦରୀରେ ମରୁ ଗରଜି କୁଟିଳ କରି ଭ୍ରୁକୁଟିକୁ…

ଲେଖା: ନିରଞ୍ଜନ ସାହୁ ଓଡ଼ିଆ ସାହିତ୍ୟରେ କବି ଶରଣ ଦାସ ବେଶୀ ପରିଚିତ ନୁହନ୍ତି । ସେ ସପ୍ତଦଶ ଶତାବ୍ଦୀର କବି, ବୈଷ୍ଣବ ମତବାଦୀ । ଜଗନ୍ନାଥଙ୍କ ଚାଚେରୀ ଲୀଳା ଦେଖିବାକୁ ଯାଇଥିଲେ ଶ୍ରୀକ୍ଷେତ୍ର । ଯାହା ଦେଖିଥିଲେ ତାହାର ଅବିକଳ ବର୍ଣ୍ଣନା କରିଛନ୍ତି ତାଙ୍କର ରଚିତ ଏକ ମାତ୍ର ଗ୍ରନ୍ଥ ‘ଚାଚେରୀ ଲୀଳା’ରେ ।…

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…

ସୌରଭିତ ସୃଷ୍ଟି: ବ୍ରଜନାଥ ବଡ଼ଜେନା ତୀବ୍ର ବ୍ୟଙ୍ଗ, ଯମକ ଓ ଶ୍ଲେଷପୂର୍ଣ୍ଣ କଟାକ୍ଷ ଆଦିର ବ୍ୟଙ୍ଗକାର ବ୍ରଜନାଥ ବଡ଼ଜେନାଙ୍କ “ଛାମୁଙ୍କୁ ଚିଟାଉ” ବା “ରାଜାଙ୍କୁ ଛଳୋକ୍ତି ” କବିତା l ~ ଛାମୁଙ୍କୁ ଚିଟାଉ ~ ଗୋସେଇଁ ଛ’ ହାତୀ ବାସରେ ରଖିଛ ଦେଇ ତହିଁ କେତେ ଗଣ୍ଠି, ମୋର ଛ’ହାତୀ ବା ସରେ…

ଗବେଷଣା ଓ ଉପସ୍ଥାପନା: ବିଷ୍ଣୁମୋହନ ଅଧିକାରୀ ସାଧାରଣତଃର ଗଞ୍ଜାମିଆ ଓ କୋରାପୁଟିଆ ଲୋକଙ୍କୁ ମାନକ ଓଡ଼ିଆ ଭାଷୀଙ୍କଠାରେ ତାତ୍ସଲ୍ୟର ପାତ୍ର ହେବାକୁ ପଡ଼େ। କେତେବେଳେ ଯଦିଓ କେହି “ମୁଁ ଖାଇବି ନାହିଁ”କୁ “ମୁଁ ଖାଇବାର ନାହିଁ” କହିଦିଅନ୍ତି, ତେବେ ଦକ୍ଷିଣ ଓଡ଼ିଶାର ଲୋକଟିକୁ ଅନେକ ହସରେ ଉଡ଼ାଇ ଦିଅନ୍ତି । ତେବେ ସତରେ କଣ ଦକ୍ଷିଣ…