Category ମଧୁ ବାବୁ

ଉତ୍କଳଗୌରବ ମଧୁସୂଦନ ଦାସ

~ ଏକାମ୍ରକ୍ଷେତ୍ର ଓ ଉତ୍କଳଗୌରବ ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ସମୟର ବାଲୁକାରାଶିରେ ଅଙ୍କିତ ଅଗଣିତ ପଦଚିହ୍ନ– କେତେ ଜଣା, କେତେ ଅଜଣା ; କେତେ ପୁଣି ହୋଇଯାଆନ୍ତି ବିସ୍ମୃତ ଓ ବିଲୁପ୍ତ । କିନ୍ତୁ କିଛି ରହିଯାଇଥାନ୍ତି ନିଜ ଏକକ ଅସ୍ତିତ୍ବକୁ ଜାହିର କରିବାର ପଣ ନେଇ, ସମୟରୁ ସମୟାନ୍ତର ଯାଏଁ ।…

ଜାତି ଐରାବତ

ଲେଖା: ଅମୃତେଶ ଖଟୁଆ ∼ କବି ଲେଖନୀରେ ଜାତି ଐରାବତ ∼ ଓଡ଼ିଆ ଜାତି ପାଇଁ ତାଙ୍କର ଅପରିମେୟ ଅବଦାନ ସୂଚୀ । ତଥାପି ତାଙ୍କ କ୍ଷେତ୍ରରେ “ଅବଦାନ” ଏକ କ୍ଷୁଦ୍ର ଅଭିଧା ବୋଲି ପ୍ରତ୍ୟୟ ହୁଏ । #ମଧୁସୂଦନ ଏପରି ଏକ ନାମ ଶୁଣିଲେ ଅବିଭକ୍ତ ଓଡ଼ିଆ ପ୍ରାଣପ୍ରବାହ ମଧ୍ୟରେ ଅମୃତମୟ ସ୍ବାଭିମାନ ସ୍ରୋତ…

ଉତ୍କଳଗୌରବ ମଧୁସୂଦନ ଦାସ

ଲେଖା: ଅଂଶୁମାନ ମହାରଣା ~ ସାମ୍ପ୍ରଦାୟିକ ପନ୍ଥବାଦୀ ଚେତନା ଓ ଉତ୍କଳଗୌରବ ମଧୁସୂଦନ ଦାସ ~ ଓଡ଼ିଆ ଜାତୀୟତାବାଦର ଭୀଷ୍ମ ପିତାମହ ଭାବରେ ପରିଚିତ ଶ୍ରଦ୍ଧେୟ ମଧୁବାବୁ ଖଣ୍ଡବିଖଣ୍ଡିତ ଉତ୍କଳ ଜନନୀକୁ ଏକତ୍ର କରାଇବା ଲାଗି ଯେଉଁ ସଂଗ୍ରାମ ଆରମ୍ଭ କରିଥିଲେ, ସେଇ ସଂଗ୍ରାମ କାରଣରୁ ଜୀବିତ ଅଛି ଓଡ଼ିଆ ବିଶେଷଧାରୀ ଜାତି । ଅସ୍ତିତ୍ୱ…

ମଧୁ-ବାଣୀ

ସୌରଭିତ ସୃଷ୍ଟି: ଜାତୀୟଗୌରବ କୁଳବୃଦ୍ଧ ମଧୁସୂଦନ ଦାସ କିଏ କହେ ତାଙ୍କୁ ଶତାବ୍ଦୀର ସୂର୍ଯ୍ୟ, କିଏ କହେ ଜାତିଐରାବତ, କିଏ କହେ ଉତ୍କଳଗୌରବ, କିଏ କହେ ଓଡ଼ିଶାର ମୁକୁଟବିହୀନ ସମ୍ରାଟ, କିଏ କହେ ଏ ଜାତି ଗାଲମାଧବ, କିଏ କେତେ କ’ଣ ଉପାଧି/ନାମରେ ନାମିତ କରାନ୍ତି ସେହି ଉତ୍କଳ ଖଣ୍ଡର ଅଗ୍ର ସାରଥୀଙ୍କୁ ! ତେବେ ଏ ଜାତିର ପ୍ରମୁଖ ଭାଷ୍ୟକାର ଆମର…

ମଧୁବାବୁ

ଲେଖା: ଅଂଶୁମାନ ମହାରଣା                                                                               ନିଃସନ୍ଦେହରେ ଏହା କୁହାଯାଇ ପାରେ ଯେ, ମଧୁବାବୁ ଓଡ଼ିଆ ଜାତୀୟତାବାଦର ଜଣେ ନିଖୁଣ ଶିଳ୍ପୀ । ଜାତୀୟଗୌରବ ମଧୁସୂଦନଙ୍କୁ ବାଦ ଦେଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ପରିକଳ୍ପନା କରାନଯାଇ ପାରେ ।…

ଏ ଜାତି ଗାଲମାଧବ (ଭାଗ ୩)

ଏକୋଇଶିଆ ଦିନ ଶିଶୁପୁତ୍ର ଏ କୋଳରୁ ସେ କୋଳ ହେଉଛି, କେତେ ବେଳକେ ଆସିଲା ମା' ପାର୍ବତୀଙ୍କ କୋଳକୁ ! ଛାତିରେ ଜାକି ଧରିଲେ ପୁଅକୁ, ମନେପଡି ଯାଉଛି ନାହାକଙ୍କ କଥା ପଦକ, "ଏ ପୁଅ ଦିନେ ବଡ଼ ମଣିଷ ହେବ, ଅସାଧ୍ୟ ସାଧ୍ୟ କରିବ, କାଳକାଳକୁ ନାଁ ରଖିବ . .

ଏ ଜାତି ଗାଲମାଧବ (ଭାଗ ୨)

ଲେଖା: ଦେଵ ତ୍ରିପାଠୀ ବିରୂପା ନଦୀକୂଳରେ ଯେଉଁ ମହିୟସୀ ନାରୀଙ୍କ ଆତ୍ମୋତ୍ସର୍ଗ ଯେ ସ୍ବାଧୀନ ତଥା ସ୍ବର୍ଣ୍ଣିମ ଉତ୍କଳ ଗଠନ ପାଇଁ ଅଭିପ୍ରେରିତ କରିଥିଲା, ସମ୍ପୃକ୍ତ ଅଞ୍ଚଳଟି ଓଡ଼ିଶାର ଭୋୖଗୋଳିକ ମାନଚିତ୍ରରେ ଗର୍ବିତ ସ୍ଥାନ ଅଧିକାର କରି ନଥିଲେ ମଧ୍ୟ ରାଜ୍ୟର ମହାର୍ଘ ଇତିହାସ ସହିତ ଚକଡା଼ପୋଥି ଏବଂ ମାଦଳାପାଞ୍ଜିରେ ପାଇଥିଲା ଗୌରବାବହ ସମୁଜ୍ଜ୍ୱଳ ପରିଚୟ…

ଏ ଜାତି ଗାଲମାଧବ (Part 1)

ଲେଖା: ଦେଵ ତ୍ରିପାଠୀ ଆଜକୁ ୨୦୦ ବର୍ଷ ତଳର କଥା । ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କଥା ! କଥା କିନ୍ତୁ କିମ୍ବଦନ୍ତୀ ନୁହେଁ ! ଏକ ସତ୍ୟତା ଉପରେ ପ୍ରତିଷ୍ଠିତ ଗୋଟିଏ ସମୟର କଥା ! ଏ କଥା ନା କେବେ ସ୍ପର୍ଶ କରିଛି ଗବେଷକର ଅନ୍ୱେଷଣକୁ ନା କେବେ…