Category ମହାମନିଷୀଗଣ

ଗୋଲୋକ ବିହାରୀ ଧଳ

ଲେଖା: ନିରଞ୍ଜନ ସାହୁ “ମନୁଷ୍ୟ ସିନା ଜିଭରେ କଥା କୁହେ, କିନ୍ତୁ ଆଖିରେ କ’ଣ କଥା କହେ ? ଆଶା ଓ ଭାଷା ଉଭୟ ବି ଆଖିରେ ପ୍ରକାଶ କରେ । ପୁଣି ଖାଲି ଆଶା ନୁହେଁ, ଗୋପନ ଆଶା ବି । ସମସ୍ତେ ଜାଣନ୍ତି ଆଶାକୁ ପ୍ରକାଶ କରିବା ପାଇଁ ଭାଷା ତିଆରି ।…

ଓଡ଼ିଆଙ୍କ ମଉଡ଼ମଣି

ଲେଖା: ଦେଵ ତ୍ରିପାଠୀ ୧୯୨୨ ମସିହା, ଜୁନ ମାସ, ହଜାରିବାଗ ଜେଲ୍, ବିହାର । ନୂଆ କରି ଜେଲ୍’ର ଦାୟିତ୍ଵ ନେବାକୁ ଆସିଲେ ଭାରତୀୟ (ବିହାରୀ) ଜେଲର୍ ଜଣେ । ଦାୟିତ୍ଵ ଗ୍ରହଣ କରିବା ଦିନ ହିଁ ସେ ଦେଖି ଆଶ୍ଚର୍ଯ୍ୟଚକିତ ହେଲେ, ୨୨ ବର୍ଷୀୟ ଓଡ଼ିଆ ପ୍ରହରୀ ପିଲାଟେ ସବୁ ଭଲମନ୍ଦ ବୁଝୁଥାଏ ଜଣେ…

ଅପୂର୍ବ କିଶୋର ବୀର

ଲେଖା: ଦେଵ ତ୍ରିପାଠୀ ୧୯୭୪ ମସିହା । ମହାରାଷ୍ଟ୍ରର କେଉଁ ଏକ ମଫସଲ ଅଞ୍ଚଳରେ ଚିତ୍ରାୟିତ (ସୁଟିଂ) ହେଉଛି କଳାଧଳା କଥାଚିତ୍ରଟିଏ, ନିମ୍ନ ମଧ୍ୟବିତ୍ତ ପରିବାରର ତରୁଣୀଟିର ଜୀବନରେ ସଂଘର୍ଷ ଓ ସଂଘାତର କା‌ହାଣୀକୁ ନେଇ । ତତ୍କାଳୀନ ହିନ୍ଦି ଚଳଚ୍ଚିତ୍ର ଜଗତର ଆଗଧାଡ଼ିର ଅଭିନେତ୍ରୀ ରାଖି ଅଭ୍ୟାସଗତ ଭାବେ ମୁହଁରେ ରୂପଚର୍ଯ୍ୟାର ସମସ୍ତ ଆବଶ୍ୟକୀୟ…

କିଶୋରୀ ଚରଣ ଦାସ

~ କିଶୋରୀ ଚରଣ ଦାସ ~ ଲେଖା: ଅମୃତେଶ ଖଟୁଆ “କଥା, ଲୁହ ଓ ହସର ଭାଷା ତଳେ ଯେଉଁ ଅଦୃଶ୍ୟ ଚେତନ ଗୋବର ଗଦା ରହିଛି ତା’ର ସନ୍ଧାନ ପାଇଛ ? ସେଥିରୁ କେତେବେଳେ କେତେ ରକମର ବାଷ୍ପ ବାହାରେ ତା’ର ହିସାବ ରଖିଛ ? ପାରିବ ନାହିଁ। ତୁମ ଗୋବର ଗଦା ତା’…

ତୁଡ଼ିଖୋଳ ଘାଟି

ଲେଖା: ନିରଞ୍ଜନ ସାହୁ ରାଧାନାଥ ଥିଲେ ତାଙ୍କ ସମୟର ଜଣେ ନିର୍ମାଣ ପୁରୁଷ । ସାହିତ୍ୟ ସର୍ଜନା ଜରିଆରେ ଓଡ଼ିଶାର ଏକ ପ୍ରାଦେଶିକ ତଥା ସାଂସ୍କୃତିକ ପରିଚୟ ଗଠନ କରିଥିଲେ ନୂତନ ସଂସ୍କାର, ନୂତନ ଚେତନା, ଜାତୀୟ ଇତିହାସ ସୃଷ୍ଟି କରି । ରୀତି ଯୁଗୀୟ କବିଗଣ ଏପରି ପରିଯୋଜନାର ସ୍ଵପ୍ନ ଦେଖି ନଥିଲେ ମଧ୍ୟ…

ଆର୍ତ୍ତବଲ୍ଲଭ ମହାନ୍ତି

ଲେଖା: ବନ୍ଧନ ଦଳେଇ ୧୮୮୭ ଖ୍ରୀଷ୍ଟାବ୍ଦ, ଶନିବାର, ଶ୍ରାବଣ ଏକାଦଶୀ ଦିନ, କଟକ ଜିଲ୍ଲା ପାଟକୁରା ଥାନାର ନାଗଣପୁର ଗ୍ରାମରେ ଏକ ସଂମ୍ଭ୍ରାନ୍ତ ପରିବାରରେ ଡ଼ଃ ଆର୍ତ୍ତବଲ୍ଲଭ ମହାନ୍ତିଙ୍କର ଜନ୍ମ। ପିତାଙ୍କ ନାମ ଶ୍ରୀ ବାନାମ୍ବର ମହାନ୍ତି। ସେ ପିତାଙ୍କର ଏକମାତ୍ର ସନ୍ତାନ ଥିଲେ। ମିଶନ ସ୍କୁଲରୁ ୧୯୦୮ସାଲରେ ମାଟ୍ରିକ୍ୟୁଲେସନ୍ ପାସକରିଥିଲେ। ତାହା ପରେ ସେ…

ଭାରତମଣିଙ୍କ ମୟୂରଭଞ୍ଜ ସ୍ମୃତି

ଲେଖା: ଅଂଶୁମାନ ମହାରଣା ମୟୂରଭଞ୍ଜ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେବଙ୍କ  ସମୟରେ ଭାରତମଣି ଗୋପବନ୍ଧୁ ଦାସ ଥିଲେ ମୟୂରଭଞ୍ଜ ଗଡ଼ଜାତ ରାଜ୍ଯର ଷ୍ଟେଟ ଓକିଲ। ତତସହିତ ବାରିପଦା ମ୍ଯୁନିସପାଲଟିର ଭାଇସ-ଚେୟାରମ୍ଯାନ ପଦରେ ଅବସ୍ଥାପିତ ଥାନ୍ତି। ୧୯୦୯ରୁ ୧୯୧୨ ପର୍ଯ୍ୟନ୍ତ ମୟୂରଭଞ୍ଜରେ ଅବସ୍ଥାପନ କରୁଥିବା ସମୟରେ ଦାସେଆପଣେଙ୍କ ମୟୂରଭଞ୍ଜ ପ୍ରତି ଥିବା ପ୍ରଶାସନିକ ଓ ସାମାଜିକ ଅବଦାନ ବେଶ…

ପ୍ରକୃତିକବିଙ୍କ ସମାଧିପୀଠ

ଲେଖା: ଦେଵ ତ୍ରିପାଠୀ ନିଘଞ୍ଚ ମାଳାଞ୍ଚଳ, ଆକାଶର ନୀଳ ଓ ଅରଣ୍ୟର ଚୂଳ ସେଠି ମିତ ବସିଛନ୍ତି । ଆଉ କିଛି ବାଟ ପରେ ଏକାଠି ହୋଇଛନ୍ତି ଓଡ଼ିଶା ଓ ଛତିଶଗଡ଼ର ସୀମା । ଦିନେ ପାହାଡିଆ ନଈର ଛନ୍ଦ, ଦିଗନ୍ତବ୍ୟାପୀ ଧାନକ୍ଷେତର ସବୁଜମାୟା, ବିହଗକାକଳି ଏବଂ ସର୍ବୋପରି ସରଳ ମଣିଷଙ୍କ ଶ୍ରଦ୍ଧାମୟ କୋଳାହଳରେ ସେ…

ଜାତୀୟକବି

ଲେଖା: ଶିବାଶିଷ ମହାପାତ୍ର “ତୁମେ କେତେଜଣ ଜୀବନକୁ ପାଣି ଛଡାଇ ନଦେଲେ ଚଳିବ କି ? ଦଧିଚିର ହାଡ଼ ଉଜାଡ଼ି ନ ଦେଲେ ଏ ଜାତିର ଭାଗ୍ୟ ଫେରିବ କି ?” ଆଜ୍ଞା ହଁ, ଏଇଟା ଏକ ପ୍ରଶ୍ନ ନୁହଁ ବରଂ ଏକ ଜାତୀୟତାବାଦୀ କବିତାର ଅଂଶ ବିଶେଷ । ଏହି କବିତା ଲେଖିଥିବା କବିଙ୍କୁ…

ଉପେନ୍ଦ୍ର ଭଞ୍ଜ

ଗବେଷଣା ଓ ଲେଖା: ସନ୍ତୋଷ ପଟ୍ଟନାୟକ କବିସମ୍ରାଟ ଉପେନ୍ଦ୍ରଭଞ୍ଜ । ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବିସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି…