Category ମହାମନିଷୀଗଣ

କୁନ୍ତଳା କୁମାରୀ ସାବତ

  ଲେଖା: ଦେଵ ତ୍ରିପାଠୀ ~ ଉତ୍କଳଭାରତୀ ଭାରତ କବିନେତ୍ରୀ ଡାକ୍ତର କୁନ୍ତଳା କୁମାରୀ ସାବତ ~ କ୍ଷୁଦ୍ର ମୁହିଁ ଦୀନ ମୁହିଁ ରେଣୁକଣା ଜଗତେ ଚାହିଁଲେ ବିଶାଳ ବିଶ୍ବ ଆସୁଛି କି ପରତେ, କ୍ଷୁଦ୍ର ହେଲେ ସୁଦ୍ଧା ମୁହିଁ, ଅକାରଣେ ଜନ୍ମିନାହିଁ, ଅନନ୍ତ ବିନାଶମୋର ଲେଖା ନାହିଁ କପାଳେ ଏକ ରାତି ପାଇଁ ଫୁଟି…

ଉତ୍କଳ ଦୀପିକା

ଲେଖା: ନିରଞ୍ଜନ ସାହୁ “ହେ ଗୌରୀଶଙ୍କର ଧନ୍ୟ ତୁମର ସାହସ, ଦୀପିକା ଲେଖୁଛ ବସି ତିରିଶ ବରଷ । ନ ମାନି ବିପଦ ବାଧା ନ ଚାହିଁ ଦେହକୁ, ମନପ୍ରାଣ ସମରପି ପାଳିଛ ବ୍ରତକୁ । ଦେଖି ଦେଖି ଢେର ଦିନ ଜାଣିଛି ବିଶେଷ, ଅଟ ତୁମ୍ଭେ ଜଣେ man of business” ବ୍ୟାସକବି ଫକୀରମୋହନଙ୍କ…

ଶାନ୍ତନୁ କୁମାର ଆଚାର୍ଯ୍ୟ 

ଲେଖା: ଦେଵ ତ୍ରିପାଠୀ ରସାୟନ ବିଜ୍ଞାନର ଅଧ୍ୟାପକ ଭାବରେ ସେ ହୃଦୟଙ୍ଗମ କରିପାରିଥିଲେ ଯେ ଏଇ ବିଜ୍ଞାନର ଉର୍ଦ୍ଧ୍ବରେ ଅନେକ କିଛି ଅଛି ଯାହା ଏହି ବିଜ୍ଞାନ କେବେ ଦେଇପାରିବ ନାହିଁ । ଏଇ ବିଜ୍ଞାନ କେବେ ଆତ୍ମାକୁ ଛୁଇଁ ପାରିବ ନାହିଁ । ଆତ୍ମାକୁ ଛୁଇଁବାର କ୍ଷମତା ଅଛି କେବଳ ସାହିତ୍ୟର ! ତେଣୁ…

ସହୀଦ ବାଜି ରାଉତ

ଲେଖା: ବିଜୟ ସାହୁ ବିଶ୍ୱ ଇତିହାସରେ ସଂକଳିତ ସର୍ବକନିଷ୍ଠ ସହୀଦ ବାଜି ରାଉତ ୧୯୩୮ ମସିହା ଅକ୍ଟୋବର ୧୦ ତାରିଖରେ ଢେଙ୍କାନାଳ ଜିଲ୍ଲାର ଭୁବନ ନିକଟସ୍ଥ ନୀଳକଣ୍ଠପୁର ବ୍ରାହ୍ମଣୀ କୂଳ ଘାଟରେ ବ୍ରିଟିଶ ଫଉଜ ଗୁଳିରେ ପ୍ରାଣ ହରାଇଥିଲେ ! ଯାହାଙ୍କ ଚିତା ପାଖରେ ବସି ବିପ୍ଲବୀକବି ସଚି ରାଉତରାୟ ଏହି ସହୀଦକୁ ଲେଖନୀରୁ ଅମର…

ଯଶୋବନ୍ତ ଦାସ

ଲେଖା: ଅରବିନ୍ଦ ମହାନ୍ତି ଉତ୍କଳୀୟ ପ୍ରଣିପତ୍ୟ ସନ୍ଥ ମହାପୁରୁଷ ଯଶୋବନ୍ତ ଦାସ ! ୧୫ଶହ ଶତାବ୍ଦୀରେ ଗଜପତି ପ୍ରତାପରୁଦ୍ର ଦେବଙ୍କ ଶାସନ କାଳରେ, ଉତ୍କଳୀୟ ବୈଷ୍ଣବ ପ୍ରଚାରକ ପଞ୍ଚସଖା ଥିଲେ । ସେଥିମଧ୍ୟରୁ ଯଶୋବନ୍ତ ଦାସ ଅନ୍ୟତମ । ମହାପରୁଷ ଯଶୋବନ୍ତ ଜଗତସିଂହପୁରର ଅଢଙ୍ଗଗଡ଼ରେ ଏକ କ୍ଷତ୍ରିୟ କୂଳରେ ଜନ୍ମ ଗ୍ରହଣ କରିଥିଲେ। ପିତାଙ୍କ ନାମ…

ବିନୋଦ କାନୁନଗୋ

ଲେଖା: ନିରଞ୍ଜନ ସାହୁ ବିନୋଦ କାନୁନଗୋ ! ୧୯୫୨ ମସିହାରେ ଗୋଟିଏ ଟଙ୍କା ହାତରେ ଧରି, ନିର୍ବାଚନୀ ବୈତରଣୀ ପାର ନ ‌ହୋଇ ପାରି, ମାତ୍ର ଦଶମ ଶ୍ରେଣୀ ଶିକ୍ଷାଗତ ଯୋଗ୍ୟତା ଥାଇ ଜଣେ ସ୍ଵପ୍ନ ଦେଖିପାରନ୍ତି ଓଡ଼ିଆ ଭାଷାରେ ଜ୍ଞାନକୋଷ ପରି କୋଣାର୍କ ତିଆରି କରିବା ପାଇଁ ! କେତେ ମନୋବଳ ଦୃଢ଼ ହୋଇପାରେ…

ମହାକବି ଜୟଦେବ

ଲେଖା: ଦେଵ ତ୍ରିପାଠୀ ସୁଧାଭକ୍ତିର ଉଦ୍ଗାତା ମହାକବି ଜୟଦେବ ! ଥିଲେ ଜଣେ ଯୁବସାଧୁ । ଗୃହସ୍ଥାଶ୍ରମୀ । ଦିନରାତି ବିଭୁଭକ୍ତିରେ ମଗ୍ନ ରହୁଥିଲେ ସେ । ତାଙ୍କ ହୃଦୟସାଗରରେ ଖେଳୁଥିଲା ଶ୍ରୀରାଧାକୃଷ୍ଣଙ୍କ ମାଧୁର୍ଯ୍ୟରସର ବିବିଧ ଲୀଳାତରଙ୍ଗ । ନିତିଦିନ ଯେଉଁ ଲୀଳା ଅନୁଭବ କରନ୍ତି ତା’କୁ ସୁଲଳିତ ସଂସ୍କୃତ ଛନ୍ଦରେ ଲିପିବଦ୍ଧ କରି ସେ…

ନିମାଇଁ ଚରଣ

~ ନିମାଇଁ ଚରଣ ~ ଲେଖା: ଅମୃତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି  ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ…

ସାଧୁ ମେହେର

ଲେଖା: ଦେଵ ତ୍ରିପାଠୀ କଳାର ଚିରନ୍ତନ ପୂଜାରୀ ସାଧୁ ମେହେର । ସ୍କୁଲରେ ପଢିବାବେଳେ ସେ ଅଭିନୟ କ’ଣ ଜାଣି ନ ଥିଲେ, ମାତ୍ର ମନ ଭିତରେ ଥିଲା ପ୍ରଚଣ୍ଡ ଆଗ୍ରହ । ତେବେ ସେ ରାସ୍ତାରେ ଆଗକୁ ଯିବା ପାଇଁ ନା ଥିଲା ପିତାମାତାଙ୍କର କ୍ଷମତା ନା ତାଙ୍କର କେହି ଥିଲେ ଗୁରୁ ଅବା…

ନିତାଇ ପାଲିତ

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ରରେ ସୁବର୍ଣ୍ଣଯୁଗର ଅବଧାରକ ନିତାଇ ପାଲିତ । ସେ ଥିଲେ ଓଡ଼ିଆ କଥାଚିତ୍ର ଜଗତର ଜଣେ ପ୍ରଥିତଯଶା ନାୟକ, ପ୍ରଯୋଜକ, ନିର୍ଦ୍ଦେଶକ ତଥା କାହାଣୀକାର । ସେ ହିଁ ନେଇ ପାରିଥିଲେ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟସ୍ତରକୁ, ଗୋଟିଏ ପରେ ଗୋଟିଏ କ୍ଲାସିକ ସ୍ତରର ଚଳଚ୍ଚିତ୍ରମାନ ନିର୍ମାଣ କରି ସେ ଓଡ଼ିଶା…