Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ ଲେଖୁଛେ କିମ୍ବା ନିଜକୁ ଓଡ଼ିଆ ବୋଲି କହି ଗର୍ବିତ ଅନୁଭବ କରୁଛେ, ତାହା ପଛରେ ଅନେକ ମହାନ ଓ ମହତ ପୁରୁଷ ମାନଙ୍କର ନିସ୍ଵାର୍ଥପର ସେବା ମନୋବୃତ୍ତି ଓ ବଳିଦାନ ଲୁଚି ରହିଛି . . ! ସେହି ଭଳି ନିସ୍ଵାର୍ଥପର…

ଲେଖା: ନିରଞ୍ଜନ ସାହୁ ଗତାନୁଗତିକ ପ୍ରବନ୍ଧ ଲେଖାରେ ଗୋଟିଏ ବ୍ୟତିକ୍ରମର ଉଦ୍ଦ୍ରେକ ହେଲା ଉତ୍କଳ ସାହିତ୍ୟ ପତ୍ରିକାରେ ୧୯୦୪ ମସିହାର ପ୍ରଥମ ସଂଖ୍ୟାରେ । ପ୍ରାବନ୍ଧିକଙ୍କର ହେତୁବାଦୀ ଚିତ୍ତ ଧର୍ମର ଆବରଣ ଭେଦ କରି ନାସ୍ତିକତାରେ ଉପନୀତ ହୋଇଥିଲା ଗୋଟିଏ ପ୍ରବନ୍ଧ । ସାରା ପାଠକ ମହଲରେ ତଡ଼ିତ୍ ବେଗରେ ପ୍ରସାରିତ ହୋଇଗଲା ପ୍ରବନ୍ଧର ବିଷୟବସ୍ତୁ…

ଲେଖା: ଅମ୍ବିକା ପଟ୍ଟନାୟକ ଲୋକସଭା ନିର୍ବାଚନର ଦାମାମା ବାଜୁଥବା ବେଳେ ନିର୍ଲିପ୍ତ ଭାବେ ସେଇ ପ୍ରାର୍ଥୀ ଏକ ଗଳ୍ପ ଲେଖି ଶ୍ରୀ ମନୋଜ ଦାସଙ୍କୁ କହି ପାରନ୍ତି “ଆପଣ ଥିଲେ ବୋଲି ଗପଟି ଲେଖି ପାରିଲି !” କେତେଦୂର ସାହିତ୍ୟ ମନସ୍କ ନହେଲେ ଜଣେ ଏଭଳି କରି ପାରିବେ? “ଅନ୍ଧ ଦିଗନ୍ତର ନିଧି ଦାସ ପରି ଚରିତ୍ର ମୁଁ…

ଲେଖା: ଦେଵ ତ୍ରିପାଠୀ ଓଡ଼ିଶାର ମଞ୍ଚ, ବେତାର, ଦୂରଦର୍ଶନ ନାଟକ, ଗୀତିନାଟ୍ୟ ଓ ଚିତ୍ରନାଟ୍ୟ ପ୍ରସ୍ତୁତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଥିବା ଅନନ୍ୟ ସ୍ରଷ୍ଟା ଗୋପାଳ ଛୋଟରାୟ । ୧୯୪୨-୪୩ ମସିହା । ଦ୍ଵିତୀୟ ବିଶ୍ଵଯୁଦ୍ଧର ଚୁଡାନ୍ତ ପର୍ଯ୍ୟାୟ ! ଯେ କୌଣସି ସମୟରେ ଭାରତକୁ ଜାପାନ ଆକ୍ରମଣ କରିପାରେ ! ଭାରତ ସରକାର…

~ କବି ଗୁରୁପ୍ରସାଦ ମହାନ୍ତି ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ସାହିତ୍ୟର ସବୁଜ ଯୁଗ ପରିଯନ୍ତେ ଆସିଛି ଆଧୁନିକ ସାହିତ୍ୟର ଏକ ବିଶିଷ୍ଟ ଯୁଗ। କବି ସୌଭାଗ୍ୟ କୁମାର ମିଶ୍ର, କବି ଦୁର୍ଗାମାଧବ ମିଶ୍ର, କବି ଜ୍ଞାନୀନ୍ଦ୍ର ବର୍ମା, କବି ଗୁରୁପ୍ରସାଦ ମହାନ୍ତି, କବି ଜାନକୀବଲ୍ଲଭ ମହାନ୍ତି (ଭରଦ୍ଵାଜ), କବି ଶ୍ରୀନିବାସ ଉଦ୍ଗାତାଙ୍କ ଭଳି…

~ ରାଜା ସୋମନାଥ ସିଂହ ~ ଲେଖା: ଅମୃତେଶ ଖଟୁଆ ସମଗ୍ର ଓଡିଶାରେ ଯେତେବେଳେ ନାନାବିଧ ସ୍ଵାଧୀନତାର ସ୍ଵରୋତ୍ତଳିତ ହୁଏ, ସେତେବେଳେ କଦମ୍ଵବଂଶୀୟ ଅନୁଗୋଳ ଗଡଜାତର ଶେଷ ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ମହୀୟାନ ଆତ୍ମତିତିକ୍ଷାର କଥା ଉଠେ । “କିଞ୍ଚିତ ଦୟା ନୋହିଲା କମଳ ଲୋଚନ ପ୍ରଭୁ ଥାଉ ଥାଉ ମୋ କର୍ମ ବିଫଳ…

ଲେଖା: ଦେବୀ ପ୍ରସାଦ ଦାସ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ଆଜୀବନ ଗାନ୍ଧୀବାଦୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ବୈଶାଖ ମାସ ବୁଦ୍ଧ ପୂର୍ଣ୍ଣିମା ତିଥୀରେ ପିତା ନାରାୟଣ ପଟ୍ଟନାୟକ ଓ ମାତା କୁମୁଦିନୀ ଦେବୀଙ୍କ ଅଷ୍ଟମ ସନ୍ତାନ ଭାବେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ଗ୍ରାମ ଥିଲା ପୁରୀ ଜିଲ୍ଲାର ନିମାପଡ଼ା…

~ ମହାପାତ୍ର ନୀଳମଣି ସାହୁ ~ ଲେଖା: ଅମୃତେଶ ଖଟୁଆ “ଏ ଜଗତ ଅସଂଖ୍ୟ ପ୍ରକାରର, ଅସଂଖ୍ୟ ଅନୁଭୂତିର ଅସଂଖ୍ୟ କକ୍ଷରେ ପରିପୂର୍ଣ୍ଣ। ରସଜଗତରେ ଦିବାଭିସାରୀମାନେ ଜ୍ଞାନଗ୍ରନ୍ଥୀ। ସେମାନେ କକ୍ଷରୁ କକ୍ଷାନ୍ତରକୁ ମୁଖ୍ୟ ଦ୍ବାର ବାଟେ ଚାବି ଖୋଲି ଯିବେ। ତିମିରାଭିସାରୀମାନେ ପ୍ରେମୀ। ସେମାନେ ପ୍ରାୟତଃ ଚାବି ହଜାଇଥା’ନ୍ତି। ସେମାନଙ୍କ ଲାଗି ଚୋରାବାଟ ପ୍ରଶସ୍ତ …..”…

ଲେଖା: ନିରଞ୍ଜନ ସାହୁ ଓଡ଼ିଶାର ସାହିତ୍ୟ ସଂସ୍କୃତି ଓ ପରମ୍ପରାର ସଂରକ୍ଷକ ଭାବେ ନିଜକୁ ସମର୍ପିତ କରିଦେଇଥିବା ଓଡ଼ିଆ ମଣିଷ ବିଛନ୍ଦ ଚରଣ ପଟ୍ଟନାୟକ ଏ ଜାତିର ଚିରନମସ୍ୟ । “ଜ୍ଞାନର କି ଆଶ୍ଚର୍ଯ୍ୟ ପ୍ରଭାବ ! ବିଦ୍ୟାର କି ମନୋହର ମୂର୍ତ୍ତି ! ବିଦ୍ୟାହୀନ ମନୁଷ୍ୟ, ମନୁଷ୍ୟ ନୁହେଁ । ବିଦ୍ୟାହୀନର ମନରେ ଗୌରବ…

ଲେଖା: ଦେବୀ ପ୍ରସାଦ ଦାସ ଶହୀଦ ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା…