Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ଗଡ଼ଜାତ ରାଜ୍ୟରେ ଭାରତଛାଡ଼ ଆନ୍ଦୋଳନ ଏକ ଭୟାବହ ରୂପ ଧାରଣ କରିଥିବା ରାଜ୍ୟମାନଙ୍କ ମଧ୍ୟରୁ ନୟାଗଡ଼ ଥିଲା ଅନ୍ୟତମ । ସେହିଠାରେ ମାତୃଭୂମିର ମୁକ୍ତି ପାଇଁ ସଂଗ୍ରାମର ଯୂପକାଠିରେ ଚାରିଜଣ ପ୍ରାଣବଳି ଦେଇଥିଲେ । ତନ୍ମଧ୍ୟରୁ ଜଣେ ପୋଲିସ ଗୁଳିରେ ନିହତ ହୋଇଥିବା ବେଳେ ଅନ୍ୟ ତିନିଜଣ ପୋଲିସ ଅତ୍ୟାଚାରରେ ମୃତ୍ୟୁ…

~ ମୋହନଦାସ ରତିକାନ୍ତ ରାଓ ~ ଲେଖା: ଅମୃତେଶ ଖଟୁଆ ଅଜସ୍ର କଳା, ସାହିତ୍ୟ, ସଂସ୍କୃତି, ଭାସ୍କର୍ଯ୍ୟ ସହ ଅନନ୍ତ ଐତିହ୍ୟର ପଟ୍ଟଭୂମି ଉପରେ ଅବତିଷ୍ଠିଥିବା ଓଡ଼ିଆ ସଂସ୍କୃତି ମହାଭାରତୀୟତାର ଏକ ଅଭିନ୍ନ ପ୍ରବାହିତ ସ୍ରୋତ। ଐତିହ୍ୟଦୀପ୍ତ ଓଡ଼ିଆ ମାଟିରେ ଯେଉଁ ଯୋଗଜନ୍ମା ମନୀଷୀମାନଙ୍କ ଆବିର୍ଭାବ, ତାହା ଏ ଜାତିର ତ୍ରିଦିବଲୋକକୁ ଋଦ୍ଧିମନ୍ତ କରିଆସିଛି। ହେଲେ…

~ ରେବା ରାୟ ~ ଲେଖା: ଅମୃତେଶ ଖଟୁଆ ୧୮୬୬ ମସିହାର କରାଳ ଦୁର୍ଭିକ୍ଷ ପରେ ଓଡିଶାରେ ଆରମ୍ଭ ହୁଏ ଆଧୁନିକ ଶିକ୍ଷାର ଦ୍ରୁତ ପ୍ରସାର ଏବଂ ସକ୍ରିୟ ଶିକ୍ଷିତ ମୁଷ୍ଟିମେୟମାନେ ଏକ ପ୍ରକାରର ସାମାଜିକ ଓ ସାଂସ୍କୃତିକ ନବୋନ୍ମଷର ଅଭ୍ୟୁଦୟ କରାଇଲେ। ବ୍ରାହ୍ମଧର୍ମର ପ୍ରସାର, ୧୮୯୦ ମସିହା ବେଳକୁ ‘ଉତ୍କଳ ଦୀପିକା‘, ‘ସମ୍ବାଦବାହିକା’, ‘ସମ୍ବଲପୁର…

ଲେଖା: ନିରଞ୍ଜନ ସାହୁ ଅଷ୍ଟାଦଶ ଶତାବ୍ଦୀ ଥିଲା ଓଡ଼ିଆ କାବ୍ୟସାହିତ୍ୟର ଅପୂର୍ବ ଯୁଗ । ରୀତି ଓ ଗୀତିଯୁଗ ନାମରେ ନାମିତ ଏହି ଯୁଗରେ ଉତ୍କଳ ସାହିତ୍ୟାକାଶରେ ଆବିର୍ଭାବ ଘଟିଥିଲା ବହୁ ବିଶିଷ୍ଟ କବିମାନଙ୍କର। ଆମେ ଯେତେବେଳେ ସର୍ବାଗ୍ରେ ସ୍ମରଣ କରୁ କବିସମ୍ରାଟଙ୍କୁ, ସେତିକିବେଳେ ଅନ୍ୟାନ୍ୟ ପ୍ରତିଭାପୁଞ୍ଜ ଆମ ଦୃଷ୍ଟି ସମ୍ମୁଖରେ ଉଦଭାସିତ ହୋଇଉଠନ୍ତି, ଅଭିମନ୍ୟୁ,…

~ କବିଶେଖର ଚିନ୍ତାମଣି ମହାନ୍ତି ~ ଲେଖା: ଅମୃତେଶ ଖଟୁଆ “ସୌଭାଗ୍ୟର ଏ କି ମହା ଶୁଭଦିନ, ନାଚି ଉଠେ ପ୍ରାଣେ ପୁଲକ ନବୀନ। ଅଲକ୍ଷ୍ୟରେ କୋଟି ଆନନ୍ଦ-ହାବେଳି, ମନ ମଧ୍ୟେ ପଶି ଯାଉଅଛି ଖେଳି।” (ଘୁମୁସର କାବ୍ୟ ) ଦ୍ଵାଦଶ ସର୍ଗ ବିଶିଷ୍ଟ ବର୍ଣ୍ଣନାତ୍ମକ “ଘୁମୁସର କାବ୍ୟ”, କବିଶେଖରଙ୍କ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତି ଥିବା…

ଲେଖା: ଦେଵ ତ୍ରିପାଠୀ ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା II ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୁର୍ବାଞ୍ଚଳର ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଲବର ସ୍ଵର ଝଂକୃତ ହୋଇଥିଲା, ‘ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା’ (ମହାରାଣୀଙ୍କ ସାମ୍ରାଜ୍ୟ ପତନ ହେଉ ଏବଂ ଆମ ସାମ୍ରାଜ୍ୟର…

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…

ଲେଖା: ଦେବ ତ୍ରିପାଠୀ “ଘୃଣା, ବିଦ୍ୱେଷ, ଈର୍ଷା ଦେଇ ମୋତେ ସେଇ ଋଣ ପରିଶୋଧ କରିବାକୁ ପଡିଲା ଇନିସପେକ୍ଟର . . !” ବହୁଚର୍ଚ୍ଚିତ ଅଶାନ୍ତଗ୍ରହ ନାଟକର ନାୟକ ପିତୃପରିଚୟ ହୀନ ହେମନ୍ତ ଏପରି ଛାତିଥରା ସଂଳାପ ଅବା ‘ତିମିରତୀର୍ଥ’ରେ କୁମାର ସାହେଵ, ‘ଜନନୀ’ରେ ପାଗଳା ସୁବାସର ପାଗଳାମି ଅବା ‘ଡ଼ାକବଙ୍ଗଳା’ର ବିବେକ ଚରିତ୍ରର ହୃଦୟଛୁଆଁ…

ଲେଖା: ଦେଵ ତ୍ରିପାଠୀ ତୁମ ମାଟି ଦେହ ଗ୍ରାସିଛି ଶ୍ମଶାନ, ମାତ୍ର ଯଶୋଦେହେ ତୁମେ ଆୟୁଷ୍ମାନ ।” କେତେ ବଡ଼ କଥା କହିଛନ୍ତି କବିବର ! ଗଙ୍ଗଶିଉଳି ଫୁଲ । ସଞ୍ଜରେ ଫୁଟେ, ସକାଳକୁ ଝଡ଼ିଯାଏ । କିନ୍ତୁ ରୂପରେ, ରସରେ, ବାସରେ ବିହ୍ଵଳିତ କରେ ସଭିଙ୍କୁ ! ସେ ଫୁଲର କଳ୍ପନାରେ ବି ଅନୁଭୂତ…

ଲେଖା: ଦେଵ ତ୍ରିପାଠୀ ଚଳିତ ଦଶନ୍ଧିରେ ଯଦି କୌଣସି ବୁଦ୍ଧିଜୀବି ମୌଳିକ ତଥା କ୍ଲାସିକ ଓଡ଼ିଆ ଚଳଚ୍ଚିତ୍ରମାନ ଦେଖିବାକୁ ଇଛା କରନ୍ତି ତେବେ ନଜରକୁ ଆସେ “ଶଳାବୁଢା”, “ଆଦିମବିଚାର” ପରି ବହୁ ସମ୍ମାନଜନକ ଆନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର I ଉଭୟ ବ୍ୟବସାୟିକ ଓ ସମାନ୍ତରାଳ ଚଳଚ୍ଚିତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ମହାନ ଯଶସ୍ୱୀ ନିର୍ଦ୍ଦେଶକ କଳିଙ୍ଗରତ୍ନ ସବ୍ୟସାଚୀ ମହାପାତ୍ରଙ୍କ…