Category ଓଡ଼ିଶାର ବରପୁତ୍ର

ଭବାନୀ ଚରଣ ପଟ୍ଟନାୟକ

ଲେଖା: ଦେବୀ ପ୍ରସାଦ ଦାସ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ଆଜୀବନ ଗାନ୍ଧୀବାଦୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ବୈଶାଖ ମାସ ବୁଦ୍ଧ ପୂର୍ଣ୍ଣିମା ତିଥୀରେ ପିତା ନାରାୟଣ ପଟ୍ଟନାୟକ ଓ ମାତା କୁମୁଦିନୀ ଦେବୀଙ୍କ ଅଷ୍ଟମ ସନ୍ତାନ ଭାବେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ଗ୍ରାମ ଥିଲା ପୁରୀ ଜିଲ୍ଲାର ନିମାପଡ଼ା…

ମହାପାତ୍ର ନୀଳମଣି ସାହୁ

~ ମହାପାତ୍ର ନୀଳମଣି ସାହୁ ~ ଲେଖା: ଅମୃତେଶ ଖଟୁଆ “ଏ ଜଗତ ଅସଂଖ୍ୟ ପ୍ରକାରର, ଅସଂଖ୍ୟ ଅନୁଭୂତିର ଅସଂଖ୍ୟ କକ୍ଷରେ ପରିପୂର୍ଣ୍ଣ। ରସଜଗତରେ ଦିବାଭିସାରୀମାନେ ଜ୍ଞାନଗ୍ରନ୍ଥୀ। ସେମାନେ କକ୍ଷରୁ କକ୍ଷାନ୍ତରକୁ ମୁଖ୍ୟ ଦ୍ବାର ବାଟେ ଚାବି ଖୋଲି ଯିବେ। ତିମିରାଭିସାରୀମାନେ ପ୍ରେମୀ। ସେମାନେ ପ୍ରାୟତଃ ଚାବି ହଜାଇଥା’ନ୍ତି। ସେମାନଙ୍କ ଲାଗି ଚୋରାବାଟ ପ୍ରଶସ୍ତ …..”…

ବିଛନ୍ଦ ଚରଣ ପଟ୍ଟନାୟକ

ଲେଖା: ନିରଞ୍ଜନ ସାହୁ ଓଡ଼ିଶାର ସାହିତ୍ୟ ସଂସ୍କୃତି ଓ ପରମ୍ପରାର ସଂରକ୍ଷକ ଭାବେ ନିଜକୁ ସମର୍ପିତ କରିଦେଇଥିବା ଓଡ଼ିଆ ମଣିଷ ବିଛନ୍ଦ ଚରଣ ପଟ୍ଟନାୟକ ଏ ଜାତିର ଚିରନମସ୍ୟ ।  “ଜ୍ଞାନର କି ଆଶ୍ଚର୍ଯ୍ୟ ପ୍ରଭାବ ! ବିଦ୍ୟାର କି ମନୋହର ମୂର୍ତ୍ତି ! ବିଦ୍ୟାହୀନ ମନୁଷ୍ୟ, ମନୁଷ୍ୟ ନୁହେଁ । ବିଦ୍ୟାହୀନର ମନରେ ଗୌରବ…

ଶହୀଦ ବିର୍ସା ମୁଣ୍ଡା

ଲେଖା: ଦେବୀ ପ୍ରସାଦ ଦାସ ଶହୀଦ ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା…

ନାଟ୍ୟକାର ଭିକାରୀ ଚରଣ

ଲେଖା: ଡ. ସତ୍ୟପ୍ରିୟ ସାହୁ ଆମ ଭାଷା ଓ ସାହିତ୍ୟ ଜଗତର ଜଣେ ଅମଳିନ ସାଧକ ନାଟ୍ୟକାର ଭିକାରୀ ଚରଣ ପଟ୍ଟନାୟକ । ୧୮୭୭ ସାଲ ଡିସେମ୍ବର ମାସ ୨୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଭିକାରୀ ଚରଣ ପଟ୍ଟନାୟକ, କେନ୍ଦ୍ରାପଡ଼ା ଜିଲ୍ଲାର ଅସୁରେଶ୍ଵର ଅଞ୍ଚଳର ହୁରାସାହି ଗ୍ରାମରେ । ପାଠ ପଢ଼ିଲେ, ବିଦିତ ହେଲେ ଓଡ଼ିଶାର…

ତୁଳସୀ ମୁଣ୍ଡା

~ ତୁଳସୀ ମୁଣ୍ଡା ~ ଲେଖା: ଅମୃତେଶ ଖଟୁଆ ଭାରତବର୍ଷରେ ସାମାଜିକ ବିକାଶର ଧାରାରେ ଓଡ଼ିଆ ମାଟିର ତୁଳସୀ ମୁଣ୍ଡା ! ଆଜିର ସମ୍ଭ୍ରାନ୍ତ ବିଶ୍ଵରେ ସମସ୍ତେ ଯେତେବେଳେ ପ୍ରଗତିଶୀଳତାର ବ୍ୟାଖ୍ୟା କରନ୍ତି, ସେତେବେଳେ ତାଙ୍କ ଚାକ୍ଷୁସ ହୁଏ କେବଳ ଆର୍ଥିକ ମେରୁଦଣ୍ଡର ସିଧାସଳଖ ଚିତ୍ର ତ କେତେବେଳେ ଉଚ୍ଚାଟିତ ନଭଶ୍ଚୁମ୍ଭୀ ଅଟ୍ଟାଳିକାମାନ। ଏଥିରେ ଦେଖନ୍ତି ସେମାନେ…

ମୁକ୍ତ୍ଯାର ରାମଚନ୍ଦ୍ର ଦାସ

~ ମୁକ୍ତ୍ଯାର ରାମଚନ୍ଦ୍ର ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ମାଟିରେ ଯେଉଁ ମହାପୁରୁଷଙ୍କ ଆବିର୍ଭାବ ଘଟିଛି, ସେମାନଙ୍କ କୀର୍ତ୍ତିପୂତ ଜୀବନୀ ଆମ ପାଇଁ ସଦା ପାଥେୟ। ତେବେ ସେହିମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଉତ୍କଳମଣି ଗୋପବନ୍ଧୁଙ୍କ ଅନ୍ୟତମ ଆଦର୍ଶ ତଥା ଦିଗଦ୍ରଷ୍ଟା ମୁକ୍ତ୍ଯାର ରାମଚନ୍ଦ୍ର ଦାସ। “ଈପ୍ସିତଂ ତଦବଜ୍ଞାନାଦ୍ଵିଦ୍ଧି ସାର୍ଗଳମାତ୍ମନଃ। ପ୍ରତିବଦ୍ଧ୍ନାତି ହି…

ରାଜକୃଷ୍ଣ ବୋଷ

ଲେଖା: ନିରଞ୍ଜନ ସାହୁ ଗାନ୍ଧୀବାଦୀ ନେତା, ପରୋପକାରୀ, ଦେଶପ୍ରେମୀ, ଓଡ଼ିଶାର ଉନ୍ନତି ପାଇଁ ସତତ ଚେଷ୍ଟିତ ନେତା, ଓଜସ୍ଵିନୀ ଜ୍ୱାଳାମୁଖୀ ବକ୍ତା, ଦୁସ୍ଥ ଆର୍ତ୍ତଜନତାର ସେବକ, ସାହସୀ, ଖାଣ୍ଟି ଓଡ଼ିଆ, ଓଡ଼ିଶାର ପ୍ରଥମ ରାଜନୈତିକ ବନ୍ଦୀ ରାଜକୃଷ୍ଣ ବୋଷ । ୧୯୨୧ ମସିହା ଜାନୁଆରୀ ମାସ ୨୪ ତାରିଖ। କଟକର କାଠଯୋଡ଼ି ବାଲିରେ ସ୍ଵାଧୀନତା ପାଇଁ…

ଭକ୍ତକବି ମଧୁସୂଦନ

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

ଔପନ୍ୟାସିକ ଗୋପୀନାଥ ମହାନ୍ତି

~ ଔପନ୍ୟାସିକ ଗୋପୀନାଥ ମହାନ୍ତି ~ ଲେଖା: ଅମୃତେଶ ଖଟୁଆ ଔପନ୍ୟାସିକ ଗୋପୀନାଥ ମହାନ୍ତି ! ଓଡ଼ିଆ ସାହିତ୍ଯର ଜଣେ ଦିଗ୍ଗଜ ସ୍ରଷ୍ଟା। ମାଟିର ଅବାରିତ ବାସ୍ନାକୁ ସୁରଭିତ କରିଛନ୍ତି ନିଜ ଉପନ୍ୟାସ ମାଧ୍ୟମରେ। “କେବଳ ଭାଗ୍ୟବାଦୀ ନଗଣ୍ୟ ମଣିଷ, ମୂଷା ପରି ମଣିଷ, ବିଲୁଆ ପରି ମଣିଷ। ସେ ଆଶାର ଲଙ୍ଗର ଉଠେଇ ନେଇ…